ଜାତୀୟ

ଭାରତର ବଡ଼ ପ୍ଲାନ! ଥରହର ପାକିସ୍ତାନ

ନୂଆଦିଲ୍ଲୀ,୧୧।୫: ଜମ୍ମୁ ଏବଂ କଶ୍ମୀରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଏସ ପି ବୈଦ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ନେଇ ବହୁତ ଉତ୍ସାହିତ ଥିବା ପରି ମନେ ହେଉନାହିଁ। ସେ କହିଛନ୍ତି ଯେ, ଭାରତୀୟ ସେନାକୁ ଅତି କମରେ 2-3…

ପଦ୍ମଶ୍ରୀ ବିଜେତା ICARର ପୂର୍ବତନ ମୁଖ୍ୟ ଆୟପ୍ପନଙ୍କ ରହସ୍ୟଜନକ ମୃତ୍ୟୁ, କାବେରୀ ନଦୀରୁ ମିଳିଲା ମୃତଦେହ

ମହୀଶୂର, ୧୧।୫: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ…

ଆଜି ବି ବର୍ଷାରେ ଭିଜିବ ରାଜ୍ୟ, ୨୦ ଜିଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା

ଲକ୍ଷ୍ନୌ,୧୧ା୫: ଉତ୍ତରପ୍ରଦେଶର ପାଗରେ ଭିନ୍ନ ଭିନ୍ନ ରଙ୍ଗ ଦେଖାଯାଉଛି। କିଛି ସ୍ଥାନରେ ପ୍ରବଳ ସୂର୍ଯ୍ୟକିରଣ ଯୋଗୁ ଅସହ୍ୟ ଗରମ ହେଉଥିବା ବେଳେ ଅନ୍ୟ ସ୍ଥାନରେ ବର୍ଷା ଆଶ୍ୱସ୍ତି ଆଣି ଦେଉଛି। ଆଜି ଅର୍ଥାତ୍‌ ରବିବାର ମଧ୍ୟ ଉତ୍ତରପ୍ରଦେଶ ରାଜ୍ୟର ଅନେକ ଅଞ୍ଚଳରେ…

୧୯୭୧ ଭଳି ଅବସ୍ଥା ନ ହେଉ- କ’ଣ ଏହି ଭୟରେ ନଇଁଲା ପାକିସ୍ତାନ, ବିନା ସର୍ତ୍ତରେ ଭାରତ ଆଗରେ…

ନୂଆଦିଲ୍ଲୀ,୧୧।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆରମ୍ଭ ହୋଇଥିବା ସଂଘର୍ଷରେ ଏବେ ବିରାମ ଲାଗିଛି। ଶନିବାର ସାରେ ପାକିସ୍ତାନ ଏବଂ ଭାରତ ପକ୍ଷରୁ ଯୁଦ୍ଧବିରତି ଘୋଷଣା କରାଯାଇଛି। ଏବେ ପ୍ରଶ୍ନ ହେଉଛି, ଭାରତକୁ ପରମାଣୁ ଆକ୍ରମଣର…

ରାତିରେ ଭାରତ କରିଛି କାଉଣ୍ଟର ଆଟାକ୍‌, ଏବେ ପାକିସ୍ତାନରେ କେମିତି ରହିଛି ସ୍ଥିତି? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୧୧।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନାଗରିକଙ୍କର ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହାର ଜବାବରେ ଭାରତ ମେ…

‘ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଉଛି ଭାରତ’: ପାକିସ୍ତାନ ସହିତ ଯୁଦ୍ଧବିରତି ଘୋଷଣା ପରେ ସୋସିଆଲ ମିଡିଆରେ ଟ୍ରେଣ୍ଡ କଲେ ‘Iron Lady’

ନୂଆଦିଲ୍ଲୀ, ୧୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଆମେରିକୀୟ ମଧ୍ୟସ୍ଥତାରେ ଯୁଦ୍ଧବିରତି ଘୋଷଣା ହେବା ପରେ ଲୋକେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମାନେ ପକାଇ ସୋସିଆଲ ମିଡିଆରେ ‘ଆଇରନ ଲେଡି’ ଟ୍ରେଣ୍ଡ କରିଛନ୍ତି। କଂଗ୍ରେସ ନେତା ଏବଂ ସାଧାରଣ ଜନତା…

ଭାରତ-ପାକିସ୍ଥାନ ଅସ୍ତ୍ରବିରତି ପରେ, ଟ୍ରମ୍ପ ଦେଲେ ବଡ଼ ଅଫର୍‌, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ, ୧୧।୫: ଚାରି ଦିନର ତୀବ୍ର ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ଶନିବାର ସଂଧ୍ୟାରେ ଏକ ସମ୍ପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଏହି ଘୋଷଣା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ…

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ୟୁନୁସ ସରକାରଙ୍କ ବଡ଼ ବୟାନ, କହିଲେ ମୋଦି…

ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ଘୋଷଣା ହୋଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା କରିଛନ୍ତି। ତେବେ ଏହାରି ଭିତରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ…

ନବଜାତକଙ୍କ ନାମ ‘ସିନ୍ଦୂର’ ରଖୁଛନ୍ତି ରାଜସ୍ଥାନୀ ମା’

ଜୟପୁର, ୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ସ୍ଥିତିରେ ଲୋକମାନେ ନିଜ ନିଜ ଦେଶପ୍ରେମକୁ ବିଭିନ୍ନ ଉପାୟରେ ପ୍ରକାଶ କରିଛନ୍ତି। ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ‘ଅପରେଶନ ସିନ୍ଦୂର’ରେ ଅନୁପ୍ରାଣିତ ହୋଇ ରାଜସ୍ଥାନର ଅନେକ ମା’ ସେମାନଙ୍କ…

ବିଶ୍ୱରେ କେତେବଡ଼ ଯୁଦ୍ଧାସ୍ତ୍ର ବେପାର? ଜାଣିଲେ ତାଜୁବ ହେବେ

ସାମ୍ପ୍ରତିକ ସ୍ଥିତିରେ ବିଭିନ୍ନ ଦେଶ ବିଶେଷକରି ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସୀମା ସଂଘର୍ଷ ଘଟି ଭୂରାଜନୈତିକ ତଥା ସାମରିକ ଉତ୍ତେଜନା ବଢ଼ିବାରେ ଲାଗିଛି। ୨୦୨୨ ଫେବୃଆରୀରୁ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ୨୦୨୩ ଅକ୍ଟୋବରରୁ ଇସ୍ରାଏଲ-ଗାଜା ସଂଘର୍ଷ ସ୍ଥିତିକୁ…

ପାକିସ୍ତାନର ଡ୍ରୋନ ଆକ୍ରମଣ: ଉଧମପୁର ଏୟାର ବେସର ଜଣେ ଯବାନ ଶହୀଦ

ଉଧମପୁର, ୧୧/୫: ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଥିବା ଏକ ବାୟୁସେନା ଘାଟିରେ କାର୍ଯ୍ୟରତ ଜଣେ ଯବାନ ଶହୀଦ ହୋଇଛନ୍ତି। ଶନିବାର ରାତିରେ ପାକିସ୍ତାନ ପକ୍ଷରୁ ହୋଇଥିବା ଡ୍ରୋନ ଆକ୍ରମଣରେ ଯବାନଙ୍କ ମୃତ୍ୟୁ ହୋଇଛି ବୋଲି ପ୍ରତିରକ୍ଷା ବିଭାଗର ଜଣେ…

ରାତି ଅଧରେ ଭାରତୀୟ ସେନାର ବଡ଼ ଘୋଷଣା, ଅପରେଶନ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୦।୫: ଅପରେଶନ ସିନ୍ଦୂର ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କମ କରିବା ପାଇଁ ଶନିବାର ଅସ୍ତ୍ରବିରତି ଘୋଷଣା କରାଯାଇଥିଲା, କିନ୍ତୁ ୩ ଘଣ୍ଟା ମଧ୍ୟରେ ପାକିସ୍ତାନ ଯୁଦ୍ଧବିରତି ଉଲଘଂନ କରି ଅନେକ ସ୍ଥାନରେ ପ୍ରବଳ ଗୁଳିବର୍ଷା କରିଛି। ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?