ଜାତୀୟ

ଏକଜିଟ୍‌ ପୋଲ୍‌ ଦେଖି ନେତା କାବା, ଜଣାପଡିଲା ହାରିବ…

ନୂଆଦିଲ୍ଲୀ,୨୧।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ସମସ୍ତଙ୍କ ନଜର ନିର୍ବାଚନ ଫଳାଫଳ ଉପରେ ରହିଛି। ଏହା ପୂର୍ବରୁ ପ୍ରକାଶିତ ଏକ ପ୍ରମୁଖ ଏକଜିଟ ପୋଲ ଭାଜପାକୁ ଟେନଶନରେ କରିଛି। ଏହି ସର୍ଭେରେ ଏନଡିଏ ଉଭୟ ରାଜ୍ୟରେ…

ଭଲ ପାଉଥିଲେ ବି ବିବାହ ପ୍ରସ୍ତାବରେ ରାଜି ହେଲେ ନାହିଁ, ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ…

ଚେନ୍ନାଇ, ୨୧।୧୧: ତାମିଲନାଡ଼ୁର ତଞ୍ଜାଭୁର ଜିଲା ମଲ୍ଲିପଟ୍ଟିନମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟର ଶିକ୍ଷୟିତ୍ରୀ ରମଣୀ(୨୬)ଙ୍କୁ ସ୍କଲ ପରିସର ମଧ୍ୟରେ ମଦନ ନାମକ ଜଣେ ଯୁବକ ଛୁରି ଭୁସି ହତ୍ୟା…

ମହାରାଷ୍ଟ୍ର ନିର୍ବାଚନରେ ବିଟ୍‌କଏନ୍‌ ବିବାଦ

ନୂଆଦିଲ୍ଲୀ/ମୁମ୍ବାଇ, ୨୧।୧୧: ମହାରାଷ୍ଟ୍ର ନିର୍ବାଚନର ମତଦାନ ମଧ୍ୟରେ ବିଟ୍‌କଏନ୍‌କୁ ନେଇ ରାଜନୀତି ଚରମ ସୀମାରେ ପହଞ୍ଚିଛି। ମହାରାଷ୍ଟ୍ର ନିର୍ବାଚନକୁ ପ୍ରଭାବିତ କରିବା ଉଦ୍ଦେଶ୍ୟରେ ବିଟ୍‌କଏନ୍‌କୁ ଅବୈଧ ଭାବେ ନଗଦ ଟଙ୍କା ଆକାରରେ ପରିଣତ କରିଥିବା ନେଇ ଏନ୍‌ସିପି(ଏସ୍‌ପି) ଏମ୍‌ପି ସୁପ୍ରିୟା ସୁଲେ…

ଫେବୃଆରୀ ୧୫ରୁ CBSE ଦଶମ-ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୧: ଆସନ୍ତା ଫେବ୍ରୁଆରୀ ୧୫ରୁ CBSEର ଦଶମ ଓ ଦ୍ବାଦଶ ପରୀକ୍ଷା ଅନୁଷ୍ଠିତ ହେବ ବୋଲି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୮ରେ ସରିବାକୁ ଥିବାବେଳେ ସେହି ଫେବୃଆରୀ ୧୫ରୁ ଦ୍ୱାଦଶ ପରୀକ୍ଷା…

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ କ’ଣ…

ମହାରାଷ୍ଟ୍ରରେ ମତଦାନବେଳେ ହୋଇଗଲା ବଡ଼ ଖେଳ, ନିର୍ଦ୍ଦଳୀୟଙ୍କୁ ସମର୍ଥନ ଦେଲେ ଶିନ୍ଦେ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟିଂ ମଧ୍ୟ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। କଂଗ୍ରେସର ବରିଷ୍ଠ ନେତା ସୁଶୀଲ କୁମାର ଶିନ୍ଦେ ଓ ତାଙ୍କ ଝିଅ ପରିଣୀତା ଶିନ୍ଦେ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କରିଛନ୍ତି। ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି…

କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ୍‌ ଦେଲେ ସଲମାନ

ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍‌ ଷ୍ଟାର୍‌ ଭୋଟ୍‌ ଦେଇ ନିଜର କର୍ତ୍ତବ୍ୟ ପାଳନ କରୁଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ମଧ୍ୟ  ମୁମ୍ବାଇରେ ଭୋଟ୍‌ ଦେଇଛନ୍ତି। ସଲମାନ ଏକ ଧୂସର…

ମାତ୍ର ୫୧ ଟଙ୍କାରେ ବର୍ଷସାରା ମିଳିବ ୫ଜି ଡାଟା, ଜିଓର ସ୍ପେଶାଲ ଅଫର୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ସର୍ବବୃହତ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଗ୍ରାହକଙ୍କୁ ଏକ ସ୍ବତନ୍ତ୍ର ଭାଉଚର ପ୍ରଦାନ କରୁଛି । ମାତ୍ର ୬୦୧ ଟଙ୍କାରେ 5G ଅପଗ୍ରେଡ ଗିଫ୍ଟ ଭାଉଚର ପ୍ରଦାନ କରୁଛି ଜିଓ । ଆପଣ ଏହି ଭାଉଚରକୁ ନିଜ ପାଇଁ…

ମତଦାନ ଭିତରେ ଏକଜିଟ୍‌ ପୋଲ୍‌କୁ ନେଇ ବଡ଼ ଖବର, ମହାରାଷ୍ଟ୍ର-ଝାଡଖଣ୍ଡରେ…

ନୂଆଦିଲ୍ଲୀ,୨୦।୧୧: ଏକଜିଟ୍‌ ପୋଲ୍‌କୁ ନେଇ ବଡ଼ ଅପଡେଟ୍‌। ଏବେ ନ୍ୟୁଜ ଚ୍ୟାନେଲ ନୁହେଁ ୟୁଟ୍ୟୁବରେ ପ୍ରସାରିତ ହେବ ବୁଥ୍‌ ବାହୁଡା ମତ। ଏନେଇ ଆସିଛି ବଡ଼ ସୂଚନା। ପ୍ରସିଦ୍ଧ ପୋଲ୍‌ଷ୍ଟାର୍‌ ପ୍ରଦୀପ ଗୁପ୍ତାଙ୍କ କମ୍ପାନୀ ‘ଆକ୍ସିସ ମାଇଁ ଇଣ୍ଡିଆ’ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା…

ମହାରାଷ୍ଟ୍ରରେ କିଏ ଗଢିବ ସରକାର, କହିଦେଲେ…

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏହି ସମୟରେ ମହାରାଷ୍ଟ୍ର କଂଗ୍ରେସ ସଭାପତି ତଥା ସାକୋଲିର ଦଳର ପ୍ରାର୍ଥୀ ନାନା ପାଟୋଲେ କହିଛନ୍ତି, ମହାରାଷ୍ଟ୍ରରେ କଂଗ୍ରେସ ନେତୃତ୍ୱରେ ମହା ବିକାଶ ଅଗାଡିି ସରକାର ଗଠନ କରିବ। କଂଗ୍ରେସକୁ…

ମହାରାଷ୍ଟ୍ର-ଝାଡଖଣ୍ଡରେ କିଏ ମାରିବ ବାଜି, ଏକଜିଟ ପୋଲ୍‌ ପୂର୍ବରୁ ବଡ଼ ଓଲଟପାଲଟ!

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ଶେଷ ପର୍ଯ୍ୟାୟର ମତଦାନ ଜାରି ରହିଛି। ମହାରାଷ୍ଟ୍ରରେ ଯେତେବେଳେ ଲୋକମାନେ ଗୋଟିଏ ପର୍ଯ୍ୟାୟରେ ସମସ୍ତ ୨୮୮ଟି ଆସନରେ ନିଜର ମତଦାନ କରୁଛନ୍ତି, ଏହି ସମୟରେ ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହାଇଛି। ଏଠାରେ ପ୍ରଥମ ପର୍ଯ୍ୟାୟ…

ମହାରାଷ୍ଟ୍ର ନିର୍ବାଚନ: ମତଦାନ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଅଜିତ ପାଓ୍ବାର ଦେଲେ ବଡ଼ ବୟାନ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସେପଟେ, ଏନସିପି ମୁଖ୍ୟ ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ସିଏମ ଚେହେରାକୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେଉଁ ବିଧାୟକ ନିର୍ବାଚିତ ହେବେ ସେ ନିଷ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri