ଜାତୀୟ

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଅଖିଳେଶ ଯାଦବ ଏବଂ ମାୟାବତୀଙ୍କ ଭଳି ପ୍ରମୁଖ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ ପରିବାରର ଦୁଇ ପିଲା ସମେତ ଚାରି ଜଣ ପୋଡ଼ି ଯାଇଛନ୍ତି। ଆହତମାନେ ଏକ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଦୁଇଟି ଜୁଏଲର୍ସଙ୍କ ପାଖରେ ମୁଦି ପାଇଁ ଅର୍ଡର ଦିଆଯାଇଛି। ଏହି…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ କହିଛନ୍ତି ଯେ ଦଳ କେବେବି ଦେଶର ଏକତା, ପରିଚୟ କିମ୍ବା ସ୍ବାଭିମାନ ପାଇଁ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର ଖଣି ଭିତରକୁ ଖସି ପଡ଼ିବାରୁ ମା, ବାପା ଏବଂ ପୁଅ ତିନିଜଣଙ୍କ ମୃତ୍ୟୁ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ ଜାତୀୟ ସର୍ଭେରୁ ଜଣାପଡ଼ିଛି। ‘ଷ୍ଟୁଡେଣ୍ଟ୍‌ ୱେଲ୍‌ବିଙ୍ଗ୍‌ ପଲ୍ସ ରିପୋର୍ଟ ୨୦୨୬’ ଅନୁଯାୟୀ, ଅଷ୍ଟମ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ Gen Z ଏବଂ Gen Gଙ୍କ ସହ ଜଡିତ ହେବା,…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର ହୋମ୍‌ ଓ୍ବର୍କ କରି ନ ଥିବାରୁ ତାଙ୍କୁ ଗାଳି ଦେଉଛନ୍ତି ଏବଂ ଚାପୁଡ଼ା…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମର ଗୋଟିଏ ଦିନ ପୂର୍ବରୁ ଏକ ଉତ୍ତେଜନା ସୃଷ୍ଟି ହୋଇଥିଲା। COEP କଲେଜ…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ ସ୍ଥଗିତ କରିଛି – ଯେଉଁଥିରେ ଦକ୍ଷିଣ ମୁମ୍ବାଇର ବମ୍ବେ ପ୍ରେସିଡେନ୍ସି ରେଡିଓ କ୍ଲବ…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ ବୃଦ୍ଧି ଘଟିଛି। ସରକାର କହିଛନ୍ତି ଯେ ଘରୋଇ ଚାହିଦା ପୂରଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?