ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଖାସ୍ ବାର୍ତ୍ତା ପଠାଇଲେ ମୋଦି, ଏକ୍ସରେ ଲେଖିଲେ…
ନୂଆଦିଲ୍ଲୀ, ୬।୧୧: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ ମୋର ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା। ମୁଁ ଭାରତ-ଆମେରିକାର ବିସ୍ତୃତ ଗ୍ଲୋବାଲ ଏବଂ ଷ୍ଟ୍ରାଟେଜିକ…
ବଦଳିଗଲେଣି ରାହୁଲ ଗାନ୍ଧୀ: ଏବେ କରୁଛନ୍ତି ଏହି କାମ
ରାଏବରେଲି,୬।୧୧: ଉତ୍ତର ପ୍ରଦେଶର ରାଏବରେଲିରୁ ଲୋକ ସଭା ଏମ୍ପି ଭାବରେ ନିର୍ବାଚିତ ହେବା ପରେ ରାହୁଲ ଗାନ୍ଧୀ ବଦଳିଥିବା ଜଣାପଡିଛି। ଆମେଠି ଏମ୍ପି ଥିବାବେଳେ ରାହୁଲ ସାଧାରଣତଃ ପ୍ରଶାସନିକ ବୈଠକରୁ ଦୂରେଇ ରହିଥିଲେ, କିନ୍ତୁ ରାଏବରେଲି ଏମ୍ପି ହେବା ପରେ ସେ…
ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ
କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ…
ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ
ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର କରିଛି। ଅନୁଶାସନନହିନତା ଅଭିଯୋଗରେ ଭାଜପା ଏହି ସମସ୍ତ ନେତାଙ୍କୁ ଦଳରୁ ବାହାର କରିଦେଇଛି। ଏହି…
ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି
ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ ସଫଳ ହୋଇଥିବା ନେଇ ମଙ୍ଗଳବାର ଜବଲପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ(ଗ୍ରାମୀଣ) ସୋନାଲି ଦୁବେ ସୂଚନା…
ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…
ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ ଅନସାରୀ ଦାବି କରିଛନ୍ତି। ଏସପି ବିଧାୟକଙ୍କ ଏହି ବିବୃତ୍ତି ପରେ ୟୁପିରେ ଆଲୋଚନା ତୀବ୍ର…
ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ
ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ ସ୍ବାମୀ, କେନ୍ଦ୍ର ସରକାର, ସିବିଆଇ, ରାଜ୍ୟ ସରକାର, ରାଜ୍ୟ ପୋଲିସ ମୁଖ୍ୟ, ଲୋକାୟୁକ୍ତ ପୋଲିସ…
ୟୁପି ମଦ୍ରାସା ଆଇନ ବୈଧ
ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟ ପୂର୍ବ ରାୟରେ ଉକ୍ତ ଆଇନକୁ ଅସାମ୍ବିଧାନିକ ଦର୍ଶାଇଥିବାବେଳେ ସର୍ବୋଚ୍ଚ ଅଦାଲତ ତାହାକୁ ଖାରଜ…
ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ
ବାରାଣସୀ,୬।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି ଇଚ୍ଛା କେବେ ପୂରଣ ହେବ। ଏହି ଶବ୍ଦଗୁଡ଼ିକ ଥିଲା ଲୋକ ଗାୟିକା ଶାରଦା ସିହ୍ନାଙ୍କର…
ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍ ଟ୍ରେନ୍ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ
ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍ ଟ୍ରେନ୍ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ଭଗ୍ନାଂବଶେଷ ତଳେ ପୋତି ହୋଇଯାଇଛନ୍ତି। ଖବର ଅନୁଯାୟୀ, ଭାସାଦ ନଦୀ ନିକଟରେ…
ଓଡ଼ିଆଣୀ ବେଶରେ କମଲା, ପ୍ରଚାରବେଳେ ତଳେ ବସି ଖାଇଲେ ଟ୍ରମ୍ପ! ଦେଖନ୍ତୁ ଭାଇରାଲ ଫଟୋ
ନୂଆଦିଲ୍ଲୀ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତେବେ ରାଷ୍ଟ୍ରପତି କିଏ ହେବ ଏନେଇ ସାରା ବିଶ୍ୱର ନଜର ରହିଛି। ସେଠାରେ ଡୋନାଲ୍ଡ ଟ୍ରମ୍ପ ଓ କମଲା ହାରିସ୍ଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ତେବେ ଏହାରି ଭିତରେ…
ଝାଡଖଣ୍ଡରେ ଓଡ଼ିଶା ଫମୂର୍ଲା ପକାଇଲା ଭାଜପା, ଚମ୍ପାଇ-ମାରାଣ୍ଡି ଆଉଟ୍…
ରାଞ୍ଚି,୫।୧୧: ଝାଡଖଣ୍ଡରେ ଭୋଟ ତାରିଖ ପାଖେଇ ଆସୁଥିବାବେଳେ ଭାଜପା ଏହାର ରଣନୀତିରେ ଏକ ବଡ଼ ପରିବର୍ତ୍ତନ କରିଛି। ଚମ୍ପାଇ ସୋରେନଙ୍କ ପରେ ବର୍ତ୍ତମାନ ଅର୍ଜୁନ ମୁଣ୍ଡା ଏବଂ ବାବୁ ଲାଲ ମାରାଣ୍ଡି ମଧ୍ୟ ଭାଜପା ପୋଷ୍ଟରରୁ ଏକ ପ୍ରକାର ଅଦୃଶ୍ୟ ହୋଇ…
Archives


