ସନାତନ ଧର୍ମର ସୁରକ୍ଷା ପାଇଁ ପଓ୍ବନ କଲ୍ୟାଣ ଲଞ୍ଚ କଲେ ‘ନରସିଂହ ବାରାହି ବ୍ରିଗେଡ’
ଅମରାବତି,୩।୧୧: ଦକ୍ଷିଣର ଜଣାଶୁଣା ସୁପରଷ୍ଟାର ତଥା ଜନସେନା ପାର୍ଟି (ଜେଏସପି) ମୁଖ୍ୟ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ତାଙ୍କ ଦଳ ମଧ୍ୟରେ ନରସିଂହ ବାରାହି ବ୍ରିଗେଡ ଗଠନ ଘୋଷଣା କରିଛନ୍ତି। ଏହି ବ୍ରିଗେଡର ମୂଳ ଉଦ୍ଦେଶ୍ୟ ହେଉଛି ସନାତନ ଧର୍ମର ସୁରକ୍ଷା।…
ଯୁବତୀଙ୍କ ସହ ଅଶ୍ଳୀଳ ଭିଡିଓ କଂଗ୍ରେସ ନେତାଙ୍କ ପାଇଁ ପଡିଲା ଭାରି, ଅଜୟ ରାୟ ନେଲେ ବଡ଼ ଆକ୍ସନ
ଲକ୍ଷ୍ନୌ,୩।୧୧: ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ସହିତ ଅଶ୍ଳୀଳ ଭିଡିଓ ଭାଇରାଲ ହେବା ପରେ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଅଜୟ ରାୟ ଡକ୍ଟର ୟୁନୁସ ଚୌଧୁରୀଙ୍କୁ ଜିଲା ଅଧ୍ୟକ୍ଷ ପଦରୁ ହଟାଇ ଦେଇଛନ୍ତି। ଯଦିଓ ଯୁବତୀ ଜଣଙ୍କ ଏପର୍ଯ୍ୟନ୍ତ ପୋଲିସ-ପ୍ରଶାସନ ନିକଟରେ…
ପ୍ରଦୂଷଣଜନିତ ରୋଗରେ ଦିଲ୍ଲୀର ୬୯% ପରିବାର
ନୂଆଦିଲ୍ଲୀ, ୩।୧୧: ଦୀପାବଳି ଯୋଗୁ ଦିଲ୍ଲୀ-ଏନ୍ସିଆର୍ରେ ବାୟୁ ମାନ ହ୍ରାସ ପାଇଛି। ଫଳରେ ଲୋକଙ୍କ ଶ୍ୱାସକ୍ରିୟାଜନିତ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଡିଜିଟାଲ ପ୍ଲାଟ୍ଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ, ଦିଲ୍ଲୀ-ଏନ୍ସିଆର୍ ଅଞ୍ଚଳରେ ରହୁଥିବା ୬୯% ପରିବାରର ଜଣେ କିମ୍ବା…
ଲରେନ୍ସଙ୍କ ଭାଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ
ମୁମ୍ବାଇ, ୩।୧୧: ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ୍ ଶନିବାର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନ୍ମୋଲ ବିଷ୍ଣୋଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ କରି ଆଣିବା ପ୍ରକ୍ରିୟା ଆରମ୍ଭ କରିଛି। ଅଭିନେତା ସଲମାନ ଖାନ୍ଙ୍କ ଘର ବାହାରେ ଗୁଳିଚାଳନା ମାମଲାରେ ମୁମ୍ବାଇ ପୋଲିସର ଓ୍ବାଣ୍ଟେଡ ତାଲିକାରେ ଅନ୍ମୋଲ…
୧୯ ଭାରତୀୟ କମ୍ପାନୀ ଉପରେ ଆମେରିକାର କଟକଣା
ନୂଆଦିଲ୍ଲୀ,୩ା୧୧: ୟୁକ୍ରେନ୍ ବିରୋଧରେ ରୁଷିଆ ଚଳାଇଥିବା ଯୁଦ୍ଧରେ ଆଧୁନିକ ପ୍ରଯୁକ୍ତି ଓ ଉପକରଣ ସହାୟତା ଯୋଗାଉଥିବା ୧୯ ଭାରତୀୟ କମ୍ପାନୀ ସମେତ ବିଶ୍ୱର ପ୍ରାୟ ୪୦୦ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆମେରିକା କଟକଣା ଲଗାଇଛି। ପ୍ରମୁଖ ସାମରିକ ପ୍ରଯୁକ୍ତି ସଂସ୍ଥାଗୁଡ଼ିକରୁ…
କଂଗ୍ରେସର ଖଟାଖଟ ଶାସ୍ତ୍ର ପାଇଁ ଖରାପ ହୋଇଛି ଏସବୁ ରାଜ୍ୟର ପରିସ୍ଥିତି, କାହିଁକି ଏମିତି କହିଲେ ଭାଜପା ନେତା
ନୂଆଦିଲ୍ଲୀ,୨।୧୧: ଭାଜପା ନେତା ଗୌରବ ବଲ୍ଲଭ ବିଭିନ୍ନ ରାଜ୍ୟର କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କଂଗ୍ରେସରେ ଖଟାଖଟ ଶାସ୍ତ୍ର ଚାଲିଛି। କଂଗ୍ରେସରେ ପ୍ରଚଳିତ ଖଟାଖଟ ଶାସ୍ତ୍ର ଆଜି ଏହି ପରିସ୍ଥିତି ସୃଷ୍ଟି କରିଛି ଯେ ହିମାଚଳ ସରକାରଙ୍କ କର୍ମଚାରୀଙ୍କୁ…
ସବ ଇନ୍ସପେକ୍ଟରଙ୍କୁ ଗୁଳି କଲେ କନଷ୍ଟେବଳ
ଇମ୍ଫାଲ,୨।୧୧: ମଣିପୁର ଜିରିବମ ଜିଲାର ଜଣେ ପୋଲିସ କନଷ୍ଟେବଳ ଶନିବାର ତାଙ୍କ ବରିଷ୍ଠ ସହକର୍ମୀ, ସବ-ଇନ୍ସପେକ୍ଟର ର଼୍ୟାଙ୍କର ପୋଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିଥିଲେ। ତେବେ ସେ ଅନ୍ୟର କଥା ଶୁଣି ଏଭଳି କରିଥିବା କୁହାଯାଉଛି। କଳହର କାରଣ କ’ଣ…
ମୋ ନାଁ ଦାଉଦ ସହ ଯୋଡିବ ତ…, କାହାକୁ ଏମିତି ଚେତାବନୀ ଦେଲେ ନଓ୍ବାବ ମଲିକ
ମୁମ୍ବାଇ,୨।୧୧: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ଅଜିତ ପାୱାର ଦଳର ନେତା ନଓ୍ବାବ ମଲିକ ତାଙ୍କ ନାମ ଅଣ୍ଡରୱାଲର୍ଡ ଡନ ଦାଉଡ ଇବ୍ରାହିମଙ୍କ ସହ ଯୋଡଶ ଯାଇଥିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ…
ଭାଜପା ନେତାଙ୍କୁ ଧମକ ଦେଲେ ନୀତୀଶ! ବିହାରରେ ଚାଲିବ ନାହିଁ ହିନ୍ଦୁ-ମୁସଲମାନ ଡ୍ରାମା
ପାଟନା,୨।୧୧: ବିହାର ଏନଡିଏରେ ଅନ୍ତର୍ଭୁକ୍ତ ପାଞ୍ଚଟି ଦଳର ମୁଖ୍ୟ, ସଂସଦର ଉଭୟ ଗୃହର ସଦସ୍ୟ, ବିଧାନସଭା ଓ ବିଧାନ ପରିଷଦର ସଦସ୍ୟଙ୍କ ବ୍ୟତିତ ଦଳର ଅଧିକାରୀ ତଥା ଜିଲା ମୁଖ୍ୟଙ୍କୁ ମଧ୍ୟ ଏହି ବୈଠକକୁ ନିମନ୍ତ୍ରଣ କରାଯାଇଥିଲା। ସଭା ସ୍ଥଳ ଥିଲା…
ପିନାରାଇ ବିଜୟନ ସବୁଠାରୁ ବଡ ଡନ୍, କାହିଁକି ଏତେବଡ଼ ଅଭିଯୋଗ ଆଣିଲେ ଶୋଭା ସୁରେନ୍ଦ୍ରନ
ଥିରୁଭାନନ୍ତପୁରମ,୨।୧୧: ଶନିବାର କେରଳର ଭାଜପା ନେତା ଶୋଭା ସୁରେନ୍ଦ୍ରନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ରାଜ୍ୟର ସବୁଠାରୁ ବଡ ଡନ୍ ବୋଲି ବର୍ଣ୍ଣନା କରିଛନ୍ତି। ଶୋଭା ସୁରେନ୍ଦ୍ରନ କହିଛନ୍ତି, ମୁଖ୍ୟମନ୍ତ୍ରୀ ବିଜୟନ ସ୍ପଷ୍ଟ ଭାବରେ କହିଛନ୍ତି ଯେ ସେ କେରଳରେ ମୋର ଉପସ୍ଥିତି…
ନୂଆ ସ୍ଲୋଗାନ ସହ ଭାଜପା-ସମାଜବାଦୀ ପାର୍ଟିକୁ ଜବାବ ଦେଲେ ମାୟାବତୀ
ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶରେ ଭାଜପାର ‘ବଟେଙ୍ଗେ ତୋ କଟେଙ୍ଗେ’ ଏବଂ ସମାଜବାଦୀ ପାର୍ଟି ‘ଜୁଡେଙ୍ଗେ ତୋ ଜିତେଙ୍ଗେ’ ସ୍ଲୋଗାନ ଦେବାକୁ ନେଇ ବିଏସ୍ପି ମୁଖ୍ୟ ମାୟାବତୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏଭଳି ସ୍ଲୋଗାନ ଦେଇ ଜନସାଧାରଣଙ୍କୁ ବିଭ୍ରାନ୍ତ କରାଯାଉଛି। ଏଭଳି ପରିସ୍ଥିତିରେ ଭୋଟରଙ୍କୁ…
ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ
ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ, ଓ୍ବାର୍କ କଲଚର ଏବଂ କ୍ୟାରିୟର ଗ୍ରୋଥ ସୁଯୋଗ ପାଇଁ ମଧ୍ୟ ଜଣାଶୁଣା । ଯଦି…
Archives


