ଜାତୀୟ

ଜମ୍ମୁ-କଶ୍ମୀରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ପାକିସ୍ତାନୀ

ନୂଆଦିଲ୍ଲୀ, ୧୪ା୧: ଜମ୍ମୁ-କଶ୍ମୀରରେ ସୁରକ୍ଷାବଳ ସହ ଗୁଳି ବିନିମୟରେ ଗତବର୍ଷ ମୃତ୍ୟୁବରଣ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ହେଉଛନ୍ତି ପାକିସ୍ତାନୀ। ଭାରତର ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୋମବାର ଏହି ସୂଚନା ଦେଇଛନ୍ତି। ସେନା ଦିବସର ଠିକ୍‌ ପୂର୍ବରୁ ଜେନେରାଲ ଦ୍ୱିବେଦୀ…

ଜେଡ୍‌ ମୋଡ଼ ଟନେଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର, ୧୪ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ-କଶ୍ମୀରର ସୋନମର୍ଗସ୍ଥିତ ଜେଡ୍‌ ମୋଡ଼ ଟନେଲ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜମ୍ମୁ-କଶ୍ମୀର ସମେତ ପୂରା ଭାରତ ପାଇଁ ଏହି ଟନେଲକୁ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଟନେଲର ଉଦ୍‌ଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ…

ୟୁକ୍ରେନ୍‌ ଯୁଦ୍ଧରେ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪।୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାରେ ନିୟୋଜିତ ହୋଇ ଯୁଦ୍ଧ କରୁଥିବା କେତେଜଣ ଭାରତୀୟ ଯୁବକ ଇତିମଧ୍ୟରେ ପ୍ରାଣ ହରାଇଲେଣି। ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ସମ୍ପର୍କୀୟମାନଙ୍କ ଆକୁଳ ନିବେଦନ ସତ୍ତ୍ୱେ ବିଶେଷ…

ମହାକୁମ୍ଭ: ପ୍ରଥମ ଦିନରେ ବୁଡ଼ ପକାଇଲେ ୧.୬୫ କୋଟି

ମହାକୁମ୍ଭ ନଗର,୧୩।୧: ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି।…

ଆଉ କେବେ ବି ଭାରତ ଆସିପାରିବେନି ଟ୍ରମ୍ପ! ଲାଗିବ କଡ଼ା କଟକଣା?

ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଜାନୁଆରୀ ୧୦ ୨୦୨୫ରେ ଜଣେ ସାଂଘାତିକ ଅପରାଧୀ ଭାବରେ ଦୋଷୀ ସାବ୍ୟସ୍ତ କରାଯାଇଛି। ମେ ମାସରେ, ତାଙ୍କ ବିରୋଧରେ ବ୍ୟବସାୟିକ ରେକର୍ଡ ସହିତ ଜାଲିଆତି କରି ହେରଫେର କରିବାର ୩୪ଟି ଅଭିଯୋଗ ଆସିଥିଲା। ଏହି…

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।…

କ’ଣ ବିନା ପୋଷାକରେ ଶିବଙ୍କୁ ପୂଜା କରନ୍ତି? ନିଜ ପିଣ୍ଡଦାନ ନିଜେ କରନ୍ତି, ଜାଣନ୍ତୁ ମହିଳା ନାଗାସାଧୁଙ୍କୁ ଭୟଙ୍କର ଜୀବନ ବିଷୟରେ…

ଉତ୍ତର ପ୍ରଦେଶର ପ୍ରୟାଗରାଜର ସଙ୍ଗମ ନଗରୀରେ ମହାକୁମ୍ଭ ଜାନୁଆରୀ ୧୩ରୁ ଆରମ୍ଭ ହୋଇଛି। ଆଜିଠାରୁୁ ଆରମ୍ଭ ହୋଇ ଫେବୃଆରୀ ୨୬ ପର୍ଯ୍ୟନ୍ତ ଏହି କୁମ୍ଭମେଳା ଚାଲିବ। ଦେଢ଼ ମାସ ଧରି ଚାଲିବାକୁ ଥିବା ମହାକୁମ୍ଭରେ, ଗଙ୍ଗା-ଯମୁନା ଏବଂ ସରସ୍ବତୀଙ୍କ ତ୍ରିବେଣୀ ସଙ୍ଗମରେ…

ଧାର୍ମିକ ସହରରେ ବିକ୍ରି ହୋଇପାରିବନି ମଦ! ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

ଭୋପାଳ,୧୩।୧: ମଧ୍ୟପ୍ରଦେଶରେ ମଦ ବନ୍ଦ ପ୍ରସଙ୍ଗ ବାରମ୍ବାର ଉଠୁଛି, ରାଜ୍ୟରେ ଅନେକ ଥର ମଦ ବନ୍ଦ ପାଇଁ ଦାବି ହୋଇଆସୁଛି। ଏହି ସମୟରେ, ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ମଧ୍ୟପ୍ରଦେଶର ଧାର୍ମିକ ସହରଗୁଡ଼ିକରେ…

ସାବଧାନ: ଗ୍ରାହକ ଭାବେ ଆସି କ୍ୟୁଆର୍‌ କୋଡ୍‌ ବଦଳାଇ ଦେଉଛନ୍ତି ସାଇବର ଅପରାଧୀ

ଭୋପାଳ,୧୩।୧: ସାଇବର ଅପରାଧୀମାନେ ଏବେ ଦୋକାନର କ୍ୟୁଆର୍‌ କୋଡ୍‌ ବଦଳାଇ ଠକିବାର ନୂଆ କୌଶଳ ଆପଣାଇଛନ୍ତି। ମଧ୍ୟପ୍ରଦେଶର ଖଜୁରାହୋରେ ବହୁ ବ୍ୟବସାୟ ପ୍ରତିଷ୍ଠାନର କ୍ୟୁଆର୍‌ କୋଡ୍‌ ରାତାରାତି ବଦଳିଯାଉଥିବା ନେଇ ସେମାନେ ବିସ୍ମିତ ହୋଇଛନ୍ତି। ଠକମାନେ ଗ୍ରାହକ ଭାବରେ ଆସି ଦୋକାନର…

ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ: ୬ ଘଣ୍ଟାରେ ୧୫ ଲକ୍ଷ ସଂଗ୍ରହ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି। ସେ କ୍ରାଉଡ୍‌ ଫଣ୍ଡିଂ ଜରିଆରେ ନିର୍ବାଚନ ଖର୍ଚ୍ଚ ବାବଦରେ ୪୦ ଲକ୍ଷ ଟଙ୍କା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ୬ ଘଣ୍ଟାରେ…

ଖଟ୍ଟରଙ୍କ ବିବାଦୀୟ ବୟାନକୁ ନେଇ ରାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଏକ ବିବାଦୀୟ ବୟାନ ଦେଇ କହିଛନ୍ତି ଯେ ଜବାହରଲାଲ ନେହେରୁ ‘ଆକ୍ସିଡେଣ୍ଟାଲି’ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ। ରୋହତକର ଏକ କାର୍ଯ୍ୟକ୍ରମରେ ଖଟ୍ଟର ଏହି ମନ୍ତବ୍ୟ ଦେଇଥିଲେ ଯେଉଁଠାରେ ସେ ଏହା ମଧ୍ୟ…

‘ଅମିତ ଶାହାଙ୍କୁ ତୁରନ୍ତ ଗିରଫ କରାଯାଉ’, ବଡ଼ ଅଭିଯୋଗ ଆଣିଲେ…

ନୂଆଦିଲ୍ଲୀ,୧୩।୧: ଭାରତୀୟ ଜନତା ପାର୍ଟି ନେତ୍ରୀ ସ୍ମୃତି ଇରାନୀ ରବିବାର ଏକ ଖବରଦାତା ସମ୍ମିଳନୀ କରି ଆମ ଆଦମୀ ପାର୍ଟି (ଏଏପି) ଉପରେ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ମିଥ୍ୟା ଦସ୍ତାବିଜ ପ୍ରସ୍ତୁତ କରିବାର ଅଭିଯୋଗ ଆଣିଛନ୍ତି। ଆମ ଆଦମୀ ପାର୍ଟିର ମୁଖପାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri