ଜାତୀୟ

ରାଜଧାନୀ ଆକାଶ ହେଲା ଧୂଆଁମୟ

ନୂଆଦିଲ୍ଲୀ,୧ା୧୧: ଦୀପାବଳି ସରିବା ପରେ ରାଜଧାନୀ ଦିଲ୍ଲୀ ଆକାଶ ଏବେ ଧୂଆଁମୟ ହୋଇଯାଇଛି। ଏନ୍‌ସିଆରରେ ଥଣ୍ଡା ବର୍ତ୍ତମାନ ସୁଦ୍ଧା ପଡ଼ିନାହିଁ। ଲୋକମାନେ ଏପର୍ଯ୍ୟନ୍ତ ଏସି ଏବଂ ଫ୍ୟାନ୍‌ ଚଳାଇ ଶୋଉଛନ୍ତି। ତଥାପି ପାଣିପାଗ ଏହାର ଗତିପଥ ବଦଳାଇ ଦେଇଛି। କଶ୍ମୀରର ଅନେକ…

ରଙ୍ଗ ବେରଙ୍ଗ ଆଲୋକରେ ଝଲସିଲା ରାମ ମନ୍ଦିର

ଅଯୋଧ୍ୟା,୩୧।୧୦: ଆଲୋକର ପର୍ବ ଦୀପାବଳି ସମଗ୍ର ଦେଶରେ ଖୁବ ଆଡମ୍ବର ସହ ପାଳନ କରାଯାଉଛି। ଏହି ଦିନ ମନ୍ଦ ଉପରେ ଭଲର ବିଜୟ, ଅନ୍ଧକାର ଉପରେ ଆଲୋକ ଏବଂ ନିରାଶା ଉପରେ ସୁଖର ପ୍ରତୀକ ଅଟେ। ନିର୍ବାସନ ପରେ ଭଗବାନ ରାମଙ୍କ…

ଭାଜପା ସରକାର ପାଇଁ ଜମ୍ମୁ-କଶ୍ମୀର ଏକ ପ୍ରୟୋଗଶାଳା: ମେହବୁବା ମୁଫତି

ଶ୍ରୀନଗର,୩୧।୧୦: ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରି ଫାଉଣ୍ଡେସନ ଦିବସ ପାଳନ ଅବସରରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦେଇଥିବା ବିବୃତ୍ତିରେ ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ଅଧ୍ୟକ୍ଷ ମେହବୁବା ମୁଫତି ଗୁରୁବାର ଦୃଢ ପ୍ରତିକ୍ରିୟା ଦେଇଛନ୍ତି। ପିଡିପି ମୁଖ୍ୟ…

ଧୁମଧାମରେ ପାଳନ ହେଲା ଦୀପାବଳି, ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଲା ଦେଶ

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ଗୁରୁବାର ସାରା ବିଶ୍ୱରେ ପାଳନ କରାଯାଇଛି। ଏହି ସମୟରେ ଲୋକମାନେ ନିଜ ଘର, ଦୋକାନ ଏବଂ ପ୍ରତିଷ୍ଠାନଗୁଡ଼ିକୁ ରଙ୍ଗୀନ ଆଲୋକରେ ସଜାଇ ଥିଲେ । ସା ପାଖେଇ ଆସୁଥିବାରୁ ପ୍ରତ୍ୟେକ ସହର, ଘର…

ମୋଦିଙ୍କ ବୟାନକୁ ନେଇ ଖାର୍ଗେ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୩୧।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓ୍ବାନ ନେଶନ ଓ୍ବାନ ଇଲେକ୍ସନର ଶୀଘ୍ର କାର୍ଯ୍ୟକାରିତା ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ନେଇ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି। ଖାର୍ଗେ ଏହାକୁ ଅସମ୍ଭବ ବୋଲି କହିଛନ୍ତି। ଗୁରୁବାର ଗୁଜୁରାଟରେ…

ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ

ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି ହାତୀକୁ ନୂଆ ଜୀବନ ଦେଇଛନ୍ତି। ତିନି ଆଫ୍ରିକୀୟ ବଣୁଆ ହାତୀକୁ ଗୁଜୁରାଟର ଜାମନଗରରେ ଅବସ୍ଥିତ…

ଦୀପାବଳିରେ ବଡ଼ ଅଘଟଣ, ଜଳିଗଲା ୬୬ ଦୋକାନ

ବୋକାରୋ,୩୧।୧୦: ଆଲୋକର ପର୍ବ ଦୀପାବଳି ଅବସରରେ ଝାଡ଼ଖଣ୍ଡରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି। ବୋକାରୋର ମାରଗା ପୋଲ ନିକଟରେ ବାଣ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ପ୍ରାୟ ୬୬ଟି…

କଳ୍ପନା ସୋରେନଙ୍କୁ ଦେଖି ମୋ ସ୍ତ୍ରୀ କହୁଛନ୍ତି…, କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟି,୩୧।୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ଯୋର ସୋରରେ ପ୍ରଚାର ଚାଲିଛି। ଏହି ସମୟରେ ଝାଡ଼ଖଣ୍ଡର ଦାୟିତ୍ୱରେ ଥିବା ଭାଜପା ନେତା ତଥା ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରାଞ୍ଚିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ…

ନିଆରା ଢଙ୍ଗରେ ଦୀପାବଳି ପାଳିଲେ ମୋଦି, ଦେଖନ୍ତୁ ଭିଡିଓ

କଚ୍ଛ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଚଳିତ ବର୍ଷ ସୀମାରେ ନିୟୋଜିତ ସେନାଙ୍କ ସହିତ ଦୀପାବଳି ପାଳନ କରିବାର ପରମ୍ପରା ଜାରି ରଖିଛନ୍ତି। ସେ ଗୁରୁବାର ଗୁଜୁରାଟର କୁଚ୍ଛରେ ସାର୍‌ କ୍ରିକ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ), ଭାରତୀୟ ସେନା,…

ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ସହ ୟୁସିସିକୁ ନେଇ ମୋଦି ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ମୋଦି ଏବେ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଗୁରୁବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୯ତମ ଜନ୍ମ ବାର୍ଷିକୀରେ ଗୁଜୁରାଟର ଷ୍ଟାଚ୍ୟୁ ଅଫ ୟୁନିଟିରେ ସେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଜାତୀୟ ଏକତା ଦିବସ ପାଳନ ପାଇଁ…

ସର୍ଭେ ରିପୋର୍ଟ ଦେଖି ଭାଜପାର ଉଡିବ ନିଦ! ଚମକି ଉଠିବେ ଶିନ୍ଦେ

ମୁମ୍ବାଇ,୩୧।୧୦: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ମତଦାନ ହେବାକୁ ଯାଉଛି ଏବଂ ଏହାର ଫଳାଫଳ ୨୩ ନଭେମ୍ବରରେ ଘୋଷଣା କରାଯିବ । ଏହି ସମୟରେ ମହାରାଷ୍ଟ୍ରରେ ନିର୍ବାଚନ କାର୍ଯ୍ୟକୁ ନେଇ ସବୁ ରାଜନୈତିକ ଦଳ ମଧ୍ୟରେ ଚଞ୍ଚଳତା ପ୍ରକାଶ ପାଇଛି। ଏହି ସମୟରେ…

ଦୀପାବଳିରେ କଂଗ୍ରେସକୁ ଲାଗିଲା ବଡ ଝଟ୍‌କା

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଦୀପାବଳିରେ କଂଗ୍ରେସକୁ ଏକ ବଡ ଝଟକା ଲାଗିଛି। କଂଗ୍ରେସ ନେତା ରବି ରାଜ ଦଳରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେଇଛନ୍ତି। ରବି ରାଜ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ ଭାଜପାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri