ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ
ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ…
ହେଡଫୋନ ଲଗେଇ ଟ୍ରାକ୍ରେ ବସିଥିଲେ ଛାତ୍ର, ମାଡିଗଲା ଟ୍ରେନ୍
ଭୋପାଳ,୩୧।୧୦: ପୁଣି ମୋବାଇଲ ସାଜିଲା କାଳ। ଚାଲିଗଲା ଛାତ୍ରଙ୍କ ଜୀବନ । ହେଡଫୋନ ଦେଇ ଯୁବକଜଣକ ରେଲୱେ ଟ୍ରାକ୍ରେ ମୋବାଇଲ ଦେଖୁଥିବା ବେଳେ ମାଡିଗଲା ଟ୍ରେନ । ଏପରି ଏକ ଛାତିଥରା ଘଟଣା ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଘଟିଛି। ମୃତକ ୨୦…
ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ, କାନାଡା ମନ୍ତ୍ରୀଙ୍କ ଅଭିଯୋଗ
ଓଟ୍ଟାଓ୍ବା,୩୦ା୧୦: କାନାଡାରେ ଶିଖ୍ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା…
ଆମେ ଯାହା କହିଲୁ କରି ଦେଖାଇଲୁ: ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୩୦।୧୦: ଦୀପାବଳିକୁ ନେଇ ଉତ୍ସବମୁଖର ପୁରପଲ୍ଲୀ। ବିଶେଷକରି ଅଯୋଧ୍ୟାରେ ଆଲୋକର ଏହି ପର୍ବ ପାଳନକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ସମସ୍ତ ନେତା ପହଞ୍ଚୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ଅଯୋଧ୍ୟା ଲାଗି ଦୀପାବଳି ଅଦ୍ଭୁତ,…
ଶତ୍ରୁ ସହ ଲଢ଼ି ଶହୀଦ ହୋଇଗଲା ‘ଫାଣ୍ଟମ୍’; ଜାଣନ୍ତୁ ଭାରତୀୟ ସେନାରେ କିଭଳି ହୋଇଥାଏ କୁକୁରଙ୍କ ଭର୍ତ୍ତି, ଟ୍ରେନିଂରେ କ’ଣ ଶିଖାଯାଏ?
ଶ୍ରୀନଗର,୩୦।୧୦: ଜମ୍ମୁ କଶ୍ମୀରର ଅଖନୁରରେ ଭାରତୀୟ ସେନା ପକ୍ଷରୁ ସୋମବାର ଏବଂ ମଙ୍ଗଳବାର ଏନ୍କାଉଣ୍ଟର ଅପରେଶନ କରାଯାଇଥିଲା। ସୁରକ୍ଷାକର୍ମୀମାନେ ୩ ଆତଙ୍କବାଦୀଙ୍କୁ ନିହତ କରିଥିଲେ। ଏହି ଏନକାଉଣ୍ଟରରେ ଭାରତୀୟ ସେନାର K9 ଫାଣ୍ଟମ କୁକୁର ମଧ୍ୟ ଶହୀଦ ହୋଇଛି। ଯେତେବେଳେ ଯବାନମାନେ…
ପଛକୁ ଫେରିଲେ ଉଭୟ ଦେଶର ସେନା: ଗୁରୁବାର ପରସ୍ପର ମିଠା ଖାଇ ବଢ଼ାଇବେ ବନ୍ଧୁତା
ନୂଆଦିଲ୍ଲୀ,୩୦।୧୦: ପୂର୍ବ ନିର୍ଦ୍ଧାରିତ ସମୟସୀମା ଅନୁଯାୟୀ ଭାରତ ଓ ଚାଇନାର ସେନା ଲଦାଖର ଦେପସାଙ୍ଗ ଏବଂ ଡେମଚୋକ ସୀମା(ଲାଇନ ଅଫ କଣ୍ଟ୍ରୋଲ)ରେ ପଛକୁ ଫେରିବା କାର୍ଯ୍ୟ ଶେଷ କରିଛନ୍ତି। ଖୁବଶୀଘ୍ର ଦୁଇ ଦେଶର ସେନା ଏହି ଅଞ୍ଚଳରେ ପାଟ୍ରୋଲିଂ କରିବାକୁ ଥିବା…
ମହାରାଷ୍ଟ୍ର ନିର୍ବାଚନରେ ଭାଜପା ଖେଳିଲା ବଡ଼ ଗେମ୍, ସହଯୋଗୀ ଦଳକୁ ବଡ଼ ଝଟ୍କା!
ମୁମ୍ବାଇ,୩୦।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଗୋଟିଏ ପରେ ଗୋଟିଏ ରୋଚକ ମୋଡ ନେବାରେ ଲାଗିଛି । ପୂର୍ବେ ରାଜ୍ୟର ଚାରୋଟି ଦଳ ଥିଲା, କିନ୍ତୁ ଏଥର ଦୁଇଟି ଦଳ ଭାଗ ହେବା ପରେ ୬ ପାର୍ଟି ନିର୍ବାଚନ ଲଢୁଛନ୍ତି । ଏହି…
ଏଣିକି ଡିଜିଟାଲ ଜନଗଣନା! ମୋବାଇଲରେ ଏପରି ଦେବେ ତଥ୍ୟ
ନୂଆଦିଲ୍ଲୀ,୩୦।୧୦: ଭାରତ ସରକାର ୨୦୨୫ରେ ଡିଜିଟାଲ ଜନଗଣନା କରିବାକୁ ଯାଉଛନ୍ତି। ଏହି ଜନଗଣନା ୨୦୧୧ରେ ହୋଇଥିବା ଜନଗଣନାଠାରୁ ଭିନ୍ନ ହେବ। କହିରଖୁଛୁ କି, ୨୦୧୧ରେ ହୋଇଥିବା ଜନଗଣନାରେ, ଜନଗଣନା ଅଧିକାରୀମାନେ ଲୋକଙ୍କ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ବିଷୟରେ ତଥ୍ୟ…
ମୋମୋ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ
ହାଇଦ୍ରାବାଦ,୩୦।୧୦: ମୋମୋ ନେଲା ଜୀବନ। ହାଇଦ୍ରାବାଦର ବନଜାରା ପାହାଡ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନୀଙ୍କ ଦ୍ୱାରା ବିକ୍ରି ହୋଇଥିବା ମୋମୋ ଖାଇବା ପରେ ଜଣେ ୩୩ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଅନ୍ୟ ୨୦ ଜଣ…
ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍
ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ ୫ ବର୍ଷର ବାରମ୍ବାର ଜମା ଅଧିକ ଆକର୍ଷଣୀୟ ହୋଇଛି। ସରକାର ଏହାର ସୁଧ ହାରକୁ…
କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?
ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ । କହିରଖୁଛୁ, ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ ଜନଗଣନା ଆରମ୍ଭ ହେବାର ଅଛି ଓ…
୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ
ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ ଖାନଙ୍କୁ ଧମକ ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମେସେଜ ପଠାଇଥିବା ବ୍ୟକ୍ତି ୨…
Archives


