ଜାତୀୟ

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ ଘେରିଛି ଭାଜପା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଂଗ୍ରେସର ଏହି ନିଷ୍ପତ୍ତିକୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ କରିଥାନ୍ତି। ଏହି କ୍ରମରେ କର୍ଣ୍ଣାଟକ ରାଜ୍ୟରେ ମଧ୍ୟ ନିକଟରେ ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସଂଶୋଧନ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା ନିଷ୍ପତ୍ତି ଉପରେ ଝାଡ଼ଖଣ୍ଡ ହାଇକୋର୍ଟ ରୋକ ଲଗାଇଛନ୍ତି । ରଦ୍ଦ ନିଷ୍ପତ୍ତି ବିରୋଧରେ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର ସଭାଗୃହରେ ପହଞ୍ଚିଥିଲେ। ତାଙ୍କୁ ଦେଖି ସେଠାରେ ଉପସ୍ଥିତ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ ଗୁରୁବାର ସକାଳେ ଏକ ଆଦେଶ ଜାରି କରି ଜଣାଇଛି ଯେ, ୨୦ ଅଗଷ୍ଟ…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ। ଉଲ୍ଲେଖନୀୟ ଯେ ୧୯୮୪ ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ଗତ ୪ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି । ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି ।…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ ଦେଇଛି । ଏହା ଅନୁସାରେ ସରକାରଙ୍କ ଯୋଜନା ଓ ଉପଲବ୍ଧି ଉପରେ ଭିଡିଓ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ କରିଥିଲେ। ଯଦିଓ ଏହି ଦମ୍ପତି ନଅ ବର୍ଷ ପୂର୍ବେ ୟୁକେରେ ଆଇନଗତ ଭାବରେ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ପ୍ରତି ମାସରେ ୨ ହଜାର ଟଙ୍କା ପକେଟ ମନି ଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?