ଜାତୀୟ

ଜନଗଣନା ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ହେଉ: କଂଗ୍ରେସ

ନୂଆଦିଲ୍ଲୀ,୨୯ା୧୦: ଆସନ୍ତାବର୍ଷ ହେବାକୁ ଥିବା ଜନଗଣନା ସହ ଜାତି ଗଣନା ହେବ କି ନାହିଁ, ତାହା ଉପରେ ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ଡକାଯାଉ ବୋଲି କଂଗ୍ରେସ ଦାବି କରିଛି। ଲୋକ ସଭାରେ ପ୍ରତ୍ୟେକ ରାଜ୍ୟର ସାମର୍ଥ୍ୟ ନିର୍ଦ୍ଧାରଣ ପାଇଁ ଜନଗଣନା…

ତୃଣମୂଳରୁ ଦୁର୍ନୀତି ରୋକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ଲୋକସେବା ଭବନ କନ୍‌ଭେନସନ ହଲ୍‌ଠାରେ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ୨୦୨୪ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ନୀତିକୁ ଦୃଢ ଭାବେ ବିରୋଧ କରିବା ପାଇଁ ସମସ୍ତଙ୍କୁ ଶପଥ…

୨୦୨୫ରେ ଜନଗଣନା

ନୂଆଦିଲ୍ଲୀ,୨୯ା୧୦: ବହୁ ବିଳମ୍ବିତ ଦଶବର୍ଷିଆ ଜନଗଣନା ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ୨୦୨୫ ପ୍ରଥମ ଭାଗରୁ ଆରମ୍ଭ ହୋଇପାରେ। ୨୦୨୬ରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ତଥ୍ୟ ଘୋଷଣା କରାଯିବ। ସେହି ଅନୁଯାୟୀ ଭବିଷ୍ୟତର ଜନଗଣନା ୧୦…

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିଥିଲା। ଦିଲ୍ଲୀ ସରକାରଙ୍କ ବିନା…

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ ତଦନ୍ତ କରିବା ପରେ ଏକ ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ୮ କୋଟି ଟଙ୍କା…

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। କେବଳ ଏତିକି ନୁହେଁ, ନାମ ପ୍ରତ୍ୟାହାର କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ…

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି ଭାଜପା କ୍ଷମତାରେ ରହିବାକୁ ଚାହୁଁଛି। ସେ କହିଛନ୍ତି ଯେ ଦଳ ଭଙ୍ଗା ଗଢା ରାଜନୀତି…

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ ପାଇଁ ଟାଟା ବିମାନ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ସ୍ପେନର ଫୁଟବଲ…

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି ହୋଇଛି। ପଥରଗାମାର ଗ୍ରାମବାସୀ ବିଶ୍ୱାସ କରନ୍ତି ଯେ ନିର୍ବାଚନ ସମୟରେ ଦଳଗୁଡିକ ଆକର୍ଷଣୀୟ ଯୋଜନାଗୁଡିକର…

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର ହୋଇଥିବା ବେଳେ ଦୁଇଜଣଙ୍କ ମଧ୍ୟରେ କୌଣସି ପ୍ରକାର ମାମଲା ସମ୍ପର୍କରେ…

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର ହୋଇଥାଏ। ଚାରି ମାସ ପୂର୍ବରୁ ଟିକେଟ ୱିଣ୍ଡୋ ଖୋଲିବା ମାତ୍ରେ ଟ୍ରେନ ସିଟ କିଛି…

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri