ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ
ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା…
ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…
ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ଲୋକଙ୍କୁ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ ଥିବା…
୪ ମାସ ତଳେ ମାରି ପୋତି ଦେଇଥିଲେ ଜିମ୍ ଟ୍ରେନର
ନୂଆଦଲ୍ଲୀ,୨୮।୧୦: ଉତ୍ତରପ୍ରଦେଶର କାନପୁର ଜିଲାପାଳଙ୍କ ବଙ୍ଗଳା ନିକଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମହିଳା ଜଣକ ୪ ମାସ ହେଲା ନିଖୋଜ ଥିଲେ। ତାଙ୍କୁ ହତ୍ୟା କରିବା ପରେ ସେଠାରେ ପୋତିଦିଆଯାଇଥିଲା। ଗ୍ରୀନ୍ପାର୍କ ଅଞ୍ଚଳର ଜିମ୍ ଟ୍ରେନର ବିମଳ ସୋନି ମହିଳାଙ୍କୁ…
ଇନ୍ଦୋର-ରତଲାମ ଟ୍ରେନ୍ରେ ଲାଗିଲା ନିଆଁ
ଇନ୍ଦୋର,୨୭ା୧୦: ମଧ୍ୟପ୍ରଦେଶର ରତଲାମ ଜିଲାରେ ରବିବାର ସନ୍ଧ୍ୟାରେ ଏକ ଡିଜେଲ ଇଲେକ୍ଟ୍ରିକାଲ୍ ମଲ୍ଟିପ୍ଲ ୟୁନିଟ୍ (ଡେମୁ) ଟ୍ରେନ୍ର ଇଞ୍ଜିନ୍ରେ ନିଆଁ ଲାଗିଯାଇଛି। ନିଆଁକୁ ତୁରନ୍ତ ଆୟତ୍ତ କରାଯାଇଥିବା ବେଳେ କେହି ମୃତାହତ ହୋଇନାହାନ୍ତି। ଟ୍ରେନ୍ଟି ଡ. ଆମ୍ବେଡ୍କର ନଗରରୁ ରତଲାମ ଯାଉଥିବା…
ପ୍ରଥମ ରାଲିରେ ଦମ୍ଭୋକ୍ତି ଦେଖାଇଲେ ବିଜୟ; ଜାଣନ୍ତୁ କାହାକୁ କରିବେ ସମର୍ଥନ
ଚେନ୍ନାଇ,୨୭।୧୦: ଅଭିନୟରୁ ରାଜନୀତିରେ ପ୍ରବେଶ କରିଥିବା ତାମିଲନାଡୁର ଚର୍ଚ୍ଚିତ ଅଭିନେତା ଥାଲପଥି ବିଜୟ ରବିବାର ପ୍ରଥମ ରାଜନୈତିକ ରାଲିକୁ ସମ୍ବୋଧନ କରିଛନ୍ତି। ଏଠାରେ ସେ ନିଜ ପାର୍ଟିର ବିଚାରଧାରା, ଏବଂ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏହି ରାଲିରେ ବିଜୟ ସମାନତା, ସାମାଜିକ…
ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…
ନୂଆଦିଲ୍ଲୀ/କୋଲକାତା,୨୭ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ କହିଛନ୍ତି ଯେ, ଏଠାରେ ଅନୁପ୍ରବେଶ ବନ୍ଦ ହେଲେ ପଶ୍ଚିମବଙ୍ଗରେ ଶାନ୍ତି ସମ୍ଭବ। ସେ ଦୃଢ଼ତାର ସହ କହିଛନ୍ତି, ଯଦି ୨୦୨୬ରେ ପଶ୍ଚିମବଙ୍ଗରେ ଭାଜପା କ୍ଷମତାକୁ ଆସେ,…
ବିମାନ ପରେ ଏବେ ନାମୀଦାମୀ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ, ତାଲିକାରେ ରହିଛି ଏସବୁ…
ନୂଆଦିଲ୍ଲୀ/କୋଲକାତା,୨୭ା୧୦: ବିମାନ ପରେ ଏବେ ବିଭିନ୍ନ ନାମୀଦାମୀ ହୋଟେଲକୁ ମିଳିଛି ବୋମା ଧମକ। ୪ ରାଜ୍ୟର ୨୫ରୁ ଅଧିକ ହୋଟେଲକୁ ଏହି ଧମକ ମିଳିଛି। ଗୁଜରାଟ, ପଶ୍ଚିମବଙ୍ଗ, ଆନ୍ଧ୍ର ପରେ ଏବେ ଉତ୍ତରପ୍ରଦେଶ ରହିଛି ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ। ଏଥିରୁ ବାଦ୍ ପଡ଼ିନି…
ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ
ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍ପି ତଥା ଆର୍ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ରବିବାର ଆର୍ଜେଡିରେ ସାମିଲ ହୋଇଛନ୍ତି। ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ…
‘ମନ୍ କି ବାତ୍’ରେ ମୋଟୁ-ପତ୍ଲୁ, ଛୋଟା ଭୀମ୍ କଥା କହିଲେ ମୋଦି, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ ସ୍ବତନ୍ତ୍ର ବିର୍ସାମୁଣ୍ଡାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି,…
ଷ୍ଟେଶନରେ ଦଳାଚକଟା, ୯ ଆହତ
ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି। କିଛି ଲୋକ ମାସେ ପୂର୍ବରୁ ଟିକେଟ୍ ବୁକିଂ କରିଥିଲେ, ଆଉ କେତେକ ବିନା ଟିକେଟ୍ରେ ମଧ୍ୟ ଘରକୁ ଯିବା ପାଇଁ ଟ୍ରେନ୍ରେ ଚଢ଼ିବା ପାଇଁ…
ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍ ସେବା ଆୟୋଗ (ଡବ୍ଲ୍ୟୁବିଏସ୍ଏସ୍ସି) ଦ୍ୱାରା ଗ୍ରୁପ୍ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ ଚଳାଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦୁର୍ନୀତିର ମୁଖ୍ୟ ମଧ୍ୟସ୍ଥ ପ୍ରସନ୍ନ କୁମାର…
Archives


