“୬ ଘଣ୍ଟାରେ ଶ୍ରୀନଗର ଛାଡିଲେ ୩,୩୩୭ ପର୍ଯ୍ୟଟକ”: ଆତଙ୍କ ସୃଷ୍ଟି କଲେ ଆତଙ୍କବାଦୀ
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାୟଡୁ ନିଶ୍ଚିତ କରିଛନ୍ତି ଯେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସମସ୍ତ ବିମାନ ସେବା ଅପରେଟରଙ୍କୁ ବିମାନ…
କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି। ଏହି ଆକ୍ରମଣରେ ୨୬ରୁ ୨୮ ଜଣ ପର୍ଯ୍ୟଟକଙ୍କ ସମେତ ଅନେକ ଲୋକ ପ୍ରାଣ ହରାଇଥିବାବେଳେ…
ପ୍ଲିଜ୍ ଗୁଳି କର ନାହିଁ… ସୈନିକଙ୍କୁ ଆତଙ୍କବାଦୀ ଭାବିଦେଲେ ଲୋକେ: ଭାଇରାଲ ହେଉଛି ହୃଦୟବିଦାରକ ଭିଡିଓ
ଶ୍ରୀନଗର,୨୩।୪: ଆତଙ୍କବାଦୀଙ୍କ ହୃଦୟ ନାହିଁ। ସେମାନେ ଯେକୌଣସି ବ୍ୟକ୍ତିଙ୍କ ଜୀବନ ନେଇପାରନ୍ତି। ଏକଥା ବହୁତ ଥର ଶୁଣିଥିବେ, କିନ୍ତୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକମାନେ ଏହି ଭଳି ରାକ୍ଷସଙ୍କୁ ସ୍ବଚକ୍ଷୁରେ ଦେଖିଥିଲେ। ନିଜ ପ୍ରିୟଜନଙ୍କୁ ଆଖି ସାମ୍ନାରେ ଛଟପଟ ଦେଖିବା ବେଶ୍ ହୃଦୟବିଦାରକ…
Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି ଘଟଣାର ଏକ ଭୟାବହ ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି, ଯେଉଁଥିରେ ଆତଙ୍କ ଓ ଭୟଙ୍କର…
ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍, ପାକ୍ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍!
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି। ରାଷ୍ଟ୍ରୀୟ ରାଇଫଲ୍ସ, ସିଆରପିଏଫ ଏବଂ ଜମ୍ମୁ କଶ୍ମୀର ପୋଲିସ ମିଳିତ ଭାବରେ ଏକ…
ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି। ଅନ୍ୟପକ୍ଷରେ, ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ଉଚ୍ଚସ୍ତରୀୟ ବୈଠକ ବସିଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ…
Killers Of Pahalgam: ପହଲଗାମ ଆକ୍ରମଣରେ ସାମିଲ ଥିବା ୪ ଆତଙ୍କବାଦୀଙ୍କ ଫଟୋ ଜାରି
ଶ୍ରୀନଗର,୨୩।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନେ ସମସ୍ତେ ଲସ୍କର-ଏ-ତୋଇବା ସହିତ ଜଡିତ । ସୁରକ୍ଷା ଏଜେନ୍ସିଗୁଡ଼ିକ ଆତଙ୍କବାଦୀଙ୍କୁ ଖୋଜିବା ଏବଂ…
Pahalgam Terror Attack: ଆକ୍ରମଣ ନେଇ ପୂର୍ବରୁ ମିଳିଥିଲା ଆଲର୍ଟ! ହେଲେ ପରେ ପ୍ଲାନରେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଥରାଇ ଦେଇଛି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପହଲଗାମରେ ଆକ୍ରମଣ ସ୍ଥଳରେ ପହଞ୍ଚିଥିବା ବେଳେ ଅନ୍ୟପକ୍ଷରେ ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟର…
Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର
ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି ଆକ୍ରମଣ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଏବଂ ଆତଙ୍କବାଦ ବିରୋଧରେ ଏକତ୍ରିତ ହେବା ବିଷୟରେ…
Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ…
Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ
ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବୁଧବାର ସମସ୍ତ ମୃତଦେହକୁ ଶ୍ରୀନଗର ଅଣାଯାଇଥିଲା। ଯେଉଁଠାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ…
Pahalgam Attack Updates: ଘଟଣାସ୍ଥଳରେ ପହଞ୍ଚି ଶାହା କହିଲେ, ‘ଆତଙ୍କବାଦ ସାମ୍ନାରେ ନଇଁବ ନାହିଁ ଭାରତ’
ଶ୍ରୀନଗର,୨୩।୪: ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣର ଦାୟିତ୍ୱ ଲସ୍କର-ଏ-ତୈବାର ହିଟ…

