ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍
ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ ରିଟେଲର…
ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ପ୍ରିୟଙ୍କାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି…
ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…
ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ କରିଥିଲେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ କଂଗ୍ରେସ ଏମପି…
ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…
ଥିରୁଭାନନ୍ତପୁରମ୍,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ…
ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର
ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବାରାମତି, ୟେଭଲା ଠାରୁ ଛଗନ ଭୁଜବଳ ଏବଂ ଆମ୍ବେଗାଓଁର…
ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ
ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍ରୌଦ ଥାନାରେ ‘ଭାରତ ମାତା କୀ ଜୟ’ ସ୍ଲୋଗାନ ସହ ତ୍ରିରଙ୍ଗାକୁ ୨୧ଥର ସାଲ୍ୟୁଟ୍ କରିଛନ୍ତି। ତାଙ୍କୁ…
ହାସିନାଙ୍କ ପାଇଁ ବାଂଲାଦେଶରେ ପୁଣି ବଢିଲା ଉତ୍ତେଜନା, ବିପଦରେ ରାଷ୍ଟ୍ରପତି ଆସନ!
ଢାକା,୨୩।୧୦: ଶେଖ ହାସିନା ବାଂଲାଦେଶ ଛାଡିଛନ୍ତି। ବର୍ତ୍ତମାନ ସେ ଭାରତରେ ଅଛନ୍ତି। କିନ୍ତୁ ତାଙ୍କ ପାଇଁ ବାଂଲାଦେଶରେ ପୁଣି ଥରେ ଉାତ୍ତଜନା ଦେଖାଦେଇଛି। ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି କି ନାହିଁ ସେ ସମ୍ବନ୍ଧରେ ଏକ ମନ୍ତବ୍ୟକୁ ନେଇ ପୁଣିଥରେ…
ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ
ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି। ୨୦୦୧ରେ ଜୟା ଶେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା ଏବଂ ଛୋଟା ରାଜନଙ୍କ ଉପରେ ଏହି ଅଭିଯୋଗ…
ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର ଏହାର ରାୟ ପ୍ରଦାନ କରି କହିଛନ୍ତି, ଇଣ୍ଡଷ୍ଟ୍ରିୟାଲ୍ ଆଲକହଲ ଉପରେ ଆଇନ ପ୍ରଣୟନ କରିବାର…
ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ
ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଅଭିଭାଷଣ ସହିତ ଅଧିବେଶନ ସକାଳ ୧୧ଟା ୩୦ରେ ଆରମ୍ଭ ହେବ। ଅଧିବେଶନ ଆରମ୍ଭ…
ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….
ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍ ତେବେ ଶୀଘ୍ର ସମସ୍ତ ମାଗଣା ସରକାରୀ ଯୋଜନା ବନ୍ଦ ହୋଇଯିବ ବୋଲି କୁହାଯାଉଛି। ବିଶ୍ୱାସ କରିବା କଷ୍ଟକର କିନ୍ତୁ ଏହା…
ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…
ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍ ବୁଝାମଣାକୁ ନେଇ ଆଲୋଚନା ଜାରି ରହିଛି। ଏହାରି ଭିତରେ ଏନସିପି ନେତା ସୁପ୍ରିୟା ସୁଲେ ମହାରାଷ୍ଟ୍ର…
Archives


