ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର
ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା କରିଦେଲେ । ଫଳରେ ରାଜସ୍ଥାନରୁ ଆସିଥିବା ବରଯାତ୍ରୀଙ୍କୁ ଖାଲି ହାତରେ ଫେରିବାକୁ ପଡ଼ିଥିଲା।…
‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼
ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ ତାଙ୍କ ଉପରେ ବର୍ଷିଛନ୍ତି। ମନ୍ତ୍ରୀ କୋଣ୍ଡା ସୁରେଖାଙ୍କ ଝିଅ କୋଣ୍ଡା ସୁସ୍ମିତା ମୁଖ୍ୟମନ୍ତ୍ରୀଙ୍କୁ…
ସରକାରୀ କର୍ମଚାରୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଏଣିକି ସବୁ କର୍ମଚାରୀ ରହିବେ…
ନୂଆଦିଲ୍ଲୀ,୨୦ା୮: ସାରା ଦେଶରେ ସରକାରୀ ବିଭାଗ, ସ୍କୁଲ ଏବଂ ହସ୍ପିଟାଲର କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସିଛି। ସେମାନେ ସମସ୍ତେ ଶ୍ରମ ଆଇନର ପରିସର ମଧ୍ୟରେ ରହିବେ। -୯ ଜଣଙ୍କ ମଧ୍ୟରୁ ୬ ଜଣ ବିଚାରପତି ଏଥିରେ ସହମତ ହୋଇଛନ୍ତି। ଯାହାକି…
ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…
ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ ସେହି ସ୍କୁଲର ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି। ଅଭିଯୋଗ…
GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍: କଲେ ଏମିତି କାମ, ଦେଶରେ ଚହଳ
ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ ବିଶେଷ ରଣନୀତି ଉପରେ କାମ କରୁଥିବା ଜଣାପଡ଼ିଛି। ଏଥିପାଇଁ ସରକାର ଦୁଇଟି ଦିଗ…
ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …
ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା ବଢ଼ିଯାଏ। ଚିନିର ବଢ଼ୁଥିବା ଦର ଏବଂ ପର୍ବପର୍ବାଣୀ ସମୟରେ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ…
ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ
ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ ଦେବୀ କୌଶଳ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ କାକୋରିର ଏକ ମନ୍ଦିରରେ ପ୍ରାର୍ଥନା…
ଲୋକ ସଭା ଆସନକୁ ନେଇ ବଡ଼ ଗେମ୍ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା ମଧ୍ୟ କହିଛି ଯେ 2029 ଲୋକ ସଭା ନିର୍ବାଚନରୁ ମହିଳାଙ୍କ ପାଇଁ 33…
‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା
ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି ଯେ ‘ବନ୍ଦେ ମାତରମ’ ସେମାନଙ୍କ ପାଇଁ…
୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ
ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ ଜଷ୍ଟିସ ଅତୁଲ ଏସ୍ ଚନ୍ଦୁରକରଙ୍କ ଖଣ୍ଡପୀଠ ଜଣେ କ୍ଲର୍କ ଏବଂ ଜଣେ ପିଅନଙ୍କୁ…
Facebookରେ ଲାଇଭ୍ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…
ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍ରେ ଲାଇଭ୍ ଆସି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ୨୬ ବର୍ଷୀୟ ସନୀ କୁମାର ଓରଫ୍ ରାହୁଲ।…
Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା
ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା ଉପରେ ଦଳ ଗୁରୁତ୍ୱ ଦେବ। ଏମପି, ବିଧାୟକ ଓ ବରିଷ୍ଠ ନେତାମାନେ କଲେଜ,…

