‘ମୋହନ ଭାଗବତ କାହିଁକି କୁମ୍ଭ ଗଲେ ନାହିଁ ଆଗ ପଚାର’
ନୂଆଦିଲ୍ଲୀ,୨।୩: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭର ଉଦ୍ଯାପନ ଫେବୃଆରୀ ୨୬ରୁ ହୋଇସାରିଛି। ହେଲେ ଏହାକୁ ନେଇ ଏବେ ବି ରାଜନୈତିକ ବୟାନବାଜି ଜାରି ରହିଛି। କିଛି ଦିନ ତଳେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନା ୟୁବିଟି ମୁଖ୍ୟ ଉଦ୍ଧବ ଠାକ୍ରେଙ୍କ…
ପୁତୁରାଙ୍କ ଉପରେ ମାୟାବତୀଙ୍କ ଆକ୍ସନ…ବଡ଼ ଘୋଷଣା କରି କହିଲେ ‘ମୁଁ ବଞ୍ଚି ଥିବା ପର୍ଯ୍ୟନ୍ତ ମୋର କୌଣସି ଉତ୍ତରାଧିକାରୀ ରହିବେ ନାହିଁ’
ଲକ୍ଷ୍ନୌ,୨।୩: ଉତ୍ତର ପ୍ରଦେଶର ବିଏସପି ସୁପ୍ରିମୋ ମାୟାବତୀ ରବିବାର ଲକ୍ଷ୍ନୌରେ ଅଲ୍ ଇଣ୍ଡିଆ ପଦାଧିକାରୀଙ୍କ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ସମସ୍ତ ପଦବୀରୁ ହଠାଇ ଦେଇଛନ୍ତି। ସେହିଭଳି ସାନ ଭାଇ ଆନନ୍ଦ କୁମାରଙ୍କୁ…
AI ଦେଖାଇଲା ପିଲାଙ୍କ ସ୍ବପ୍ନର କ୍ୟାରିୟର, ନିଆରା ଉପାୟରେ ଛାତ୍ରୀଛାତ୍ରଙ୍କୁ…
ବେଜିଂ,୨ା୩: ସାମ୍ପ୍ରତିକ ସ୍ଥିତିରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାରକୁ ନେଇ ବହୁ ବିବାଦ ସୃଷ୍ଟି ହୋଇଥିବା ସହ ସମାଜ ପ୍ରତି ଏହାର କ୍ଷତିକାରକ ପ୍ରଭାବକୁ ନେଇ ଅନେକେ ଚିନ୍ତା ପ୍ରକଟ କରୁଛନ୍ତି। ଏହାରି ମଧ୍ୟରେ ଚାଇନାର ଏକ ପ୍ରାଥମିକ ସ୍କୁଲର ଜଣେ…
Chandra Grahan 2025: ଦୋଳ ପୂର୍ଣ୍ଣିମାରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ
ନୂଆଦିଲ୍ଲୀ,୨।୩: ପ୍ରତିବର୍ଷ ସୂର୍ଯ୍ୟ ପରାଗ ଏବଂ ଚନ୍ଦ୍ରଗ୍ରହଣ ହୁଏ। ଧାର୍ମିକ ଦୃଷ୍ଟିକୋଣରୁ, ଗ୍ରହଣକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ଏହି କାରଣରୁ ହିନ୍ଦୁ ଧର୍ମରେ ଗ୍ରହଣ ସମୟରେ ସୂତକର ନିୟମ ପାଳନ କରାଯାଏ ଏବଂ ଅନେକ ପ୍ରକାରର କାର୍ଯ୍ୟକଳାପ ନିଷେଧ…
ହାତରେ ଲାଗିଥିଲା ମେହେନ୍ଦୀ, ବସଷ୍ଟାଣ୍ଡରେ ସୁଟ୍କେଶ ଭିତରେ ମିଳିଲା କଂଗ୍ରେସ ନେତ୍ରୀଙ୍କ ମୃତଦେହ, ରାହୁଲଙ୍କ ସହ କରିଥିଲେ ପଦଯାତ୍ରା
ନୂଆଦିଲ୍ଲୀ,୨।୩: ହରିୟାଣାରେ ପୌର ର୍ନିବାଚନ ଦିନ, ରୋହତକ ଦିଲ୍ଲୀ ରାଜପଥର ସାମ୍ପଲା ବସ ଷ୍ଟାଣ୍ଡ ନିକଟରେ ଜଣେ ମହିଳା କଂଗ୍ରେସ କର୍ମୀଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ମହିଳା ଯୁବ କଂଗ୍ରେସ ପଦାଧିକାରୀଙ୍କ ନାମ ହିମାନୀ ନରୱାଲ। ଯିଏକି…
ସ୍ବପ୍ନ ସାକାର ପାଇଁ ଶିବଲିଙ୍ଗ ଚୋରି
ଦ୍ୱାରକା(ଗୁଜରାଟ), ୨।୩: ଭିଡ୍ଭଞ୍ଜନ ମହାଦେବ ମନ୍ଦିରରୁ ଶିବଲିଙ୍ଗ ଆଣି ଘରେ ରଖିଲେ ପରିବାରର ସମସ୍ତ ସମସ୍ୟା ସମାଧାନ ସହ ସୁଖ, ଶାନ୍ତି ଫେରି ଆସିବ ବୋଲି ବହୁ ଦିନର ସ୍ବପ୍ନ ଥିଲା। ଝିଅର ଏଭଳି ସ୍ବପ୍ନକୁ ପୂରଣ କରିବା ପାଇଁ ପରିବାର…
ଶ୍ରମିକଙ୍କ ବଞ୍ଚିବା ଆଶା କ୍ଷୀଣ: ଅଷ୍ଟମ ଦିନରେ ୪ ଶ୍ରମିକ ଠାବ
ହାଇଦ୍ରାବାଦ,୧।୩: ତେଲଙ୍ଗାନାର ନଗରକୁର୍ନୁଲ ଜିଲାରେ ଥିବା ଏସ୍ଏଲ୍ବିସି ଟନେଲ ଭୁଶୁଡ଼ି ୮ ଶ୍ରମିକ ଏହା ଭିତରେ ୮ ଦିନ ହେଲା ଫସିରହିଥିବାରୁ ସେମାନଙ୍କ ବଞ୍ଚତ୍ବା ଆଶା କ୍ଷୀଣ ହେବାରେ ଲାଗିଛି। ଶନିବାର ଅଷ୍ଟମ ଦିନରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଉଦ୍ଧାରକାରୀ…
ୟୁନିଭର୍ସିଟି କ୍ୟାମ୍ପସ୍ରେ ଶିକ୍ଷାମନ୍ତ୍ରୀଙ୍କୁ ଆକ୍ରମଣ
କୋଲକାତା,୧।୩: ପଶ୍ଚିମବଙ୍ଗ ଯାଦବପୁର ୟୁନିଭର୍ସିଟି କ୍ୟାମ୍ପସ୍ ଭିତରେ ରାଜ୍ୟ ଶିକ୍ଷାମନ୍ତ୍ରୀ ବ୍ରତ୍ୟ ବସୁଙ୍କୁ ଏସ୍ଏଫ୍ଆଇ (ଷ୍ଟୁଡେଣ୍ଟସ୍ ଫେଡେରେଶନ ଅଫ୍ ଇଣ୍ଡିଆ) ନେତାମାନେ ଶନିବାର ଆକ୍ରମଣ କରିଛନ୍ତି। ଟିଏମ୍ସି ସମର୍ଥତ୍ତ ପଶ୍ଚିମବଙ୍ଗ କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଫେସର ସଂଘ (ଡବ୍ଲ୍ୟୁଇବିସିୟୁପିଏ) ବୈଠକରେ ଯୋଗଦେବାକୁ…
କେମିକାଲ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ
ଭୋପାଳ,୧।୩: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଗୋବିନ୍ଦପୁରୀ ଅଞ୍ଚଳର ଜେ.କେ ରୋଡ୍ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶନିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଏତେ ଜୋର ଥିଲା ଯେ, ଝାସ ୨୦ ଫୁଟ ଉଚ୍ଚ ପର୍ଯ୍ୟନ୍ତ ଉପରକୁ ଉଠୁଥିବା ସ୍ଥାନୀୟ…
ହିମସ୍ଖଳନରେ ୪ ଶ୍ରମିକ ମୃତ: ଏବେ ବି ଅନେକ ନିଖୋଜ
ନୂଆଦିଲ୍ଲୀ,୧।୩: ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ମାନା ଗ୍ରାମରେ ଶୁକ୍ରବାର ହିମସ୍ଖଳନ ଯୋଗୁ ୫୫ଜଣ ଶ୍ରମିକ ବରଫ ଅତଡ଼ା ତଳେ ପୋତିହୋଇ ପଡ଼ିଥିବାବେଳେ ଶନିବାର ସୁଦ୍ଧା ସେମାନଙ୍କ ମଧ୍ୟରୁ ୫୦ ଜଣଙ୍କୁ ଉଦ୍ଧାର କରାଗଲାଣି। ପ୍ରତିକୂଳ ପାଗ ମଧ୍ୟରେ ଅବଶିଷ୍ଟ ୫…
ମଣିପୁର ସ୍ଥିତିକୁ ନେଇ ଉଚ୍ଚ ସ୍ତରୀୟ ବୈଠକ କଲେ ଶାହା
ନୂଆଦିଲ୍ଲୀ,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ମଣିପୁରର ପରିସ୍ଥିତି ଉପରେ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା, ଯେଉଁଥିରେ ସେ ରାଜ୍ୟର ସମସ୍ତ ରାସ୍ତାରେ ଟ୍ରାଫିକ ଚଳାଚଳ ସମ୍ପର୍କରେ…
RBI ର ବଡ଼ ସୂଚନା, ୨ହଜାର ଟଙ୍କିଆ ନୋଟ୍କୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧।୩: ଦୁଇ ହଜାର ଟଙ୍କିଆ ନୋଟକୁ ନେଇ ଆସିଛି ବଡ଼ ଖବର। ନୋଟ୍ ନିଷିଦ୍ଧ ହେବାର ପ୍ରାୟ ଦୁଇ ବର୍ଷ ବିତିଗଲାଣି। ଏହା ପରେ ମଧ୍ୟ, ସମସ୍ତ ନୋଟ RBI କିମ୍ବା ସରକାରଙ୍କ ପାଖରେ ପହଞ୍ଚି ନାହିଁ। ବଜାରରେ ଏବେ ବି…
Archives


