ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ
ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ ଶରୀରକୁ ନିଆଯାଉଛି। ପୂର୍ବାହ୍ନ ୧୧ଟା ୪୫ ମିନିଟ୍ ସମୟରେ ତାଙ୍କର ଶେଷକୃତ୍ୟ ନୂଆଦିଲ୍ଲୀର ନିଗମବୋଧ…
ଆଜି ମନମୋହନଙ୍କ ଶେଷକୃତ୍ୟ
ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।…
ଭାରତୀୟ କାର୍ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ
ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍ ଆଣି ଭାରତୀୟ କାର୍ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ ରକ୍ତ କର୍କଟରେ ପୀଡ଼ିତ…
ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…
ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଶୋକର ଲହର ଖେଳିଯାଇଛି। ଗୁରୁବାର ରାତିରେ…
ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ କଶ୍ମୀର
ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ କରାଯାଇଛି। ଏଯାବତ ଭୂକମ୍ପକୁ ନେଇ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ। ଅପରପକ୍ଷେ ଘାଟିରେ ପ୍ରବଳ…
ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ
ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ…
ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍
ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ। ସେହିପରି ମଦ୍ୟପାନ କରିବା ସମୟରେ ମଧ୍ୟ। ସରକାର ଅବକାରୀ ଟ୍ୟାକ୍ସ ନାମରେ ମଦ ବିକ୍ରି…
ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍, ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ ତାଙ୍କୁ ସାରା ଦୁନିଆ ଜାଣିଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ…
‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ
ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ଉପସ୍ଥିତିରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ଏକ ବୈଠକ…
ନେହେରୁଙ୍କ ଠାରୁ ବାଜପେୟୀ ଯାଏ…ମୃତ୍ୟୁ ପରେ ଏହି ପ୍ରଧାନମନ୍ତ୍ରୀଙ୍କ ଏତେଦିନ ଯାଏ ରଖାଯାଇଛି ମୃତଦେହ
ନୂଆଦିଲ୍ଲୀ,୨୭।୧୨: ଡିସେମ୍ବର ୨୬ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତଦେହ ଡିସେମ୍ବର ୨୮ ଶନିବାର ଦିନ କଂଗ୍ରେସ ମୁଖ୍ୟାଳୟରେ ରଖାଯିବ। ଏହି ଦିନ ତାଙ୍କର ଅନ୍ତିମ ସଂସ୍କାର ମଧ୍ୟ ହେବ। ବର୍ତ୍ତମାନ ପ୍ରଶ୍ନ…
ମନମୋହନଙ୍କ ପାର୍ଥିବ ଶରୀରରେ କିଏ ଦେବେ ମୁଖାଗ୍ନୀ, କ’ଣ କହୁଛି ଶାସ୍ତ୍ର
ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୯୨ବର୍ଷ ବୟସରେ ଏକ୍ସ ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ସମ୍ମାନାର୍ଥେ କେନ୍ଦ୍ର ସରକାର ୭ଦିନ ଜାତୀୟ ଶୋକ ଘୋଷଣା କରିଛନ୍ତି। ବର୍ତ୍ତମାନ ତାଙ୍କ ମୃତଦେହକୁ ଶେଷ ଦର୍ଶନ ପାଇଁ ମୋତିଲାଲ…
Archives


