ଜାତୀୟ

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC)। ମାତ୍ର ବର୍ତ୍ତମାନ TMC ପାଇଁ କିଛି…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ ଟଙ୍କା ଜମା କରିବା ପାଇଁ ବାରମ୍ବାର ପୋଷ୍ଟ ଅଫିସ କିମ୍ବା ବ୍ୟାଙ୍କ ଶାଖାକୁ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ – ଯାହା ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ସହମତି ପାଇବା ପରିବର୍ତ୍ତେ ଏକ ସଂଘର୍ଷପୂର୍ଣ୍ଣ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ ଅଣଦେଖା କରିବା ଏବଂ ପାଳନ କରିବାରେ ବିଫଳ ହେବା ପାଇଁ ଟିଏମସି ସାଂସଦ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ ହଜାର ଟଙ୍କା ଆଦାୟ କରିପାରିବ? ବର୍ତ୍ତମାନ ସୋସିଆଲ ମିଡିଆରେ ଏପରି ଏକ ମାମଲା…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ବୋଲି କହିଛନ୍ତି । ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ…

ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା

ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ ବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା ନେଇ ଘୋଷଣା କରାଯାଇଛି । ଏହାପରେ ବୁଧବାର ବିଧାନସଭା ଅଧିବେଶନରେ TVK ବିଧାୟକ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ୍ ସେଲର ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍‌ ଉପରେ ୧ ଲକ୍ଷ ଜୋରିମାନା ଲଗାଇଛି…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ ବୀଡ୍‌ ଜିଲା ହସ୍ପିଟାଲରେ ସିଜେରିଆନରେ ଶିଶୁକୁ ଜନ୍ମ ଦେଇଥିଲେ। ଅପରେସନ୍‌ର ଚାରି ଦିନ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ ଆବଶ୍ୟକ ହେଲେ, ତାଙ୍କ ସମ୍ପତ୍ତିରୁ ବୋହୂ-ପୁଅ କିମ୍ବା ଅନ୍ୟ ସମ୍ପର୍କୀୟଙ୍କୁ ବେଦଖଲ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?