ଜାତୀୟ

ପାକିସ୍ତାନ ଗସ୍ତରେ ବାହାରିଲେ ବହୁ ସଂଖ୍ୟାରେ ଶିଖ ଶ୍ରଦ୍ଧାଳୁ

ଚଣ୍ଡିଗଡ଼,୧୦।୪: ବୈଶାଖୀର ପବିତ୍ର ଅବସରରେ ଭାରତରୁ ବହୁ ସଂଖ୍ୟକ ଶିଖ ଶ୍ରଦ୍ଧାଳୁ ପାକିସ୍ତାନର ଗୁରୁଦ୍ୱାରଗୁଡ଼ିକୁ ଦର୍ଶନ କରିବା ପାଇଁ ଯାଇଛନ୍ତି। SGPCର ଏକ ଶିଖ ଶ୍ରଦ୍ଧାଳୁ ଅଟାରୀ-ୱାଘା ସୀମା ଦେଇ ପାକିସ୍ତାନ ଅଭିମୁଖେ ଯାତ୍ରା କରିଥିଲେ। ଶିଖ ଭକ୍ତଙ୍କ ଏହି ଦଳଗୁଡ଼ିକ…

ବୟଫ୍ରେଣ୍ଡ ସହ ମା’ ଫେରାର: କାନ୍ଦି କାନ୍ଦି ଝିଅ ଆଖିରୁ ଶୁଖୁନି ଲୁହ

ଆଲିଗଡ,୧୦।୪:ଉତ୍ତର ପ୍ରଦେଶର ଆଲିଗଡ଼ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ନିଜ ଝିଅ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ବିବାହର ଦିନକ ପୂର୍ବରୁ ସେ ଏପରି କାମ କରିଛନ୍ତି। ଏହି ଘଟଣା ପରେ ପ୍ରେମିକଙ୍କୁ ଝୁରି ଝୁରି ଲୁହ…

ବଏଫ୍ରେଣ୍ଡ ସହିତ ଘରୁ ଫେରାର ହୋଇଯାଇଥିଲେ, ରାଗରେ ଝିଅକୁ ହତ୍ୟା କଲେ ବାପା

ପାଟନା,୧୦।୪: ବଏଫ୍ରେଣ୍ଡ ସହିତ ଘରଛାଡ଼ି ଫେରାର ହୋଇଯିବାରୁ ଝିଅକୁ ହତ୍ୟା କଲେ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି ବିହାରର ସମସ୍ତିପୁର ଅଂଚଳରେ। ୨୫ ବର୍ଷୀୟ ସାକ୍ଷୀ ନାମକ ମହିଳାକୁ ଏପ୍ରିଲ ୭ ତାରିଖରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ଏବଂ…

ବାଣିଜ୍ୟ ଆଲୋଚନାରେ ଆଗରେ ଭାରତ, ଚାଇନାକୁ ଉପହାସ କଲା ଆମେରିକା

ନୂଆଦିଲ୍ଲୀ,୧୦।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ବ୍ୟତୀତ ବହୁ ଦେଶ ଉପରେ ପାରସ୍ପରିକ ଶୁଳ୍କ ବନ୍ଦ କରିବା ଘୋଷଣା କରିଛନ୍ତି। ଏହାପରେ ଆମେରିକାର ଟ୍ରେଜେରୀ ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଏହି ପ୍ରସଙ୍ଗ ବିଶ୍ୱ ବାଣିଜ୍ୟରେ “ଖରାପ ଅଭିନେତା”…

ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍‌ ତହଉର ରାଣା

ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍‌ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA) ମୁଖ୍ୟାଳୟକୁ…

‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି। ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର ଯେପରି…

ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ ଦେଖାଦେଇଥିଲା ତାହା ଏବେ ଉଗ୍ରରୂପ ନେଇଛି। ପ୍ରଥମେ ସସ୍ମିତଙ୍କୁ ନେଇ ଯେତିକି ଜୋର୍‌ରେ ଚର୍ଚ୍ଚା…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍‌ଫ ଆଇନ: ମମତା

କୋଲକାତା,୧୦ା୪: ଓ୍ବକ୍‌ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ…

ଆଧାର: ପୁଣି ନୂଆ ଆପ୍‌

ଡିଜିଟାଲ ସୁବିଧା ଏବଂ ବ୍ୟକ୍ତିଗତ ସୁରକ୍ଷାକୁ ଅଧିକ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ଆଧାରର ଏକ ନୂଆ ଆପ୍‌ ଉନ୍ମୋଚନ କରିଛନ୍ତି। ସରକାରୀ ଯୋଜନାଗୁଡ଼ିକର ସୁବିଧା ପାଇବା ଲାଗି ଏବେ ଆଉ ପୂର୍ବଭଳି ପ୍ରତ୍ୟେକ ସ୍ଥାନରେ ଆଧାର କାର୍ଡ କିମ୍ବା…

ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି

ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ଅଣାଯାଉଛି। ବିମାନଟି ମଝିରେ ଇନ୍ଧନ…

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି ବ୍ଲକ…

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?