ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..
ୱାଶିଂଟନ୍,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍ଫୋସିସ୍, ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍ (TCS), ୱିପ୍ରୋ, HCLTech, କଗ୍ନିଜାଣ୍ଟ, କ୍ୟାପ୍ଜେମିନି, ମାଇକ୍ରୋସଫ୍ଟ ଏବଂ ଆଡୋବ୍ ସମେତ ୮ଟି କମ୍ପାନୀକୁ ଗ୍ରୀନ୍ କାର୍ଡ…
ଏଲ୍-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା
ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭ ଡିଗ୍ରୀ ସେଲସିୟସ ଅଧିକ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏଲ୍ ନିନୋ…
ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?
ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…
ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା
ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମରେ ଦିଲ୍ଲୀ ପୋଲିସ ଏତଲା ଦାଏର କରିଛି।…
GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….
ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ
ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍ ଆଣ୍ଟି-କ୍ୟାନସର ଔଷଧ ଉପରେ ଟ୍ରେଡ୍ ମାର୍ଜିନ୍କୁ ସର୍ବାଧିକ ୩୦ ପ୍ରତିଶତରେ ସୀମିତ କରିବାକୁ…
ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…
କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି ଯେ ଉପନିର୍ବାଚନ ହୋଇନାହିଁ ଏବଂ EVMରେ…
୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…
ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫ ଲକ୍ଷ ଟଙ୍କା ଥିଲା, ସେଇଠି ଜାନୁଆରୀ ୨୯ ତାରିଖରେ ଏହା ସର୍ୱକାଳୀନ ଉଚ୍ଚତମ…
”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ
ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ ଆବେଦନ ଉପରେ ଶୁଣାଣି କରି କୋର୍ଟ ରାୟ ଦେଇଛନ୍ତି ଯେ, ବୋହୂକୁ ମିଳୁଥିବା…
ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି
ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା କରିବ। ଏହା ପୂର୍ବରୁ, CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ଚାଞ୍ଚଲ୍ୟକର ଦାବି…
ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…
ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍ କହିବା ଶୈଳୀରେ ବେଶ୍ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ପୂର୍ବରୁ ସେ ତାଙ୍କ ବନ୍ଧୁଙ୍କୁ ଏକ ଏସ୍ଏମ୍ଏସ୍…
ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯିବାର ସମ୍ଭାବନା ରହିଛି। ବିଶେଷକରି ପର୍ବପର୍ବାଣୀ ସମୟରେ ବ୍ୟବସାୟୀ ଏବଂ ଡିଜିଟାଲ ପେମେଣ୍ଟ…

