ଜାତୀୟ

ଆଗରେ ମୁଖ୍ୟମନ୍ତ୍ରୀ

ଚମ୍ପାୱତ,୩।୬: ଉତ୍ତରାଖଣ୍ଡର ଚମ୍ପାୱତ ଆସନରେ ଉପ-ନିର୍ବାଚନ ପାଇଁ ମତଗଣନା ଚାଲିଛି। ଶୁକ୍ରବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଗଣନାରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଆଗରେ ଅଛନ୍ତି। ଏପର୍ଯ୍ୟନ୍ତ ୮ଟି ରାଉଣ୍ଡ ଗଣତି ଶେଷ ହୋଇଛି। ଭାଜପା ପ୍ରାର୍ଥୀ ଧାମିଙ୍କୁ...

କେରଳରେ ଲାଗୁ ହେବ ନାହିଁ ସିଏଏ, ଧର୍ମ ଆଧାରରେ ନାଗରିକତା ସ୍ଥିର କରିବାର ଅଧିକାର କାହାର ନାହିଁ: ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩ ।୬: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ତାଙ୍କ ସରକାର ରାଜ୍ୟରେ ବିବାଦୀୟ ନାଗରିକତା (ସଂଶୋଧନ) ଅଧିନିୟମ(ସିଏଏ) ଲାଗୁ କରିବାକୁ ଦେବେନାହିଁ । କେରଳରେ ତାଙ୍କ ସରକାରକୁ ଏକ ବର୍ଷ ପୂରଣ ହୋଇଥିବା ଅବସରରେ ଆୟୋଜିତ ଏକ ସମାରୋହରେ...

ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡ: ୨ ଯୁବକ ଅଟକ, ହତ୍ୟାରେ ବ୍ୟବହୃତ ବୋଲେରୋ ସହ ଅଛି ସମ୍ପର୍କ

ଚଣ୍ଡିଗଡ଼,୩ ।୬: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସେୱାଲା ହତ୍ୟା ଘରଣାର ଖିଅ ଖୋଜି ଚାଲିଛି ପଞ୍ଜାବ ପୋଲିସ । ପୋଲିସର ଏକ ଟିମ ଗୁରୁବାର ଫତେହାବାଦ ଗାଁ ଭିରଡାନାରେ ସର୍ଚ୍ଚ ଅପରେଶନ କରି ୨ ଯୁବକଙ୍କୁ ଅଟକ ରଖିଛନ୍ତି ।...

ବିଳମ୍ବିତ ରାତିରେ ଜମ୍ମୁ କ୍ୟାମ୍ପରେ ଶରଣ ନେଲେ କଶ୍ମୀରୀ ପଣ୍ଡିତ, କର୍ମଚାରୀ

ଜମ୍ମୁ,୩ ।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟି ଯାଇଛି । ୧୨ ଘଣ୍ଟା ମଧ୍ୟରେ ଆତଙ୍କବାଦୀମାନେ ୨ ମୁଣ୍ଡ ଗଡାଇଲେଣି । ଏମାନେ କଶ୍ମୀର ବାସିନ୍ଦା ନ ହୋଇଥିଲେ ବି ଏବେ ଏହି ଟାର୍ଗେଟ...

କେରଳରେ ସ୍ୱାଇନ ଫ୍ଲୁ: ଯମଜ ଭଉଣୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ

କୋଝିକୋଡ,୩ ।୬: କେରଳରେ ପାଦ ରଖିଲାଣି ସ୍ୱାଇନ ଫ୍ଲୁ । କୋଝିକୋଡ ଜିଲାରେ ଜଣେ ୧୨ ବର୍ଷୀୟା ବାଳିକାଙ୍କର ଏଚ୧ଏନ୧ ଭୁତାଣୁ ସଂକ୍ରମଣ ଯୋଗୁ ମୃତ୍ୟୁ ହାଇଥିବା କୁହାଯାଉଛି । ଏହାର ସୂଚନା ଜଣେ ସ୍ୱାସ୍ଥ୍ୟ ଅଧିକାରୀ ଦେଇଛନ୍ତି ।...

ବିଶ୍ୱ ସାଇକେଲ ଦିବସ: ସାରା ଦେଶରେ ବାହାରିବ ୭୫ ରାଲି

ନୂଆଦିଲ୍ଲୀ,୩ ।୬: ସ୍ୱାଧିନତାର ଅମୃତ ମହୋତ୍ସବ ଅବସରରେ ବିଶ୍ୱ ସାଇକେଲ ଦିବସରେ ଶୁକ୍ରବାର ସାରା ଦେଶରେ ୭୫ ସ୍ଥାନରେ ସାଇକେଲ ରାଲି ବାହାରିବ ବୋଲି ଜଣାପଡିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମରେ ସାଢେ ୭...

କଶ୍ମୀରୀ ପଣ୍ଡିତଙ୍କ ସାମୁହିକ ପଳାୟନ, ଏବେ ପର୍ଯ୍ୟନ୍ତ ଘାଟି ଛାଡିଲେଣି ୧୮୦୦ଜନତା ୩୦୦୦ କର୍ମଚାରୀ

ଶ୍ରୀନଗର,୩ ।୬: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ ୪୮ ଘଣ୍ଟା ଭିତରେ ଦ୍ୱିତୀୟ ହିନ୍ଦୁ କର୍ମଚାରୀଙ୍କୁ ହତ୍ୟା କରାଯିବା ପରେ କଶ୍ମୀରୀ ପଣ୍ଡିତମାନେ ଘଟିରେ ସମସ୍ତ ସ୍ଥାନରେ କରାଯାଉଥିବା ପ୍ରଦର୍ଶନକୁ ବନ୍ଦ କରି ଦେଇଛନ୍ତି । ଏହାସହ ଶୁକ୍ରବାର କଶ୍ମୀର...

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ:ସରିଲା ଶୁଣାଣି, ଆଜି ରାୟ

ନୂଆଦିଲ୍ଲୀ,୩ା୬:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଗୁରୁବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଛି। ବିଚାରପତି ବି.ଆର୍‌. ଗଭାଇ ଏବଂ ହିମା କୋହଲିଙ୍କୁ...

ଭାଜପା ଶାସନରେ ଅତ୍ୟାଚାର ବଢ଼ୁଛି

୨୦୧୪ରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାର କେନ୍ଦ୍ରରେ କ୍ଷମତାସୀନ ହେବା ପରଠାରୁ ଭାରତରେ ସଂଖ୍ୟାଲଘୁ ମୁସଲମାନ ଓ ଆଦିବାସୀ ସମୁଦାୟ ବିରୋଧରେ ହିଂସା ବଢ଼ିବାରେ ଲାଗିଥିବା ୨୦୨୧ରେ ଆମେରିକା ଏକ ମାନବାଧିକାର ରିପୋର୍ଟରେ ଦର୍ଶାଇଥିଲା। ସେହିପରି ୟୁଏସ୍‌ କମିଶନ...

ଗୁଣସୂତ୍ର ଶୁଦ୍ଧତା ଯାଞ୍ଚ କରାଇବ କେନ୍ଦ୍ର

ନୂଆଦିଲ୍ଲୀ,୩ା୬:ଭାରତ ସରକାର ଦେଶବାସୀଙ୍କ ‘ଜାତିଗତ ଶୁଦ୍ଧତା’ ଉପରେ ଯାଞ୍ଚ ପାଇଁ ଡିଏନ୍‌ଏ ପରୀକ୍ଷା କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୧୦ କୋଟି ଟଙ୍କାର କିଟ୍ସ ଅର୍ଡର କରାଯାଇଥିବା ନେଇ କେତେକ ଗଣମାଧ୍ୟମରେ ରିପୋର୍ଟ...

ଦିନକରେ ୨ ଆତଙ୍କବାଦୀ ଆକ୍ରମଣ: ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୨।୬: ଜମ୍ମୁ-କଶ୍ମୀରରେ ଗତ କିଛି ଦିନରୁ ଲଗାତର ଭାବେ ଟାର୍ଗେଟ କିଲିଂ ଜାରି ରହିଛି। ଆତଙ୍କବାଦୀମାନେ ସାଧାରଣ ନାଗରିକ ଓ କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ କରିଛନ୍ତି। ଇତିମଧ୍ୟରେ ଗୁରୁବାର କୁଲଗାମରେ ବ୍ୟାଙ୍କ ମ୍ୟାନେଜରଙ୍କ ହତ୍ୟା ଘଟଣାର ୧୨ଘଣ୍ଟା ନ ପୁରୁଣୁ...

୪୦ କଂଗ୍ରେସ ବିଧାୟକଙ୍କୁ ପଠାଗଲା ହୋଟେଲ

ଜୟପୁର,୨।୬: ରାଜସ୍ଥାନରେ ୪ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ହେବାକୁ ଥିବାବେଳେ ସମସ୍ତ ଦଳୀୟ ବିଧାୟକଙ୍କୁ ଏକାଠି କରି ରଖିବା ଲାଗି କଂଗ୍ରେସ ପ୍ରାୟ ୪୦ ଜଣଙ୍କୁ ଉଦୟପୁରର ଏକ ହୋଟେଲକୁ ପଠାଇଦେଇଛି। ଏହା ବ୍ୟତୀତ ଅନ୍ୟ କେତେଜଣ...

Advertisement
Archives

Model This Week

Why Dharitri