ଜାତୀୟ

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା ଅଭିଯୋଗ ହୋଇଛି। ଜିଲା ଅଧିକାରୀ ଅଭିଯୋଗର ତଦନ୍ତ ଚଳାଇଛନ୍ତି। ମାସେ ମଧ୍ୟରେ ହସ୍ପିଟାଲରେ ୭…

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି। ୨୦୨୩ ମେ’ରୁ ୨ ସମ୍ପ୍ରଦାୟ ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଏହାର ସମାଧାନର…

ରାମ ନବମୀ ପୂର୍ବରୁ ଅଶାନ୍ତ ହେଲା ପଶ୍ଚିମବଙ୍ଗ, ପୂଜା ପେଣ୍ଡାଲ, ମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

କୋଲକାତା,୫।୪: ବଙ୍ଗଳାରେ ରାମନବମୀ ଶୋଭାଯାତ୍ରାର ପ୍ରସ୍ତୁତି ମଧ୍ୟରେ ଉତ୍ତର ୨୪ ପ୍ରଗଣାର ଗୋବରଡାଙ୍ଗା ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଲୋକମାନେ ଅଭିଯୋଗ କରିଛନ୍ତି ଯେ ଦୁର୍ବୃତ୍ତମାନେ ପୂଜା ମଣ୍ଡପ ଏବଂ ମୂର୍ତ୍ତିଗୁଡ଼ିକରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ପୂଜା ଆୟୋଜକମାନେ…

ପାଣିପାଗ ବିଭାଗର ବଡ଼ ଚେତାବନୀ, ଏପ୍ରିଲ, ମେ, ଜୁନରେ ହେବ ଅସହ୍ୟ, ଗରମ

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ସମେତ ଦେଶର ଅଧିକାଂଶ ସ୍ଥାନରେ ପ୍ରଚଣ୍ଡ ସୂର୍ଯ୍ୟକିରଣ ତା’ର ପ୍ରଭାବ ଦେଖାଇବା ଆରମ୍ଭ କରିଛି। ଏହି ବର୍ଷ, ରାଜସ୍ଥାନ ଏବଂ ଗୁଜରାଟ ସମେତ ଅନେକ ରାଜ୍ୟରେ ସମୟ ପୂର୍ବରୁ ଗରମ ପ୍ରବାହ ଦେଖାଦେଇଥିଲା। ସାଧାରଣତଃ ପ୍ରତିବର୍ଷ ମେ-ଜୁନ ମାସରେ…

ଓ୍ବକ୍‌ଫ ବିଲ୍‌କୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ଆପ୍‌ ବିଧାୟକ

ନୂଆଦିଲ୍ଲୀ,୫।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ଶୁକ୍ରବାର କଂଗ୍ରେସ ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଅମାନତୁଲ୍ଲା ଖାନ୍‌ ବିବାଦୀୟ ବିଲ୍‌କୁ ବିରୋଧ କରି ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ…

କମିବ ପେଟ୍ରୋଲ, ଡିଜେଲ ଦର? କ୍ରୁଡ ଅଏଲ ଦାମ କମିବାରୁ ବଢୁଛି ଆଶା

ନୂଆଦିଲ୍ଲୀ,୫।୪: ଏହା ବହୁତ କମ ଘଟେ ଯେ ଗୋଟିଏ ପଟେ ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହେଉଛି ଏବଂ ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଉଛି। ଶୁକ୍ରବାର ଡଲାର ତୁଳନାରେ ଟଙ୍କା ପାଞ୍ଚ ପଇସା…

ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେତେ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିମ ମାଗଣା ଚିକିତ୍ସା

ନୂଆଦିଲ୍ଲୀ,୫।୪: ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଆୟୁଷ୍ମାନ ଯୋଜନା) କାର୍ଯ୍ୟକାରୀ କରିବା ପାଇଁ ଭାଜପା ନେତୃତ୍ୱାଧୀନ ଦିଲ୍ଲୀ ସରକାର ଶନିବାର କେନ୍ଦ୍ର ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହା ସହିତ, ଦିଲ୍ଲୀ ଏହି…

ଏତେ ଖସିଗଲା ସୁନାଦର, ଜାଣନ୍ତୁ ୧୦ଗ୍ରାମ ସୁନାଦାମ୍‌ କେତେ…

ନୂଆଦିଲ୍ଲୀ,୫।୪: ସୁନା ଓ ରୂପାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି। ଅର୍ଥନୈତିକ ମାନ୍ଦ୍ୟ ଭୟ ଏବଂ ବିଶ୍ୱବ୍ୟାପୀ ଶେୟାର ବଜାରରେ ହତାଶା ସତ୍ତ୍ୱେ ସୁନା, ଯାହାକୁ ସାଧାରଣତଃ ନିରାପଦ ବିନିଯୋଗ ଭାବେ ବିବେଚନା କରାଯାଏ, ଶୁକ୍ରବାର ସୁନା ପ୍ରାୟ ୧%…

ଚୈତ୍ର ନବରାତ୍ରୀ ସୁଦ୍ଧା ଲାଲ ଆତଙ୍କରୁ ମୁକ୍ତ ହେବ ବସ୍ତର: ଶାହା

ରାଞ୍ଚି,୫।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବସ୍ତର ପାଣ୍ଡୁମ ମହୋତ୍ସବରେ ଯୋଗଦେବା ପାଇଁ ଛତିଶଗଡ଼ର ଦନ୍ତେୱାଡାରେ ପହଞ୍ଚିଛନ୍ତି। ଏହି ସମୟରେ, ସେ କହିଥିଲେ, ‘ଆଜି ଚୈତ୍ର ନବରାତ୍ରିର ଅଷ୍ଟମୀ ତିଥି। ମୁଁ ମାତା ଦନ୍ତେଶ୍ୱରୀଙ୍କ ଆଶୀର୍ବାଦ ନେଇ ଆସିଛି। ମୁଁ ପ୍ରାର୍ଥନା…

ମୋଦିଙ୍କୁ ଲାଗିବ ଝଟ୍‌କା! ଓ୍ବକଫ୍‌କୁ ରଦ୍ଦ କରିବେ ସୁପ୍ରିମକୋର୍ଟ?

ନୂଆଦିଲ୍ଲୀ,୫।୪: ଭାରତରେ ସମ୍ବିଧାନ ଅନୁଯାୟୀ ସୁପ୍ରିମକୋର୍ଟଙ୍କର ଏକ ଗୁରୁତ୍ୱପୂର୍ଣ୍ଣ କ୍ଷମତା ରହିଛି, ଯାହାକୁ “ଜୁଡିସିଆଲ ରିଭ୍ୟୁ” ବା ନ୍ୟାୟିକ ସମୀକ୍ଷା କୁହାଯାଏ। ଏହି କ୍ଷମତା ଅନୁସାରେ ସୁପ୍ରିମକୋର୍ଟ ସଂସଦ ଦ୍ୱାରା ପାରିତ ହୋଇଥିବା କୌଣସି ଆଇନକୁ ସମୀକ୍ଷା କରିପାରିବେ ଏବଂ ଯଦି…

ଶିବରାଜ ସିଂ ଚୌହାନଙ୍କ ରାଲିରେ ଓଲଟିଲା ଗାଡ଼ି, ୩ ଯବାନ ଆହତ

ନୂଆଦିଲ୍ଲୀ,୫।୪: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ରାଲିରେ ଯାଉଥିବା ଜିଲା ପୋଲିସ ଗାଡ଼ିଟି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ, ସେମାନଙ୍କୁ ଚିକିତ୍ସା ପାଇଁ ସେହୋରକୁ ପଠାଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭୋପାଳରୁ ଦେବାସ…

ସ୍ନାଇପର ନେଇ ମଇଦାନକୁ ଓହ୍ଲାଇଲେ କିମ ଜୋଙ୍ଗ ଉନ, ଯୁଦ୍ଧର ଦେଲେ ସଙ୍କେତ!

ନୂଆଦିଲ୍ଲୀ,୫।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ସାମରିକ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏଥର ସେ ନିଜେ ଦାୟିତ୍ୱ ନେଇ ନୂଆ ସ୍ନାଇପର ରାଇଫଲର ପରୀକ୍ଷଣ କରିଛନ୍ତି। କିମ ଏକ ସ୍ବତନ୍ତ୍ର ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?