ଜାତୀୟ

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ ଭିଡିଓ ରେକର୍ଡ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହି ଘଟଣା ଜେଲ୍…

ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି। ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ମୃତ୍ୟୁ ପୂର୍ବରୁ, ଏକ…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ ରୋକିବା ପାଇଁ ଏହାର ସମସ୍ତ ଡିଜିଟାଲ୍ ଭିତ୍ତିଭୂମିକୁ ବନ୍ଦ କରିବା ସହ ଟେଲିଗ୍ରାମ୍…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ ଦି ନେସନ’ (MOTN) ସର୍ଭେ ଏହି ସର୍ଭେ କରିଥିଲା। ସର୍ଭେରେ, ୫୦ ପ୍ରତିଶତ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟ ଅନୁଯାୟୀ, ଆଜିର ଖାଦ୍ୟପେୟ କାଲିର ଅର୍ଥନୀତିକୁ ନିର୍ଧାରଣ କରିବ। ଅତ୍ୟଧିକ ପ୍ରକ୍ରିୟାକୃତ…

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା ମୂଲ୍ୟରେ ସାମାନ୍ୟ ବୃଦ୍ଧି କରିବାକୁ ଅର୍ଥନୈତିକ ସର୍ଭେ ରିପୋର୍ଟରେ ପ୍ରସ୍ତାବ ଦିଆଯାଇଛି। ଦୀର୍ଘ…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରିମାଣ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଅଜିତଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାରଙ୍କ ନାମ ପ୍ରସ୍ତାବ ଦେବାକୁ ଦଳ ବିଚାର…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ର ମିଳିତ ସହଯୋଗରେ ଏକ ସ୍ୱଦେଶୀ ବାୟୋଲୋଜିକାଲ ଚିପ୍ ବିକଶିତ କରାଯାଇଛି।…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ କହିଛନ୍ତି ଯେ ସୁନେତ୍ର ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେବା ଅଜିତ ପାୱାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri