ଜାତୀୟ

ମେଣ୍ଢା ପାଳନ କରି ରୋଜଗାର କରନ୍ତୁ ଲକ୍ଷ ଲକ୍ଷ ଟଙ୍କା, ସରକାର ଦେଉଛନ୍ତି ୯୦% ପର୍ଯ୍ୟନ୍ତ ସବସିଡି!

ନୂଆଦିଲ୍ଲୀ, ୧୯।୮: ଗାଁ ଓ ଗ୍ରାମାଞ୍ଚଳରେ ଚାଷ ସହ ପଶୁପାଳନ ଚାଷୀଙ୍କ ଆୟ ବଢ଼ାଇବାର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ମେଣ୍ଢା ପାଳନକୁ କମ ସ୍ଥାନ ଓ ତୁଳନାମୂଳକ କମ ସମ୍ବଳରେ ଆରମ୍ଭ କରାଯାଇପାରୁଥିବା ବ୍ୟବସାୟ ଭାବେ ଦେଖାଯାଏ। ମାଂସ ଓ…

ମୋଦି ସରକାରଙ୍କ ବଡ଼ ଘୋଷଣା: ଏବେ କେମିତି ମିଳିବ ନୂଆ PNG କନେକ୍ସନ? ଜାଣନ୍ତୁ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୯।୮: ମଧ୍ୟପ୍ରାଚ୍ୟ ସଙ୍କଟ ଏବଂ LPGର ଅଭାବ ମଧ୍ୟରେ ମୋଦି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏବେ ସରକାରଙ୍କ ସମ୍ପୂର୍ଣ୍ଣ ଧ୍ୟାନ ଘରେ ଘରେ ପାଇପ ଯୋଗେ ଗ୍ୟାସ (PNG Connection) ପହଞ୍ଚାଇବା ଉପରେ ରହିଛି। ଏହାଦ୍ୱାରା ଲୋକଙ୍କୁ ସିଲିଣ୍ଡର…

ମୋଦି କ୍ୟାବିନେଟ୍‌ରେ ବଡ଼ ଅଦଳବଦଳ ଚର୍ଚ୍ଚା! ଧର୍ମେନ୍ଦ୍ରଙ୍କ ସମେତ ଏହି ସବୁ ନେତାଙ୍କୁ ମିଳିବ ଦାୟିତ୍ୱ! ମିଳିଲା ଏହି ସଙ୍କେତ

ନୂଆଦିଲ୍ଲୀ, ୧୯।୮: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମ ଘୋଷଣା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ଯେ, ଭାଜପାର ସଂଗଠନରେ ହୋଇଥିବା…

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୯ା୮: ଅଭିଯୁକ୍ତଙ୍କ ପରିଚୟ ପ୍ରକାଶ କରିବା କିମ୍ବା ସେମାନଙ୍କୁ ଅମାନବୀୟ ଢଙ୍ଗରେ ଚିତ୍ରଣ କରିବା ଭଳି ବିଷୟବସ୍ତୁ ଅନ୍‌ଲାଇନରେ ପୋଷ୍ଟ କରିବାରୁ ପୋଲିସ ସଂଗଠନକୁ ରୋକିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ…

ସରକାରଙ୍କ ଘୋଷଣା: ୩ୟ ସନ୍ତାନ ପାଇଁ ସରକାରୀ କର୍ମଚାରୀଙ୍କୁ ବର୍ଷେ ମାତୃତ୍ୱ ଛୁଟି

ଚେନ୍ନାଇ, ୧୯।୮: ସରକାରୀ ମହିଳା କର୍ମଚାରୀମାନେ ଏବେ ୩ୟ ସନ୍ତାନ ପାଇଁ ମଧ୍ୟ ପୂର୍ବର ୧୨ ସପ୍ତାହ ବଦଳରେ ପୂରା ୩୬୫ ଦିନ ବା ୧ବର୍ଷର ମାତୃତ୍ୱ ଛୁଟି ନେଇପାରିବେ ବୋଲି ତାମିଲନାଡ଼ୁ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି। ବିଧାନସଭାରେ ବିଭାଗୀୟ…

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ) ଜବତ କରିଥିବା ଏହି ଡ୍ରଗ୍ସର ମୂଲ୍ୟ ପ୍ରାୟ ୩୦୦ କୋଟି ଟଙ୍କା।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ ମିଳୁଛି ଯେ, ୨୦୨୭ର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ସଂଗଠନକୁ ମଜବୁତ…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ ଏହାକୁ ସ୍ଥଗିତ ରଖିବା ଜରୁରୀ ହୋଇପଡ଼ିଥିଲା। ଉଲ୍ଲେଖଯୋଗ୍ୟ, ଗତ ୧୦୦ ବର୍ଷ ମଧ୍ୟରେ…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ ମଦ୍ୟପାନ କରି ସ୍କୁଲ ଆସୁଥିବା ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ତାଙ୍କୁ ନିଲମ୍ବିତ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ କହିବାକୁ ଚାହୁଁଛି, ମୋତେ ଫାଶୀ ଦିଅ କିମ୍ବା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଥିଲା। ଏବେ ସୁପ୍ରିମକୋର୍ଟରୁ ଗ୍ରୀନ ସିଗ୍‌ନାଲ ମିଳିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?