Video: ରାସ୍ତା ମଝିରେ ରିଲ୍ କରି ଟ୍ରାଫିକ୍ ରେ ବାଧା ସୃଷ୍ଟି କଲେ ସ୍ତ୍ରୀ, କନଷ୍ଟେବଳ ନିଲମ୍ବିତ
ଚଣ୍ଡିଗଡ଼, ୧ା୪: ରାସ୍ତା ମଝିରେ ରିଲ୍ କଲେ ସ୍ତ୍ରୀ, ସ୍ୱାମୀଙ୍କ ଉପରେ ହେଲା କାର୍ଯ୍ୟାନୁଷ୍ଠାନ। ଚଣ୍ଡିଗଡ ସହରସ୍ଥିତ ଏକ ଛକରେ ଥିବା ଜେବ୍ରା କ୍ରସିଂରେ ସ୍ତ୍ରୀ’ ନାଚୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଚଣ୍ଡିଗଡ଼ ପୋଲିସ ଜଣେ…
ଭାରତକୁ ନୂଆ ଝଟକା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ, କୃଷି ଉତ୍ପାଦନ ଉପରେ ୧୦୦ ପ୍ରତିଶତ ଶୁଳ୍କ ଧମକ
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଏକ ଶୁଳ୍କ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଟ୍ରମ୍ପ ଚାଇନା, କାନାଡା ଏବଂ ଭାରତ ସମେତ ଅନେକ ଦେଶ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି।…
ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ
ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ…
ବଳାତ୍କାର ମାମଲାରେ ପାଦ୍ରୀ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡ, ମୋହାଲି କୋର୍ଟ ଶୁଣାଇଲେ ରାୟ
ମୋହାଲି,୧।୪: ମଙ୍ଗଳବାର ପଞ୍ଜାବର ମୋହାଲି କୋର୍ଟ ପାଦ୍ରୀ ବଜିନ୍ଦର ସିଂହଙ୍କ ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। କୋର୍ଟ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନାଯୋଗ୍ୟ, ବଜିନ୍ଦର ସିଂହଙ୍କୁ ପଞ୍ଜାବର ମୋହାଲିର ଜିରକପୁରର ଜଣେ ମହିଳାଙ୍କ ବଳାତ୍କାର ମାମଲାରେ ଦୋଷୀ…
ଅଭାବନୀୟ ଘଟଣା: ହସ୍ପିଟାଲ ମୃତ ଘୋଷିତ କରିଥିବା ଶିଶୁକୁ ୨୦୦ ଦିନ ପରେ ଜୀବିତ ଉଦ୍ଧାର କଲେ ମାଆ
ହାଜିପୁର,୧।୪: ପ୍ରାୟ ୨୦୨ ଦିନ ପୂର୍ବେ, ଜଣେ ମହିଳା ତାଙ୍କର ପଞ୍ଚମ ସନ୍ତାନକୁ ଜନ୍ମ ଦେଇଥିଲେ। ତିନି ଝିଅ ଏବଂ ଗୋଟିଏ ପୁଅ ପରେ ଏହି ପୁଅ ଜନ୍ମ ହୋଇଥିଲା। ଜନ୍ମ ହେବାର ମାତ୍ର କିଛି ଘଣ୍ଟା ପରେ, ହସ୍ପିଟାଲର ଡାକ୍ତର…
ହନୁମାନ ଚାଳିଶା ପାଠକରି ୧୪୦ କିଲୋମିଟର ଲମ୍ବା ପଦଯାତ୍ରାରେ ବାହାରିଲେ ଅନନ୍ତ ଅମ୍ବାନୀ
ମୁମ୍ବାଇ,୧।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ବର୍ତ୍ତମାନ ଦ୍ୱାରକାଧୀଶ ତୀର୍ଥଯାତ୍ରାରେ ଅଛନ୍ତି। ଅନନ୍ତ ଅମ୍ବାନୀ ୧୪୦ କିଲୋମିଟର ଲମ୍ବା ପଦଯାତ୍ରା ଆରମ୍ଭ କରିଛନ୍ତି। ଆଜି ଏହି ଯାତ୍ରାର ପଞ୍ଚମ ଦିନ। ସେ ନିଷ୍ପତ୍ତି ନେଇଛନ୍ତି…
ପ୍ରଧାନମନ୍ତ୍ରୀ ହେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ? ପ୍ରଥମଥର ମୁହଁ ଖୋଲି କହିଲେ, ମୋ ପାଇଁ ରାଜନୀତି…
ଲକ୍ଷ୍ନୌ,୧।୪: ରାଜନୈତିକ ମହଲରେ ଦାବି କରାଯାଉଛି ଯେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କେବେ ଦେଶର ପ୍ରଧାନମନ୍ତ୍ରୀ ହେବେ। ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ଏହା ସହିତ ଜଡିତ ଏକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୁଁ ଜଣେ…
ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ…
UAN ନମ୍ବର ବିନା ବି ଜାଣିପାରିବେ ପିଏଫ୍ ଆକାଉଣ୍ଟର ବାଲାନ୍ସ
ନୂଆଦିଲ୍ଲୀ,୧।୪: ଭାରତରେ ଯେତେ ବି ଲୋକ କିଛି ନା କିଛି ସଂସ୍ଥାରେ କାମ କରୁଛନ୍ତି ସମସ୍ତଙ୍କର ଏକ ପିଏଫ ଆକାଉଣ୍ଟ ଅଛି। କର୍ମଚାରୀଙ୍କ ଦରମାର ୧୨% ପିଏଫ ଆକାଉଣ୍ଟରେ ଜମା ହୁଏ। ଏବଂ କମ୍ପାନୀ ଅର୍ଥାତ୍ ନିଯୁକ୍ତିଦାତା ମଧ୍ୟ ସମାନ ଅବଦାନ…
ମହାକାଶରୁ କେମିତି ଦେଖାଯାଉଥିଲା ଭାରତ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ସୁନିତା ଯାହା ଏବେ ହେଉଛି ଭାଇରଲ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧।୪: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ୧୯ ମାର୍ଚ୍ଚ ୨୦୨୫ରେ ସ୍ପେସଏକ୍ସ ଡ୍ରାଗନ ମହାକାଶଯାନ ଯୋଗେ ପୃଥିବୀକୁ ଫେରି ଆସିଥିଲେ। ସେ ଏବଂ ତାଙ୍କ ସାଥୀ ବୁଚ ୱିଲମୋର ୫ ଜୁନ ୨୦୨୪ରେ ବୋଇଂର ଷ୍ଟାରଲାଇନର୍ ସ୍ପେସକ୍ରାଫ୍ଟରେ ମହାକାଶକୁ ଯାଇଥିଲେ।…
ଜାତୀୟ ଶିକ୍ଷାନୀତିକୁ ନିନ୍ଦାକଲେ ସୋନିଆ
ନୂଆଦିଲ୍ଲୀ,୧।୪(ପି.ଟି.): କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଶିକ୍ଷାନୀତିକୁ ନିନ୍ଦା କରିଛନ୍ତି। କ୍ଷମତାର କେନ୍ଦ୍ରୀକରଣ, ବ୍ୟବସାୟୀକରଣ, ଘରୋଇ ସେକ୍ଟରରେ ପୁଞ୍ଜିନିବେଶର ଆଉଟ୍ସୋର୍ସିିଂ ଏବଂ ପାଠ୍ୟପୁସ୍ତକଗୁଡ଼ିକର ସାମ୍ପ୍ରଦାୟୀକରଣ ଉକ୍ତ ଶିକ୍ଷାନୀତିର ମୁଖ୍ୟ ଏଜେଣ୍ଡା। ଉପରୋକ୍ତ ୩ ‘ସି’ ଏବେ ଭାରତୀୟ ଶିକ୍ଷାକୁ…
ବିସ୍ତାର ପାଇଁ ଚାଇନାକୁ ବାଂଲାଦେଶର ଆମନ୍ତ୍ରଣ
ନୂଆଦିଲ୍ଲୀ,୧।୪: ବାଂଲାଦେଶ ଅନ୍ତରୀଣ ସରକାରର ଉପଦେଷ୍ଟା ମହମ୍ମଦ ୟୁନୁସ୍ ବଙ୍ଗୋପସାଗର ଅଞ୍ଚଳରେ କ୍ଷମତା ବିସ୍ତାର ପାଇଁ ଚାଇନାକୁ ଆମନ୍ତ୍ରଣ କରିଛନ୍ତି, ଯାହା ପରୋକ୍ଷରେ ଭାରତର ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ବିପଦ ସୃଷ୍ଟି କରିବ। ଗତ ସପ୍ତାହରେ ୪ ଦିନିଆ ବେଜିଂ ଗସ୍ତରେ…

