DA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA)ରେ ୨ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛି। ସରକାର ମାର୍ଚ୍ଚ ମାସରେ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି। ଏପରି କ୍ଷେତ୍ରରେ, ଦୁଇ ମାସର…
ପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟ
ନୂଆଦିଲ୍ଲୀ,୨୮।୩: ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି, ଯାହାର ଝଟକା ଦେଶର ଅନେକ ରାଜ୍ୟରେ ଅନୁଭୂତ ହୋଇଛି। ଏହି ଭୂମିକମ୍ପର ତୀବ୍ରତା ୭.୨ ମାପ କରାଯାଇଛି। ବର୍ତ୍ତମାନ, ଏହି ଭୂମିକମ୍ପ ଯୋଗୁଁ ଦେଶରେ ଅନେକ…
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1 ଲକ୍ଷଣ ଚହ୍ନଟ କରାଯାଇଛି। ପ୍ୟାରିସ-ଭିତ୍ତିକ ସଂଗଠନ ଏକ ରିପୋର୍ଟରେ କହିଛି ଯେ ଆଭିଆନ୍…
ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…
ମୁସକାନ, ପ୍ରଗତି ପରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା: ସ୍ୱାମୀଙ୍କୁ କଫିରେ ବିଷ ପିଆଇଲେ ସ୍ତ୍ରୀ
ନୂଆଦିଲ୍ଲୀ,୨୮ା୩: ସମ୍ପ୍ରତି ସ୍ତ୍ରୀମାନେ ସେମାନଙ୍କ ପ୍ରେମିକଙ୍କ ସହାୟତାରେ ସ୍ୱାମୀଙ୍କୁ ହତ୍ୟା କରିବାର ଖବର ବହୁତ ବଢ଼ିଯାଇଛି। ପ୍ରଥମେ ମୁସକାନ, ତା’ପରେ ପ୍ରଗତି ଏବେ ମୁଜାଫରପୁରର ପିଙ୍କି ନାମକ ମହିଳା ପ୍ରେମିକଙ୍କ ସାହାଯ୍ୟରେ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। ୨…
Family Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାର
ନୂଆଦିଲ୍ଲୀ,୨୮।୩: ପରିବାର ଭାଙ୍ଗିଯିବା ଉପରେ ଚିନ୍ତା ପ୍ରକାଶ କରି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି ଯେ ଭାରତରେ ଲୋକମାନେ ‘ବସୁଧୈବ କୁଟୁମ୍ବକମ’ ନୀତିରେ ବିଶ୍ୱାସ କରନ୍ତି କିନ୍ତୁ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ସହିତ ମଧ୍ୟ ଏକତାରେ ରହିବାରେ ବିଫଳ ହେଉଛନ୍ତି। ବିଚାରପତି ପଙ୍କଜ…
କେଜ୍ରିୱାଲଙ୍କ ବିରୋଧରେ FIR: ଏପ୍ରିଲ ୧୮ରେ ଶୁଣାଣି
ନୂଆଦିଲ୍ଲୀ,୨୮।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ଶେଷ ହେବାର ନାଁ ଧରୁନି। ନିର୍ବାଚନରେ ଶେଚନୀୟ ପରାଜୟ ପରେ, ଦିଲ୍ଲୀ ପୋଲିସ ଏବେ କେଜରିୱାଲ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫଆଇଆର ରୁଜୁ…
ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮ା୩: ସୁପ୍ରିମ କୋର୍ଟ ଶୁକ୍ରବାର କହିଛନ୍ତି ଯେ ଅଭିବ୍ୟକ୍ତି ସ୍ୱାଧୀନତା ଏକ ସୁସ୍ଥ ସଭ୍ୟ ସମାଜର ଏକ “ଅବିଚ୍ଛେଦ୍ୟ ଅଂଶ”। ସୋସିଆଲ ମିଡିଆରେ କଂଗ୍ରେସ ସାଂସଦ ଇମ୍ରାନ ପ୍ରତାପଗଡ଼ୀଙ୍କ ଦ୍ୱାରା ଅପଲୋଡ୍ କରାଯାଇଥିବା ଏକ କବିତାକୁ ନେଇ ଗୁଜରାଟରେ ଦାୟର କରାଯାଇଥିବା…
Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା
ମୁମ୍ବାଇ,୨୮।୩: ସପ୍ତାହର ଶେଷ ବ୍ୟବସାୟ ଦିନ ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ହ୍ରାସ ପରିଲକ୍ଷିତ ହେଉଛି। ବଜାରର ମୁଖ୍ୟ ସୂଚକାଙ୍କ ସେନସେକ୍ସ ପ୍ରାୟ ୧୫୦ ପଏଣ୍ଟ ହ୍ରାସ ପାଇ ୭୭,୪୪୬.୯୭ରେ କାରବାର କରୁଛି, ଯାହାର ପ୍ରଭାବ ସୁନା ମୂଲ୍ୟ ଉପରେ ଦେଖାଯାଉଛି।…
ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବାହା କରାଇଲେ ସ୍ବାମୀ, ପୂରା ରୋଚକ ଘଟଣା ଜାଣିଲେ…
ସନ୍ଥ କବୀର ନଗର, ୨୮।୩: ଉତ୍ତରପ୍ରଦେଶର ସନ୍ଥ କବୀର ନଗର ଜିଲାରେ ବବ୍ଲୁ ନାମକ ଜଣେ ବ୍ୟକ୍ତି ଭୟରେ ନିଜ ସ୍ତ୍ରୀ ରାଧିକାଙ୍କୁ ତାଙ୍କ ପ୍ରେମିକ ବିଶାଲଙ୍କ ସହ ବିବାହ କରାଇଛନ୍ତି। ନିକଟରେ ମିରଟରେ ମୁସ୍କାନ ରାସ୍ତୋଗୀ ନାମ୍ନୀ ମହିଳା ପ୍ରେମିକଙ୍କ…
ଚାଇନା ଦେଖାଇଲା ଦାଦାଗିରି ତ ଭାରତ ଲାଗୁ କଲା ‘ପ୍ରଚଣ୍ଡ’ ପ୍ଲାନ!
ନୂଆଦିଲ୍ଲୀ,୨୮।୩: ଚାଇନା ପ୍ରାୟତଃ ପୂର୍ବ ଲଦାଖ ଏବଂ ସିଆଚେନ ଗ୍ଲେସିୟରରେ ନିଜର ପ୍ରାଧାନ୍ୟ ପ୍ରଦର୍ଶନ କରିବାକୁ ଚେଷ୍ଟା କରେ, କିନ୍ତୁ ଏବେ ଏହାର ପ୍ରାଧାନ୍ୟ କାମ କରିବ ନାହିଁ। ଏହି ଅଞ୍ଚଳଗୁଡ଼ିକରେ ଡ୍ରାଗନକୁ ନିୟନ୍ତ୍ରଣ କରିବା ପାଇଁ ଭାରତ ‘ପ୍ରଚଣ୍ଡ’ ଯୋଜନା…
ମମତା ବାନାର୍ଜୀଙ୍କ ଭାଷଣ ସମୟରେ ଅକ୍ସଫୋର୍ଡରେ ହଙ୍ଗାମା, ପ୍ରଦର୍ଶନକାରୀଙ୍କୁ କହିଲେ-ଆପଣଙ୍କୁ ମିଠା ଖୁଆଇବି
ଲଣ୍ଡନ/କୋଲକାତା,୨୮।୩: ଗୁରୁବାର (୨୭ ମାର୍ଚ୍ଚ) ଲଣ୍ଡନର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର କେଲଗ କଲେଜରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଷଣ ଦେଉଥିବା ସମୟରେ କେତେଜଣ ଛାତ୍ର ହଙ୍ଗାମା କରିଥିଲେ। ହାତରେ ପ୍ଲାକାର୍ଡ ଧରି ବିକ୍ଷୋଭକାରୀମାନେ ଆରଜି କଲେଜ ଏବଂ ଠକେଇ ସମ୍ପର୍କିତ ପ୍ରସଙ୍ଗ…

