ଜାତୀୟ

ସମ୍ବିତ ପାତ୍ରଙ୍କୁ ମିଳିଲା Z ବର୍ଗର ସୁରକ୍ଷା: ଜାଣନ୍ତୁ କାହିଁକି ନିଆଗଲା ଏତେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୨: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର-ପୂର୍ବ ପ୍ରଭାରୀ ଏବଂ ଏମ୍‌ପି ସମ୍ବିତ ପାତ୍ରଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ Z ବର୍ଗର ସୁରକ୍ଷା ଦିଆଯାଇଛି। କେବଳ ମଣିପୁରରେ ତାଙ୍କୁ ଏହି ସୁରକ୍ଷା ମିଳିବ। ଆଇବି ରିପୋର୍ଟ ଆଧାରରେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତାଙ୍କର…

ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିବେ ମୋଦି, ୨ ନେତାଙ୍କ ମଧ୍ୟରେ ଆଲୋଚନା ହେବ ଏହି ୧୭ ପ୍ରସଙ୍ଗ, ଜାଣନ୍ତୁ କ’ଣ…

ୱାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ଆଜି ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ହେବ। ଏହି ବୈଠକ ଭାରତୀୟ ସମୟ ଅନୁସାରେ ରାତି ୨:୩୦ରେ ହ୍‌ବାଇଟ…

ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ

ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରଙ୍କର ପରାଜୟ…

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ସୂଚନା: ମଧ୍ୟବିତ୍ତଙ୍କୁ ବଡ଼ ଫାଇଦା, ମିଳିବ…

ନୂଆଦିଲ୍ଲୀ,୧୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କେନ୍ଦ୍ର ବଜେଟ ୨୦୨୫-୨୬ରେ ଅନେକ କ୍ଷେତ୍ର ଏବଂ ରାଜ୍ୟ ପାଇଁ ଆବଣ୍ଟନ ହ୍ରାସ କରିବା ନେଇ ବିରୋଧୀଙ୍କ ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି। ରାଜ୍ୟସଭାରେ ସେ କହିଛନ୍ତି ଯେ ଆୟକର ସୀମା ବୃଦ୍ଧି ସମେତ…

ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ସୁରକ୍ଷା ବଢାଇଲେ ସରକାର

ନୂଆଦିଲ୍ଲୀ,୧୩।୨: ଗୁରୁବାର ଗୃହ ମନ୍ତ୍ରଣାଳୟ (MHA) ଗୋଇନ୍ଦା ସୂଚନା ପାଇ ତିବ୍ଦତୀୟ ଧର୍ମଗୁରୁ ଦଲାଇଲାମାଙ୍କୁ ଜେଡ୍-ବର୍ଗର ସୁରକ୍ଷା ପ୍ରଦାନ କରିଛି। ଇଣ୍ଟେଲିଜେନ୍ସ ବ୍ୟୁରୋ ଦ୍ୱାରା ଦିଆଯାଇଥିବା ବିପଦ ମୂଲ୍ୟାଙ୍କନ ରିପୋର୍ଟ ଆଧାରରେ ଦଲାଇଲାମାଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ସୁରକ୍ଷା…

ବିହାର ନିର୍ବାଚନ ପୂର୍ବରୁ ମୋଦି କଲେ ବଡ଼ ଘୋଷଣା, NDA ର ମୁଖ୍ୟମନ୍ତ୍ରୀ ଚେହେରା ହେବେ…

ନୂଆଦିଲ୍ଲୀ,୧୩।୨: ଆଗକୁ ଅଛି ବିହାର ନିର୍ବାଚନ। ଯାହାକୁ ନେଇ ସରଗରମ ହୋଇଛି ବିହାର ରାଜନୀତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନଡିଏ ମେଣ୍ଟରେ ଅଛନ୍ତି। ତେବେ ଏହାରି ଭିତରେ ଆଗାମୀ ନିର୍ବାଚନରେ କିଏ ଏନଡିଏର ମୁଖ୍ୟମନ୍ତ୍ରୀ ଚେହେରା ହେବ ଏନେଇ ଭାଜପା…

Video: ଡ୍ରାଇଭିଂ ବେଳେ ଲାପ୍‌ଟପ୍‌ରେ କାମ କରିଲେ ମହିଳା, ଏପରି ପ୍ରତିକ୍ରିୟା ଦେଲା ବେଙ୍ଗାଲୁରୁ ପୋଲିସ

ବେଙ୍ଗାଲୁରୁ,୧୩।୨: ପୂର୍ବରୁ ବେଙ୍ଗାଲୁରୁ ଟ୍ରାଫିକରେ ଫସି ରହିଥିବା କର୍ମଜୀବିମାନେ ଅନଲାଇନ୍ ବୈଠକରେ ଯୋଗଦେବାର ଦେଖିଥିବେ। ଏବେ ବେଙ୍ଗାଲୁରୁର ଜଣେ ମହିଳା ସହରର ଟ୍ରାଫିକରେ ଗାଡ଼ି ଚଲାଇବା ସମୟରେ ଲାପ୍‌ଟପ୍‌ରେ କାମ କରୁଥିବା ସମୟରେ କ୍ୟାମେରାରେ ଧରାପଡ଼ିଛନ୍ତି। ଏହି ଘଟଣା ପରେ ବେଙ୍ଗାଲୁରୁ…

୩୦୦୦ କୋଟି ସମ୍ପତ୍ତି ଛାଡି ଗେରୁଆ ପିନ୍ଧିଲେ ଏହି ବ୍ୟକ୍ତି : ମହାକୁମ୍ଭରେ ଭାଇରାଲ୍‌ ହେଉଛନ୍ତି ବିଜ୍‌ନେସମ୍ୟାନ୍‌ ବାବା

ପ୍ରୟାଗରାଜ,୧୩।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଉଛି। ୧୩ ଜାନୁଆରୀରେ ଆରମ୍ଭ ହୋଇଥିବା ଏହି ମହାକୁମ୍ଭ ୨୬ ଫେବୃଆରୀ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହି ମହାକୁମ୍ଭକୁ ଭାରତ ଏବଂ ବିଦେଶରୁ କୋଟି କୋଟି ଭକ୍ତ ଆସୁଛନ୍ତି। ଏହି ମହାକୁମ୍ଭରେ ଏପରି…

ମାସକୁ ଏତେଲକ୍ଷ ଦରମା ପାଆନ୍ତି Rahul Gandhi , ପ୍ରଧାନମନ୍ତ୍ରୀ ମୋଦିଙ୍କ ଠାରୁ ଅଛି ୬ଗୁଣା ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୧୩।୨: ଏବେ ଚର୍ଚ୍ଚାରେ ଅଛନ୍ତି କଂଗ୍ରେସ ଏମପି Rahul Gandhi। ଉତ୍ତରପ୍ରଦେଶର ରାୟବରେଲିର ଏମପି ଏବଂ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ମଧ୍ୟ ଅଛନ୍ତି। ବିରୋଧୀ ଦଳ ନେତା ଭାବରେ, ରାହୁଲଙ୍କୁ କ୍ୟାବିନେଟ ମନ୍ତ୍ରୀର…

ବଦଳିଗଲା FASTag ନିୟମ, ଟୋଲ୍ ପ୍ଲାଜାରେ ରିଜେକ୍ଟ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୩।୨: FASTag ପାଇଁ NPCI ନୂଆ ନିୟମ ଜାରି କରିଛି। ଯାହା ୧୭ ଫେବୃଆରୀ ୨୦୨୫ ରୁ ଲାଗୁ ହେବ। ଏହି ନିୟମ FASTag ବାଲାନ୍ସ ଭାଲିଡେସନ ପାଇଁ ଅଟେ। ଟୋଲ୍ ପେମେଣ୍ଟ ଉପରେ ପଡ଼ିବ ପ୍ରଭାବ ଏହି ପରିବର୍ତନର ପ୍ରଭାବ…

ପାକିସ୍ତାନ ଆକାଶରେ ମୋଦିଙ୍କ ବିମାନ, ଜାଣନ୍ତୁ ଏହି ସମୟରେ କେଉଁମାନେ ଦିଅନ୍ତି ସୁରକ୍ଷା

ନୂଆଦିଲ୍ଲୀ,୧୩।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଗସ୍ତ ପରେ ଏବେ ଆମେରିକାରେ ପହଞ୍ଚିଛନ୍ତି। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ “india 1” ପ୍ୟାରିସ ଯିବା ସମୟରେ ପାକିସ୍ତାନ ଏୟାରସ୍ପେସରେ ରହିଥିଲା। ଏବେ ଆପଣ ନିଶ୍ଚୟ ଭାବୁଥିବେ ଯେ ଯେତେବେଳେ…

‘ଯଦି ମୋ’ ପତ୍ନୀ ପାକିସ୍ତାନର ISI ଏଜେଣ୍ଟ, ତେବେ ମୁଁ ଭାରତର RAW ଏଜେଣ୍ଟ…’ ମୁଖ୍ୟମନ୍ତ୍ରୀ ହିମନ୍ତଙ୍କୁ କାହିଁକି ଏଭଳି ଜବାବ ଦେଲେ ଗୌରବ ଗୋଗୋଇ

ନୂଆଦିଲ୍ଲୀ,୧୩।୨:ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କଂଗ୍ରେସ ସାଂସଦ ଗୌରବ ଗୋଗୋଇଙ୍କ ବିରୋଧରେ ଆଉ ଏକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ବ୍ରିଟିଶ ମହିଳାଙ୍କୁ ବିବାହ ପରେ ଭାଜପା ଗୋଗୋଇଙ୍କ ପତ୍ନୀଙ୍କ ଉପରେ ପାକିସ୍ତାନ ଏବଂ ଏହାର ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri