VIDEO: ବିଧାନସଭାରୁ ଭାଜପା ବିଧାୟକଙ୍କୁ ଟେକି ନେଇ ବାହାର କରିଦେଲେ ସୁରକ୍ଷାକର୍ମୀ, ରାଜ୍ୟରେ ହଇଚଇ
ବେଙ୍ଗାଲୁରୁ,୨୧।୩: ୪୮ ଜଣ ନେତାଙ୍କୁ ହନି ଟ୍ରାପ କରିବା ଅଭିଯୋଗ ପରେ କର୍ନାଟକ ବିଧାନସଭାରେ ଶୁକ୍ରବାର ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିଧାନସଭାର ଭାଜପା ବିଧାୟକମାନେ ବାଚସ୍ପତିଙ୍କ ଚୌକି ଉପରେ କାଗଜପତ୍ର ଫିଙ୍ଗି ବିଧାନସଭାର କାର୍ଯ୍ୟରେ ବାଧା ସୃଷ୍ଟି କରିଛନ୍ତି। ଯାହାପରେ…
ଜାଣନ୍ତୁ ଭାରତୀୟ ରେଲଓ୍ବେରେ କେଉଁ କେଉଁ ପଦବୀ ଥାଏ? A ଠାରୁ D ବର୍ଗରେ ମିଳେ କେତେ ଦରମା
ନୂଆଦିଲ୍ଲୀ,୨୧।୩: ଭାରତୀୟ ରେଳବାଇ ୧୬ ଏପ୍ରିଲ ୧୮୫୩ରେ ଆରମ୍ଭ ହୋଇଥିଲା। ପ୍ରତିଦିନ କୋଟି କୋଟି ଲୋକ ଏଥିରେ ଯାତ୍ରା କରନ୍ତି। ଭାରତୀୟ ରେଳବାଇ ଏସିଆର ସର୍ବବୃହତ ରେଳ ନେଟୱାର୍କ ଏବଂ ଏକକ ପରିଚାଳନା ଅଧୀନରେ କାର୍ଯ୍ୟ କରୁଥିବା ବିଶ୍ୱର ଦ୍ୱିତୀୟ ବୃହତ୍ତମ…
ଦିଲ୍ଲୀ ପରାଜୟ ପରେ ଆପ୍ର ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍ ଆଦମୀ ପାର୍ଟି(ଆପ୍)ର ପରାଜୟ ପରେ ଦଳ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଦଳ ପକ୍ଷରୁ କିଛି ରାଜ୍ୟର ପ୍ରଭାବୀ ଏବଂ ମୁଖ୍ୟ ପଦବୀ ଅଦଳ ବଦଳ କରାଯାଇଛି। ଆମ୍…
ଆଉ ୧୦ଦିନ ପରେ ଆରମ୍ଭ ହେବାକୁ ଯାଉଛି ୟୁନିଫାଏଡ ପେନସନ ଯୋଜନା, ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୨୧।୩: କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ନିଶ୍ଚିତ ପେନସନ ପ୍ରଦାନ କରିବା ପାଇଁ ୟୁନିଫାଏଡ ପେନସନ ଯୋଜନା (UPS) ୧ ଏପ୍ରିଲ, ୨୦୨୫ ରୁ ଆରମ୍ଭ ହେବାକୁ ଯାଉଛି। ଏପ୍ରିଲ ୧ ୨୦୨୫ କିମ୍ବା ତା’ପରେ କେନ୍ଦ୍ର ସରକାରୀ ଚାକିରି କରୁଥିବା କର୍ମଚାରୀମାନେ ଏଥିପାଇଁ…
ଅମିତ ଶାହଙ୍କ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲବାଦ ହେବ ମୁକ୍ତ
ନୂଆଦିଲ୍ଲୀ,୨୧।୩: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ରାଜ୍ୟ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟକାରିତା ବିଷୟରେ ଆଲୋଚନା କରିଛନ୍ତି। ଏହି ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ୩୧ ମାର୍ଚ୍ଚ, ୨୦୨୬ ସୁଦ୍ଧା ଦେଶକୁ ନକ୍ସଲବାଦ ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି, ଗତ…
ସଂସଦରେ ଜେପି ନଡ୍ଡାଙ୍କୁ ସାଂଘାତିକ ପ୍ରଶ୍ନ ପଚାରିଦେଲେ ହେମା ମାଳିନୀ, ସମସ୍ତେ କାବା
ନୂଆଦିଲ୍ଲୀ,୨୧।୩: ଲୋକ ସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଭାଜପା ଏମପି ହେମା ମାଳିନୀ ଆଜି ସଂସଦରେ ନିଜ ଦଳର ନେତାଙ୍କୁ ଘେରିଥିଲେ। ସେ କେନ୍ଦ୍ରର ସ୍ବାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ ଉପରେ ଏକ ପ୍ରଶ୍ନ ଉଠାଇଥିଲେ। ମଥୁରା ଏମପି ହେମା…
ନିଜ ପୁଅକୁ ମୁଖ୍ୟମନ୍ତ୍ରୀ ବସାନ୍ତୁ ନୀତୀଶ କୁମାର: କାହିଁକି ଏମିତି ଦାବି କଲେ ରାବ୍ରି ଦେବୀ
ପାଟନା,୨୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବାକଯୁଦ୍ଧ ତୀବ୍ର ହୋଇଛି। ନୀତିଶ କୁମାର ରାବ୍ରିଙ୍କୁ ମୁଖ୍ୟମନ୍ତ୍ରୀ ହେବା ନେଇ ଟାର୍ଗେଟ କରିଥିଲେ। ତେଣୁ ଏବେ ରାବ୍ରୀ ଦେବୀ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ମାନସିକ…
ବଢିଲା ରାହୁଲଙ୍କ ଟେନସନ, କୋର୍ଟ ପଠାଇଲା ନୋଟିସ
ନୂଆଦିଲ୍ଲୀ,୨୧।୩: ଉତ୍ତର ପ୍ରଦେଶ ସମ୍ଭଲର ସାଂସଦ-ବିଧାୟକ କୋର୍ଟ ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। କୋର୍ଟ ତାଙ୍କୁ ଏକ ନୋଟିସ ଜାରି କରି କହିଛନ୍ତି ଯେ ସେ ଏପ୍ରିଲ ୪ରେ କୋର୍ଟରେ ହାଜର…
ନୀତୀଶଙ୍କ ଉପରେ ଗର୍ଜିଲେ ତେଜସ୍ବୀ, ବିଧାନସଭାରେ ହଙ୍ଗାମା
ପାଟନା,୨୧।୩: ଶୁକ୍ରବାର ବିହାର ବିଧାନସଭାରେ, ବିରୋଧୀ ଦଳ ଜାତୀୟ ସଙ୍ଗୀତର ଅପମାନ ପ୍ରସଙ୍ଗରେ ସରକାରଙ୍କ ବିରୁଦ୍ଧରେ ତୀବ୍ର ପ୍ରତିବାଦ କରିଥିଲେ। ବିଧାନସଭା ପରିସର ଭିତରେ ଏବଂ ଗୃହ ଭିତରେ ପ୍ରତିବାଦ କରାଯାଇଥିଲା ଏବଂ ଏହି ସମୟରେ ବିରୋଧୀ ଦଳ ସରକାର ବିରୋଧୀ…
ଦିଲ୍ଲୀ ହାଇକୋର୍ଟର ବିଚାରପତିଙ୍କ ଘରୁ ମିଳିଲା ନୋଟ ଗଦା, ଯାହାକୁ ନେଇ ରାଜ୍ୟ ସଭାରେ ହଙ୍ଗାମା
ନୂଆଦିଲ୍ଲୀ,୨୧।୩: ଶୁକ୍ରବାର ରାଜ୍ୟ ସଭାରେ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ, ଦିଲ୍ଲୀ ହାଇକୋର୍ଟର ଜଣେ ବିଚାରପତିଙ୍କ ଘରୁ ମିଳିଥିବା ନୋଟ ଗଦା ପ୍ରସଙ୍ଗ ଉଠିଥିଲା। କଂଗ୍ରେସ ଏମପି ଜୟରାମ ରମେଶ ଏହି ପ୍ରସଙ୍ଗ ଉଠାଇଛନ୍ତି। ଏହି ପ୍ରସଙ୍ଗ ଉଠାଇ ସେ ଅଧ୍ୟକ୍ଷଙ୍କୁ…
ବିଲ୍ ପାସ୍ କଲେ କର୍ଣ୍ଣାଟକ ସରକାର: ମୁସଲମାନମାନଙ୍କୁ ମିଳିବ ସଂରକ୍ଷଣ
ବେଙ୍ଗାଲୁରୁ,୨୧।୩: କର୍ଣ୍ଣାଟକ ବିଧାନସଭାରେ ହନି ଟ୍ରାପ୍ ଦୁର୍ନୀତି ବିବାଦ ମଧ୍ୟରେ, ରାଜ୍ୟ ସରକାର ମୁସଲମାନମାନଙ୍କ ପାଇଁ ୪ ପ୍ରତିଶତ ସଂରକ୍ଷଣ ପ୍ରଦାନ କରୁଥିବା ବିଲ୍ ପାସ୍ କରିଛନ୍ତି। ଭାଜପା ଏହାକୁ “ଅସାମ୍ବିଧାନିକ” ବୋଲି କହିଛି ଏବଂ ଏହାକୁ ଆଇନଗତ ଭାବରେ ଚ୍ୟାଲେଞ୍ଜ…
ମୁଖ୍ୟମନ୍ତ୍ରୀ-ବିଧାୟକଙ୍କ ଦରମା ହେଲା ଦୁଇଗୁଣା, ବିଧାନସଭାରେ ବିଲ ପାସ୍
ବେଙ୍ଗାଲୁରୁ,୨୧।୩: କର୍ନାଟକରେ ମୁଖ୍ୟମନ୍ତ୍ରୀ ଏବଂ ବିଧାୟକମାନଙ୍କ ଦରମା ଏବେ ଦ୍ୱିଗୁଣିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ, ସିଦ୍ଧରମୈୟା ସରକାର ବିଧାନସଭାର ଦରମା, ପେନସନ ଏବଂ ଭତ୍ତା (ସଂଶୋଧନ) ଆଇନ, ୨୦୨୫ ବିଲ ଆଣିଥିଲେ, ଯାହାକୁ ବିଧାନସଭାରେ ଗୃହୀତ କରାଯାଇଛି। ଏହା ସହିତ, ସରକାରୀ…

