ADR Report: ଏହି ରାଜ୍ୟରେ ଅଛନ୍ତି ଦେଶର ସବୁଠାରୁ ଅଧିକ ଧନୀ ବିଧାୟକ, ଜାଣନ୍ତୁ ଦ୍ୱିତୀୟ ନମ୍ବରରେ କେଉଁ ରାଜ୍ୟ
ନୂଆଦିଲ୍ଲୀ,୨୧।୩: କର୍ନାଟକର ମୁଖ୍ୟମନ୍ତ୍ରୀଙ୍କଠାରୁ ବିଧାୟକଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଦରମା ବୃଦ୍ଧି ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ବିଧାନସଭାରେ ଏକ ବିଲ ଆଗତ କରିବାକୁ ଯାଉଛନ୍ତି। ଏହି ବିଲ ପାରିତ ହେବା ପରେ, କର୍ନାଟକ ବିଧାନସଭା ଏବଂ ବିଧାନ ପରିଷଦର ସମସ୍ତ ଜନପ୍ରତିନିଧିଙ୍କ…
ପଛରେ ପଡ଼ିବ ଗୁଗଲ୍, ନିଜସ୍ୱ ସର୍ଚ୍ଚ ଇଞ୍ଜିନ୍ ପ୍ରସ୍ତୁତ କରୁଛନ୍ତି ଭାରତ ସରକାର
ନୂଆଦିଲ୍ଲୀ, ୨୧ା୩: ଭାରତ ଏକ ସ୍ୱଦେଶୀ ଭାବରେ ବିକଶିତ ବ୍ରାଉଜର(ସର୍ଚ୍ଚ ଇଞ୍ଜିନ୍) ଯୋଜନା କରୁଛି ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ। ଏଥିପାଇଁ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଗୁରୁବାର ତାହାର ଫଳାଫଳ ଘୋଷଣା କରାଯାଇଛି। କାର୍ଯ୍ୟକ୍ରମରେ…
“ବହୁତ ଭଲ ସମ୍ପର୍କ, କିନ୍ତୁ…”: ଭାରତ ଉପରେ ଟ୍ରମ୍ପଙ୍କ ନୂଆ ଟାରିଫ୍ କମେଣ୍ଟ
ୱାଶିଂଟନ, ୨୧ା୩: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ତାଙ୍କର ଭାରତ ସହିତ “ବହୁତ ଭଲ ସମ୍ପର୍କ” ଅଛି, କିନ୍ତୁ ଦେଶ ସହିତ ତାଙ୍କର “ଏକମାତ୍ର ସମସ୍ୟା” ହେଉଛି ଯେ ଏହା “ବିଶ୍ୱର ସର୍ବାଧିକ ଶୁଳ୍କ ଲାଗୁ କରୁଥିବା ରାଷ୍ଟ୍ରଗୁଡ଼ିକ ମଧ୍ୟରୁ…
ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍ଶନ୍
ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍ ୨ ମଧୁମେହ ପାଇଁ ‘ମୌନଜାରୋ’ ନାମକ ଇଞ୍ଜେକ୍ଶନ୍କୁ ଲଞ୍ଚ୍ କରାଯାଇଛି। ଏହି ଔଷଧକୁ ଭାରତର କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ…
ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର
ଶିମ୍ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର ହୋଇଛି। କୋର୍ଟ ଆହୁରି ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟସୀମା ବୃଦ୍ଧି କରିବା…
ଖୁସି ଖବର: ଝାଡ଼ଖଣ୍ଡର ସରକାରୀ ହସ୍ପିଟାଲରେ ୧୦ ଟଙ୍କାରେ ହେବ ୧୦ ପରୀକ୍ଷା
ରାଞ୍ଚି,୨୦।୩: ବିଧାନସଭାର ବଜେଟ ଅଧିବେଶନରେ ଗୁରୁବାର ସ୍ବାସ୍ଥ୍ୟ ଚିକିତ୍ସା ଶିକ୍ଷା ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ୭୪ ବିଲିୟନ ୭୦ କୋଟି ୫୦ ଲକ୍ଷ ୮୬ ହଜାର ଟଙ୍କାର ଅନୁଦାନ ଦାବି ଆଲୋଚନା ପରେ ଅନୁମୋଦନ କରାଯାଇଛି। ସରକାରଙ୍କ ଉତ୍ତରରେ…
ମୋଦିଙ୍କୁ ଭେଟିବାକୁ ବ୍ୟସ୍ତ ହୋଇ ପଡ଼ିଲେଣି ୟୁନୁସ! କାହିଁକି ବୈଠକ ପାଇଁ ରାଜି ହେଉନାହିଁ ଭାରତ, ଜାଣନ୍ତୁ
ନୂଆଦିଲ୍ଲୀ/ଢାକା,୨୦।୩: ବାଂଲାଦେଶ ପୁଣିଥରେ ଇଚ୍ଛା ପ୍ରକାଶ କରିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଅନ୍ତରୀଣ ସରକାରଙ୍କ ମୁଖ୍ୟ ମହମ୍ମଦ ୟୁନୁସଙ୍କୁ ଭେଟିବା ଉଚିତ କିନ୍ତୁ ଭାରତ ଏ ସମ୍ପର୍କରେ କୌଣସି ଉତ୍ସାହ ଦେଖାଇ ନାହିଁ। ଦୁଇ ନେତା ୩-୪…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର: ପେନସନ ଯୋଜନାର ନୂଆ ନୋଟିଫିକେଶନ ଜାରି
ନୂଆଦିଲ୍ଲୀ,୨୦।୩: ପେନସନ ପାଣ୍ଠି ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) ଗୁରୁବାର ଏକୀକୃତ ପେନସନ ଯୋଜନା (UPS) କାର୍ଯ୍ୟକାରୀ କରିବା ପାଇଁ ଏକ ବିଜ୍ଞପ୍ତି ଜାରି କରିଛି। ଏହି ଯୋଜନା ଅନୁଯାୟୀ, ଅବସର ପୂର୍ବରୁ ୧୨ ମାସରେ ମିଳୁଥିବା ହାରାହାରି ମୂଳ…
ଇଫତାର ପାର୍ଟିର ମଜା ନେଲେ ବିରୋଧୀ ଦଳ ନେତା
ନୂଆଦିଲ୍ଲୀ,୨୦।୩: ରାଜଧାନୀ ଦିଲ୍ଲୀରେ ଗୁରୁବାର (୨୦ ମାର୍ଚ୍ଚ, ୨୦୨୫) ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଦ୍ୱାରା ଏକ ଇଫତାର ପାର୍ଟିର ଆୟୋଜନ କରାଯାଇଥିଲା। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସମାଜବାଦୀ…
ଆପଣଙ୍କୁ ଆଇନର ABCD ଜଣାନାହିଁ, କେମିତି ହେଲେ ଆଡଭୋକେଟ, କାହିଁକି ଅଦାଲତରେଏମିତି କହିଲେ ବିଚାରପତି
ନୂଆଦିଲ୍ଲୀ,୨୦।୩: ସୁପ୍ରିମକୋର୍ଟ ଜଣେ ଓକିଲଙ୍କୁ ତାଙ୍କ ମହକିଲଙ୍କ ଜାମିନ ଆବେଦନରେ ବାରମ୍ବାର ‘ସହମତିରେ ସମ୍ପର୍କ’ ଲେଖିବା ପାଇଁ ଗୁରୁବାର ଭର୍ତ୍ସନା କରିଛନ୍ତି। କୋର୍ଟ ତାଙ୍କ ଉପରେ ରାଗିଯାଇ କହିଲେ ଯେ ସେ ମୌଳିକ ଆଇନ ମଧ୍ୟ ଜାଣନ୍ତି ନାହିଁ। ଆବେଦନରେ ଜଣେ…
ଚାଇନାକୁ ଲାଗିବ ବଡ଼ ଝଟକା! ଭାରତ-ତାଇଓ୍ବାନ ମିଶି କରିବାକୁ ଯାଉଛନ୍ତି ଏହି କାମ
ନୂଆଦିଲ୍ଲୀ,୨୦।୩: ଭାରତ ଏବଂ ତାଇୱାନ ମଧ୍ୟରେ ଆର୍ଥିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ଶେଷ କରିବାର ଆବଶ୍ୟକତା ରହିଛି। ଏହା କେବଳ ଭାରତକୁ ଇଲେକ୍ଟ୍ରୋନିକ ଉପାଦାନ ପାଇଁ ଚାଇନା ଉପରେ ନିର୍ଭରଶୀଳତା ହ୍ରାସ…
ଯୋଗ୍ୟ ମହିଳାମାନେ ଭରଣପୋଷଣ ଆବେଦନ କରିବା ଉଚିତ୍ ନୁହେଁ: ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୦।୩: ସମ୍ପ୍ରତି ଏକ ରାୟରେ ଦିଲ୍ଲୀ ହାଇକୋର୍ଟ ଏକ ଭରଣପୋଷଣ ଆବେଦନକୁ ଖାରଜ କରିବା ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। କୋର୍ଟ କହିଛନ୍ତି ଉପଯୁକ୍ତ ଚାକିରି ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ…

