ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ
ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…
୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…
ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ ବସିଥିଲେ। ପାଇଲଟ ତୁରନ୍ତ ପରିସ୍ଥିତିର ମୂଲ୍ୟାଙ୍କନ କରି ବିମାନକୁ ସୁରକ୍ଷିତ ଭାବରେ ଅବତରଣ…
କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ
ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ ହୋଇପାରେ। ଯଦି ଏହା ହୁଏ, ତେବେ ଏହା ୨୦୧୭ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କର…
ବ୍ଲାକ ବକ୍ସ ଉଦ୍ଧାର! ବାରାମତୀ ବିମାନ ଦୁର୍ଘଟଣାକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ
ମୁମ୍ବାଇ,୨୯।୧: ବାରାମତୀ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ ସରକାର ତୁରନ୍ତ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଏବଂ ଏହାକୁ ସମ୍ପୂର୍ଣ୍ଣ, ସ୍ବଚ୍ଛ ଏବଂ…
ପ୍ରେମରେ ଅନ୍ଧ! ବିବାହକୁ ବିରୋଧ କଲେ ବାପା-ମାଆ, ବିଷ ଇଞ୍ଜେକ୍ସନ ଦେଇଦେଲେ ଝିଅ
ହାଇଦ୍ରାବାଦ,୨୯।୧: ତେଲେଙ୍ଗାନାର ଭିକାରାବାଦ ଜିଲାର ବାନ୍ଥରାମ ମଣ୍ଡଳରେ ଜଣେ ଯୁବତୀ ତାଙ୍କ ପିତାମାତାଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରେମ ବିବାହକୁ ବିରୋଧ କରିବାରୁ ହତ୍ୟା କରିଥିବା ସୂଚନା ରହିଛି । ପୋଲିସର କହିବା ଅନୁଯାୟୀ,…
Budget 2026: ‘ମୋଦି ଦେଶକୁ କପଟରେ ପରିପୂର୍ଣ୍ଣ ବାର୍ତ୍ତା ଦେଉଛନ୍ତି,’ ଅର୍ଥନୈତିକ ସର୍ଭେକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବର୍ଷିଲା କଂଗ୍ରେସ
ନୂଆଦିଲ୍ଲୀ,୨୯।୧: ଗୁରୁବାର କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଜେଟ ଅଧିବେଶନ ଉପରେ ମନ୍ତବ୍ୟକୁ ନେଇ ଆକ୍ରମଣ କରିଛି। ସେମାନେ କହିଛନ୍ତି ଯେ ପ୍ରତ୍ୟେକ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସେ ‘ଦେଶକୁ ତାଙ୍କର ସମାନ କପଟପୂର୍ଣ୍ଣ ବାର୍ତ୍ତା’ ଦିଅନ୍ତି। ଆଜିର…
ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…
ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…
ଶେଷ ହେବ କି କଂଗ୍ରେସ ସହ ମତଭେଦ? ରାହୁଲ ଗାନ୍ଧୀ-ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ଶଶି ଥରୁର
ନୂଆଦିଲ୍ଲୀ,୨୯।୧: କଂଗ୍ରେସ ଦଳ ସହିତ ଉତ୍ତେଜନାର କଳ୍ପନାଜଳ୍ପନା ମଧ୍ୟରେ, ତିରୁଭାନନ୍ତପୁରମ ଏମପି ଶଶି ଥରୁର ସଂସଦ ଭବନରେ ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଥିଲେ। ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି…
ଶୋଇଥିବାବେଳେ ଟେକିନେଇ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଚିତ୍କାର କରିବାରୁ…
ଭୋପାଳ,୨୯।୧: ମଧ୍ୟପ୍ରଦେଶର ବାରୱାନି ଜିଲାରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ଜଣେ ସମ୍ପର୍କୀୟ ୭ ବର୍ଷର ଝିଅକୁ ବଳାତ୍କାର କରି ହତ୍ୟା କରିଛନ୍ତି। ପୋଲିସ ଅଧିକାରୀ କହିଛନ୍ତି ଯେ, ଅଭିଯୁକ୍ତଙ୍କୁ ହେପାଜତକୁ ନିଆଯାଇଛି ଏବଂ ତଦନ୍ତ ଜାରି ରହିଛି। ପୋଲିସ…
ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ତେଜିଲା ରାଜନୀତି: ତଦନ୍ତ ଦାବି
ମୁମ୍ବାଇ/ନୂଆଦିଲ୍ଲୀ,୨୯ା୧:ମହାରାଷ୍ଟ୍ରରେ ସର୍ବାଧିକ ୬ ଥର ଉପମୁଖ୍ୟମନ୍ତ୍ରୀ ହୋଇଥିଲେ ଏନ୍ସିପି ମୁଖ୍ୟ ଅଜିତ ପାଓ୍ବାର। ଯେଉଁ ଦଳ କ୍ଷମତାକୁ ଆସୁନା କାହିଁକି ଅଜିତଙ୍କ ସମର୍ଥନ ସବୁବେଳେ ଲୋଡ଼ା ପଡ଼ୁଥିଲା। ତାଙ୍କୁ ଜାତୀୟତାବାଦୀ କଂଗ୍ରେସ ପାର୍ଟି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ପରେ ମହାରାଷ୍ଟ୍ର ରାଜନୀତିକୁ…
ପୁଣିଥରେ ଏକ ତରଫା ବାଜି ମାରିଲା ଭାଜପା
ଚଣ୍ଡିଗଡ଼,୨୯।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି। ଭାଜପା ୧୮ଟି ଭୋଟ ପାଇଥିଲା ଏବଂ ସୌରଭ ଯୋଶୀ ଚଣ୍ଡିଗଡ଼ର ନୂତନ ମେୟର ହୋଇଛନ୍ତି। କଂଗ୍ରେସ ପ୍ରାର୍ଥୀଙ୍କୁ ସାତଟି ଭୋଟ ମିଳିଥିବା ବେଳେ ଆପ ପ୍ରାର୍ଥୀଙ୍କୁ ୧୧ଟି ଭୋଟ…
ଯୁବତୀଙ୍କୁ ଗଣବଳାତ୍କାର, ଲିଫ୍ଟ ଦେବା କହି ଚଳନ୍ତା କାର୍ ଭିତରେ…
ନୂଆଦିଲ୍ଲୀ,୨୯।୧: ଉତ୍ତରାଖଣ୍ଡର ଉଧମ ସିଂ ନଗର ଜିଲା ମୁଖ୍ୟାଳୟ ରୁଦ୍ରପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ଚଳନ୍ତା କାରରେ ଲିଫ୍ଟ ଦେବା ଏବଂ ପରେ ଗଣବଳାତ୍କାର କରାଯିବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୀଡିତାଙ୍କ…
Archives


