ଜାତୀୟ

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା ସୁପ୍ରିମକୋର୍ଟରେ ଦାଖଲ ରାଜନୀତିରେ ଅପରାଧୀକରଣ ରିପୋର୍ଟରୁ ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସରିଆ…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌ କମିବା ସହିତ ଗାଡି ଯନ୍ତ୍ରାଂଶ ଖରାପ ହେବା ବିଷୟକୁ ନେଇ ସରକାର, ଅଟୋମୋବାଇଲ…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର ୧୬ ବର୍ଷ ବୟସରେ ଏହି ସଫଳତା ହାସଲ କରି ସେ ଗିନିଜ୍‌ ଓ୍ବାଲର୍‌ଡ…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ ଭିନ୍ନ ଏବଂ ଆଧୁନିକ ଅନୁଭୂତି ମିଳୁଛି। ଏହି ଢାବାରେ ଏବେ ଜଣେ ରୋବୋ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନଜନକ ଶବ୍ଦ ବ୍ୟବହାର ନକରି ଉଲ୍ଲେଖ କରିବାରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା।…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ ଆହ୍ବାନ ଦେବା ସମୟରେ, ଟ୍ରମ୍ପ ଭାରତର ନିର୍ବାଚନ ପ୍ରକ୍ରିୟାକୁ ପ୍ରଶଂସା କରିଛନ୍ତି। ତାଙ୍କ…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରାଯିବାର ପ୍ରାୟ ଆଠ ମାସ ପରେ ଏହି ପୁନର୍ଗଠନ…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଏହା ବ୍ୟତୀତ ୨୦୧୪ ପରଠାରୁ ଘଟିଥିବା ସମସ୍ତ ଛୋଟ କିମ୍ବା…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର କରିଛି। ୨୦୨୦ରୁ, ଭାରତୀୟ ନୌସେନା ଏହି ଲିଜ ହୋଇଥିବା ହାଇ-ଅଲ୍ଟିଚ୍ୟୁଡ ଲଙ୍ଗ-ଏଣ୍ଡ୍ୟୁରାନ୍ସ (HALE)…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି ମଜବୁତ କରିବା ଉଦ୍ଦେଶ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚେହେରାଙ୍କୁ ସ୍ଥାନ ଦିଆଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ ମହସ୍କେଙ୍କୁ ଭାଜପା ଆଇଟି ସେଲ୍‌ର ଜାତୀୟ ସଂଯୋଜକ ଦାୟିତ୍ୱ ଦିଆଯାଇଛି। ଦଳର ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?