ଜାତୀୟ

ବାରାଣସୀ ରେଳଷ୍ଟେଶନରେ ବଡ଼ ଧରଣର ଅଗ୍ନିକାଣ୍ଡ: ଜଳିଗଲା ୨୦୦ ଗାଡ଼ି

ବାରାଣସୀ,୩୦ା୧୧: ଉତ୍ତରପ୍ରଦେଶର ବାରାଣସୀ କ୍ୟାଣ୍ଟନମେଣ୍ଟ ରେଳଷ୍ଟେଶନରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଗାଡ଼ି ପାର୍କିଂ ସ୍ଥାନରେ ନିଆଁ ଲାଗିବାରୁ ଅନୂ୍ୟନ ୨୦୦ ଦୁଇଚକିଆ ଯାନ ଜଳିଯାଇଛି। ଅଗ୍ନିଶମ କର୍ମଚାରୀ ଓ ପୋଲିସ ନିଆଁକୁ ଆୟତ୍ତ କରିଥିଲେ। ନିଆଁଲିଭା କାର୍ଯ୍ୟରେ…

ଗାଁରେ ପହଞ୍ଚି ଅସୁସ୍ଥ ହୋଇପଡିଛନ୍ତି ଶିନ୍ଦେ, ସତ୍ତାରା ପହଞ୍ଚିଲେ ଡାକ୍ତରୀ ଟିମ୍‌!

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟ ତାଙ୍କ ଗ୍ରାମରେ ହଠାତ୍‌ ଖରାପ ହୋଇଯାଇତ୍ୱା ସୂଚନା ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୁମ୍ବାଇର ଡାକ୍ତରଙ୍କ ଏକ ଟିମ ତାଙ୍କ ଗୃହ ଜିଲା ସତ୍ତାର ଗାଁରେ ପହଞ୍ଚିଛନ୍ତି।…

EPFO ଜାରି କଲା ନୂଆ ଗାଇଡ୍‌ଲାଇନ୍‌, ଆଧାର ବିନା ଟଙ୍କା ଉଠାଇ ପାରିବେ…

ନୂଆଦିଲ୍ଲୀ,୩୦।୧୧: ଯଦିଓ ପିଏଫ୍‌ କ୍ଲେମ୍‌ ପାଇଁ ଆଧାର କାର୍ଡ ଆବଶ୍ୟକ, ହେଲେ ନିକଟରେ ଇପିଏଫ୍‌ଓ ଆଧାର ସହ ଜଡ଼ିତ ନୂଆ ନିୟମ ଆଣିଛି। ଏଥିରେ କିଛି ଲୋକ ଆଧାର ଲିଙ୍କ ନକଲେ ମଧ୍ୟ ପିଏଫ୍‌ ଟଙ୍କା ପାଇପାରିବେ। ଆସନ୍ତୁ ଜାଣିବା ଇପିଏଫ୍‌ଓର…

ଦିଲ୍ଲୀରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଉପରେ ଆକ୍ରମଣ, ପଦଯାତ୍ରା ସମୟରେ…

ନୂଆଦିଲ୍ଲୀ,୩୦।୧୧: ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ପ୍ରମୁଖ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଆକ୍ରମଣ। ତାଙ୍କ ଉପରେ କେହି ଜଣେ ତରଳ ପଦାର୍ଥ ଫିଙ୍ଗିଛନ୍ତି। ହେଲେ ସୌଭାଗ୍ୟବଶତଃ ସେ ଏହି ଆକ୍ରମଣରୁ ବର୍ତ୍ତି ଯାଇଛନ୍ତି। ଏହି ସମୟରେ କେଜ୍‌ରିଓ୍ବାଲଙ୍କ…

ବାଂଲାଦେଶୀଙ୍କୁ ଚିକିତ୍ସା କରିବନି କୋଲକାତାର ଏହି ହସ୍ପିଟାଲ, ଜାଣନ୍ତୁ କାହିଁକି ଏମିତି ନେଲେ ନିଷ୍ପତ୍ତି

କୋଲକାତା,୩୦।୧୧: ବାଂଲାଦେଶରେ ହିନ୍ଦୁ ଏବଂ ହିନ୍ଦୁ ମନ୍ଦିର ଉପରେ କ୍ରମାଗତ ଆକ୍ରମଣ ହେଉଛି। ଭାରତ କ୍ରମାଗତ ଭାବେ ଏହାକୁ ବିରୋଧ କରୁଛି। ଏହା ସତ୍ତ୍ୱେ ବାଂଲାଦେଶ ସରକାର ଏକ ନିରବ ଦର୍ଶକ ସାଜିଛନ୍ତି। ଏହି କାରଣରୁ କୋଲକାତାର ଏକ ହସ୍ପିଟାଲ ବାଂଲାଦେଶରୁ…

ମହାରାଷ୍ଟ୍ର, ହରିୟାଣାରେ ହୋଇନାହିଁ କୌଣସି ପ୍ରକାର ହେରଫେର, ଜବାବ ଦେଲେ ଇସି

ନୂଆଦିଲ୍ଲୀ,୩୦।୧୧: ଗୋଟିଏ ପରେ ଗୋଟିଏ ନିର୍ବାଚନରେ ବ୍ୟାପକ ପରାଜୟ ପରେ କଂଗ୍ରେସ ନିର୍ବାଚନ ଫଳାଫଳରେ ଅନିୟମିତତା ହୋଇଥିବା ଅଭିଯୋଗ କରିଛି। ନିର୍ବାଚନ ଆୟୋଗ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। କଂଗ୍ରେସର ପ୍ରଶ୍ନର ଉତ୍ତର ଦେବାବେଳେ ଆୟୋଗ କହିଛନ୍ତି ଯେ କୌଣସି ଅନିୟମିତତା ହୋଇନାହିଁ।…

୨୪ ଘଣ୍ଟାରେ ପପୁ ଯାଦବଙ୍କୁ କରାଯିବ ହତ୍ୟା, ପାକିସ୍ତାନରୁ ଆସିଛି କଲ

ପାଟନା,୩୦।୧୧: ଏକଦା ଶକ୍ତିଶାଳୀ ଥିବା ବିହାର ଏମପି ପପୁ ଯାଦବଙ୍କୁ ଏବେ ହତ୍ୟା ଧମକ ଦିଆଯାଉଛି। ଏହି ଧମକପୂର୍ଣ୍ଣ ବାର୍ତ୍ତା ପୁର୍ନିଆ ଏମପି ପପୁ ଯାଦବଙ୍କ ହ୍ବାଟସ ଆପ ନମ୍ବରରେ ଆସିଛି। ବାର୍ତ୍ତାରେ ଏହା ଲେଖା ଅଛି, ‘୨୪ ଘଣ୍ଟା ମଧ୍ୟରେ…

ଇଣ୍ଡିଆ ମେଣ୍ଟକୁ ବଡ ଝଟ୍‌କା ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୧୧: ହରିୟାଣା ଏବଂ ମହାରାଷ୍ଟ୍ରରେ ପରାଜୟର ସମ୍ମୁଖୀନ ହେବା ପରେ କଂଗ୍ରେସ ପୁଣି ଥରେ ନିର୍ବାଚନ ମୋଡରେ ଅଛି। ୨୦୨୫ ଆରମ୍ଭରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ପାଇଁ ପ୍ରାୟ ତିନି ମାସ ବାକି ଅଛି। ଏହି ସମୟରେ…

ସାମ୍ନାକୁ ଆସିଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହର ତାରିଖ, ଏପଟେ ଅଡି ବସିଛନ୍ତି ଶିନ୍ଦେ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତି ସହଯୋଗୀ ଦଳ ଜିତିଛି। ରାଜ୍ୟରେ ସର୍ବାଧିକ ୧୩୨ ଟି ଆସନ ଜିତିଛି ଭାଜପା। ବିପୁଳ ବିଜୟ ସତ୍ତ୍ୱେ ମହାୟୁତି ଏପର୍ଯ୍ୟନ୍ତ ସରକାର ଗଠନ କରିପାରି ନାହାଁନ୍ତି। ବିଗତ ଅନେକ ବର୍ଷ ମଧ୍ୟରେ ମହାରାଷ୍ଟ୍ର ରାଜନୀତିରେ…

ଆଜି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଉଡ଼ିବନି ବିମାନ

ଚେନ୍ନାଇ,୩୦ା୧୧: ଶନିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବିମାନ ଉଡ଼ାଣ ବନ୍ଦ ନେଇ ଘୋଷଣା କରାଯାଇଛି। ବାତ୍ୟା ‘ଫେଙ୍ଗାଲ’ ପାଇଁ ଚେନ୍ନାଇରେ ବିମାନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଅପରାହ୍ନରେ ତାମିଲନାଡୁ-ପୁଡୁଚେରୀ ଉପକୂଳରେ ଲ୍ୟାଣ୍ଡଫଲ୍‌ କରିବ ଫେଙ୍ଗାଲ। ଏହା କରାଇକାଲ ମହାବଳିପୂରମ ମଧ୍ୟରେ…

ତୀବ୍ର ହେଉଛି ବାତ୍ୟା ‘ଫେଙ୍ଗାଲ’: ପ୍ରବଳ ବର୍ଷା ସାଙ୍ଗକୁ ବହିବ ପବନ, ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ,୩୦ା୧୧: ବଙ୍ଗୋପସାଗରରେ ସାଇକ୍ଲୋନ୍‌ ଫେଙ୍ଗାଲ ତୀବ୍ର ହେବାରେ ଲାଗିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଗୁଜବକୁ ବିଶ୍ୱାସ ନ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି…

ଆଦାନୀଙ୍କ ଆରେଷ୍ଟ ଓ୍ବାରେଣ୍ଟକୁ ନେଇ ମୁହଁ ଖୋଲିଲେ ସରକାର

ନୂଆଦିଲ୍ଲୀ,୩୦।୧୧:ଲାଞ୍ଚ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଜାରି ଆରେଷ୍ଟ ଓ୍ବାରେଣ୍ଟ ସମ୍ପର୍କରେ ଆମେରିକୀୟ ଅଧିକାରୀଙ୍କ ପକ୍ଷରୁ ଭାରତକୁ କୌଣସି ଅନୁରୋଧ ଆସିନାହିଁ। ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି କୁହାଯାଇଛି, ଆମେରିକାରେ ଶିଳ୍ପପତି ଗୌତମ ଆଦାନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri