ଜାତୀୟ

ସଠିକ ସମୟରେ ଖାଦ୍ୟ ପହଞ୍ଚାଉଥିବା ଡେଲିଭରୀ ବୟଙ୍କୁ CPR ଟ୍ରେନିଂ

ନୂଆଦିଲ୍ଲୀ,୧୬।୩: ଜେଞ୍ଜୋ 5G ଆମ୍ବୁଲାନ୍ସ ସର୍ଭିସେସର ଏକ ପଦକ୍ଷେପ ଏବେ ଭାରତର ବିଭିନ୍ନ ରାଜ୍ୟ ଏବଂ ସହରରେ ଜୋମାଟୋ ଡେଲିଭରି ବୟମାନଙ୍କୁ ରାସ୍ତାରେ ଜରୁରୀକାଳୀନ ପରିସ୍ଥିତିରେ CPR ଏବଂ ମୌଳିକ ପ୍ରାଥମିକ ଚିକିତ୍ସା ଯୋଗାଇବା ପାଇଁ ତାଲିମ ଦେଇଛି। ଜେଞ୍ଜୋର ସହ-ପ୍ରତିଷ୍ଠାତା…

ତେଜ ପ୍ରତାପ ଯାଦବଙ୍କ ‘ନାଚ ନଚେତ୍ ନିଲମ୍ବିତ’ ଆଦେଶରେ ନାଚିବାରୁ ବିହାର ପୋଲିସ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ, ୧୬।୩: ବିହାର ବିଧାୟକ ତେଜ ପ୍ରତାପ ଯାଦବଙ୍କ ଅଙ୍ଗରକ୍ଷୀ ଭାବରେ ନିଯୁକ୍ତ ଜଣେ ପୋଲିସ କନଷ୍ଟେବଳଙ୍କୁ ବିଧାୟକଙ୍କ ନିର୍ଦ୍ଦେଶରେ ୟୁନିଫର୍ମ ପିନ୍ଧି ନାଚିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କୁ ତାଙ୍କ ପଦବୀରୁ ହଟାଇ ଦିଆଯାଇଛି।…

ବିନା ହେଲମେଟେରେ ଚଲାଉଥିଲେ ସ୍କୁଟି: RJD ନେତାଙ୍କ ନାମରେ ଏତିକି ଟଙ୍କାର ଜରିମାନା

ପାଟନା,୧୬।୩: ହୋଲି ପାଳନ ବେଳେ RJD ନେତା ତଥା ବିଧାୟକ ତେଜ ପ୍ରତାପ ଯାଦବଙ୍କ ସମସ୍ୟା ବଢ଼ାଇଛି। ବିନା ହେଲମେଟରେ ସ୍କୁଟି ଚଲାଇବାରୁ ବିହାର ପାଟନା ପୋଲିସ ତାଙ୍କ ନାମରେ ୪ ହଜାର ଟଙ୍କା ଚାଲାଣ କାଟିଛି। ଅନ୍ୟପକ୍ଷେ ତେଜ ପ୍ରତାପ…

‘କେଦାରନାଥରେ ଅଣହିନ୍ଦୁଙ୍କ ପ୍ରବେଶ ଉପରେ କଟକଣା ଜାରି ହେଉ’; ଭାଜପା ବିଧାୟିକାଙ୍କ ମନ୍ତବ୍ୟକୁ ନେଇ ବିବାଦ

ଡେରାଡୁନ୍‌, ୧୬।୩: କେଦାରନାଥ ଧାମ୍‌ରେ ଅଣହିନ୍ଦୁଙ୍କ ପ୍ରବେଶ ଏବଂ ଗତିବିଧି ଉପରେ କଟକଣା ଲଗାଯିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଏନେଇ କେଦାରନାଥର ଭାଜପା ବିଧାୟିକା ଆଶା ନୋଟିୟାଲ କହିଛନ୍ତି, କେତେକ ଅଣହିନ୍ଦୁ ତତ୍ତ୍ୱ କେଦାରନାଥ ଧାମ୍‌ର ପବିତ୍ରତାକୁ ନଷ୍ଟ କରିବା…

ବଜରଙ୍ଗ ଦଳ, ବିଶ୍ୱ ହିନ୍ଦୁ ପରିଷଦ ଏବଂ ଆର୍‌ଏସ୍‌ଏସ୍‌ର କାମ ଦଙ୍ଗା କରିବା, ଉସୁକାଇବା: ସଞ୍ଜୟ ରାଉତ  

ନୂଆଦିଲ୍ଲୀ,୧୬।୩: ବିନୋଦ ବଂଶଲଙ୍କ ବୟାନର ଜବାବରେ ବିବାଦୀୟ ବୟାନ ଦେଇଛନ୍ତି ସଞ୍ଜୟ ରାଉତ। ସେ କହିଛନ୍ତି ଯେ, ଦେଶ ବିଭାଜନ ଆଡକୁ ଗତି କରୁଛି। ମୋତେ ଆଜିର ପରିସ୍ଥିତି ୧୯୪୭ ପୂର୍ବ ପରିସ୍ଥିତି ସହିତ ସମାନ ଭଳି ମନେ ହେଉଛି। ଯେତେବେଳେ…

କିଏ ଏହି ଆମେରିକୀୟ ଲେକ୍ସ ଫ୍ରିଡମ୍ୟାନ, ଯିଏ ମୋଦିଙ୍କ ସହ କଲେ ୩ଘଣ୍ଟାର ଇଣ୍ଟରଭ୍ୟୁ

ନୂଆଦିଲ୍ଲୀ,୧୬।୩: ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଲମ୍ବା ଇଣ୍ଟରଭ୍ୟୁ କରିଛନ୍ତି। ତିନି ଘଣ୍ଟା ଧରି ସେ ମୋଦିଙ୍କ ସହ ଆଲୋଚନା କରିଛନ୍ତି। କହିରଖୁଛୁ କି,ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଆନ୍ତର୍ଜାତୀୟ ପୋଡକାଷ୍ଟ ଥିଲା। ଏହି…

ମୁସଲିମ ସମ୍ପ୍ରଦାୟରୁ ଅଧିକରୁ ଅଧିକ ଆଇପିଏସ-ଆଇଏଏସ ବାହାରନ୍ତୁ, ଏମିତି କାହିଁକି କହିଲେ ନୀତିନ ଗଡକରୀ

ନୂଆଦିଲ୍ଲୀ,୧୬।୩: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଶନିବାର କହିଛନ୍ତି ଯେ, ସେ ସାର୍ବଜନୀନ ଆଲୋଚନାରେ ଜାତି ଏବଂ ଧର୍ମକୁ ଆଣନ୍ତି ନାହିଁ। ମୁଁ ବିଶ୍ୱାସ କରେ ଯେ ଲୋକମାନେ ସମାଜର ସେବାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ବିବେଚନା କରନ୍ତି। ମୁସଲିମ ସମ୍ପ୍ରଦାୟକୁ…

ଭାରତର ବଡ଼ ଶତ୍ରୁ, ଆତଙ୍କୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମବାଦ,୧୬।୩: ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ…

ଆସିଲା ବଡ଼ ଖବର, ଏଣିକି ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ

ନୂଆଦିଲ୍ଲୀ,୧୬।୩: ଏଣିକି ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମାର୍ଚ୍ଚ ୧୮ରେ ଗୃହ ସଚିବ, ଆଇନ ସଚିବ ଏବଂ ଆଧାର କାର୍ଡ ଜାରି କରୁଥିବା ସଂସ୍ଥା, ଭାରତୀୟ ସୱତନ୍ତ୍ର ପରିଚୟ ପ୍ରାଧିକରଣ…

‘RSS ଆତଙ୍କବାଦୀ ସଙ୍ଗଠନ, ଶାଖାରେ ଶିଖାଯାଉଛି ଭୁଲ କଥା’, କଂଗ୍ରେସ ନେତାଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୧୫।୩: ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ ଏମପି ହୁସେନ ଦଲୱାଇ ଶନିବାର (ମାର୍ଚ୍ଚ ୧୫, ୨୦୨୫) ତୁଷାର ଗାନ୍ଧୀ, ଅସଦୁଦ୍ଦିନ ଓଓ୍ବାଇସି ଏବଂ ସଞ୍ଜୟ ରାଉତଙ୍କ ବୟାନ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ଏହା ବ୍ୟତୀତ, ସେ ଔରଙ୍ଗଜେବଙ୍କ ପ୍ରଶଂସା…

ରାନ୍ୟା ରାଓ କେମିତି ପାଲଟିଲେ Gold Smuggler? କ’ଣ ଥିଲା ସୁନା ଚାଲାଣ ରୁଟ୍‌, କିଏ ଦେଲା ସାଥ୍‌

ମୁମ୍ବାଇ,୧୫ା୩: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କ ସୁନା ଚୋରା ଚାଲାଣ ସମ୍ପର୍କରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ସୁନା ଚୋରା ଚାଲାଣ ପାଇଁ ରାନ୍ୟା କେଉଁ ରୁଟ୍‌ ବା ରାସ୍ତା ବ୍ୟବହାର କରୁଥିଲେ ଏବଂ ସେ ଏହାକୁ କିପରି କରୁଥିଲେ…

ଭାଜପାର ବଡ଼ ଅଭିଯୋଗ, କହିଲା ହିଂସା ଲୁଚାଉଛନ୍ତି ମମତା ସରକାର

କୋଲକାତା,୧୫।୩: ପଶ୍ଚିମବଙ୍ଗର ବୀରଭୂମି ଜିଲାରେ ଦୁଇଟି ଗୋଷ୍ଠୀ ମଧ୍ୟରେ ହିଂସାତ୍ମକ ସଂଘର୍ଷ ପରେ ସହରର କିଛି ଅଞ୍ଚଳରେ ଶନିବାର ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ରାଜ୍ୟ ସରକାର ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଏଠାରେ ଏକ ବଡ଼ ସୁରକ୍ଷା ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?