ତାତିରୁ ଆଶ୍ୱସ୍ତି: ହୋଲିରେ ପ୍ରବଳରୁ ଅତି ପ୍ରବଳ ବର୍ଷା!
ନୂଆଦିଲ୍ଲୀ,୧୩।୩: ଆରମ୍ଭ ହୋଇଯାଇଛି ତାତି । ତାତି ଏମିତି ବଢିଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ତେବେ ଏହାରି ଭିତରେ ଆସିଛି ଏକ ଆଶ୍ବସ୍ତିକର ଖବର । ବର୍ଷାକୁ ନେଇ ଆସିଛି ବଡ଼ ଖବର । ହୋଲିରେ…
୩ ଗୁଣା ବଢ଼ିଛି ଡିଜିଟାଲ ଆରେଷ୍ଟ
ନୂଆଦିଲ୍ଲୀ,୧୩ା୩ (ପି.ଟି./ଏଜେନ୍ସି)ସମୟକ୍ରମେ ଅପରାଧର ପରିଭାଷା ବଦଳିବାରେ ଲାଗିଛି। ଅପରାଧୀମାନେ ଲୋକଙ୍କୁ ଠକିବା ପାଇଁ ନୂଆ ନୂଆ ଉପାୟ ଆପଣାଉଛନ୍ତି। ସମ୍ପ୍ରତି ସ୍କୁଲ ପିଲାଙ୍କଠାରୁ ନେଇ ଗୃହିଣୀ, ସରକାରୀ ଚାକିରିଆ ଓ ବ୍ୟବସାୟୀମାନେ ମୋବାଇଲ ଫୋନ୍ ଓ ଇଣ୍ଟରନେଟ୍ ଉପରେ ଏଭଳି ନିର୍ଭରଶୀଳ…
ରାଜ୍ୟରେ ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ଫିଙ୍ଗି ଦିଆଯିବ: ଶୁଭେନ୍ଦୁ ଅଧିକାରୀ
କୋଲକାତା, ୧୨।୩: ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ବାହାରକୁ ଫିଙ୍ଗି ଦିଆଯିବ ବୋଲି ସେ କହିଛନ୍ତି। ପଶ୍ଚିମବଙ୍ଗ ବିଧାନସଭାରେ…
ନଦୀ ନାଳ ନିକଟରେ ରହୁଥିବା ଲୋକମାନଙ୍କ ପ୍ରତି ରହିଛି କର୍କଟ ରୋଗ ବିପଦ: ICMR
ଭୁବନେଶ୍ୱର,୧୨।୩: ଦେଶର ସର୍ବୋଚ୍ଚ ମେଡିକାଲ ପ୍ୟାନେଲ୍, ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ICMR) ଦ୍ୱାରା ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ନଦୀ ନାଳ ନିକଟରେ ରହୁଥିବା ଲୋକମାନେ କର୍କଟ ରୋଗରେ ପୀଡିତ ହେବାର ବିପଦର ସମ୍ମୁଖୀନ ହୁଅନ୍ତି।…
ବିଶ୍ୱର ଶ୍ରେଷ୍ଠ ୫୦ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍ରେ ଭାରତରୁ ୯
ନୂଆଦିଲ୍ଲୀ, ୧୨ା୩: ଉଚ୍ଚଶିକ୍ଷାକୁ ନେଇ ବିଶ୍ଳେଷଣ କରୁଥିବା ସଙ୍ଗଠନ ‘କ୍ୟୁଏସ୍’ ପକ୍ଷରୁ ବୁଧବାର ‘କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସ ୨୦୨୫’ର ତାଲିକା ଜାରି କରାଯାଇଛି। କ୍ୟୁଏସ୍ ପକ୍ଷରୁ ଜାରି ଏହି ବିଷୟଭିତ୍ତିିକ ବିଶ୍ୱର ଶ୍ରେଷ୍ଠ ୫୦ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍ରେ ଭାରତର ୯…
ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର
ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ…
ଜମ୍ମୁ-କଶ୍ମୀରରେ ପାକିସ୍ତାନୀ ବେଲୁନ: ଲୋକେ ଭୟଭୀତ,ଆଲର୍ଟରେ ସୁରକ୍ଷା ଏଜେନ୍ସି
ଜମ୍ମୁ,୧୨।୩: ବୁଧବାର (୧୨ ମାର୍ଚ୍ଚ) ସକାଳେ ଜମ୍ମୁ ଓ କାଶ୍ମୀରର ସାମ୍ବା ଜିଲାର ଘଗୱାଲ ସେକ୍ଟରରେ ଅନ୍ତର୍ଜାତୀୟ ସୀମା (ଆଇବି) ନିକଟରେ ଏକ ସନ୍ଦିଗ୍ଧ ବେଲୁନ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଧିକାରୀଙ୍କ ଅନୁଯାୟୀ, ଏହି ବେଲୁନଟି ପାଲୌନା ଗାଁର…
ମରିସସକୁ ମିଳିଲା ଭାରତର ସହଯୋଗ, ମୋଦି କହିଲେ ଶିକ୍ଷା, ସ୍ବାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ କରିବେ ସାହାଯ୍ୟ
ନୂଆଦିଲ୍ଲୀ/ପୋର୍ଟ ଲୁଇସ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ମରିସସ ଗସ୍ତରେ ଅଛନ୍ତି। ବୁଧବାର ସେ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ…
ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା
ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ…
୧୧ ବର୍ଷରେ ୨୧ ଦେଶ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଇଛନ୍ତି ସର୍ବୋଚ୍ଚ ସମ୍ମାନ
ନୂଆଦିଲ୍ଲୀ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସ ଗସ୍ତରେ ଅଛନ୍ତି। ଏହି ସମୟରେ, ମରିସସର ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ସର୍ବୋଚ୍ଚ ସମ୍ମାନ, ଗ୍ରାଣ୍ଡ କମାଣ୍ଡର ଅଫ ଦି ଅର୍ଡର ଅଫ ଦି ଷ୍ଟାର ଆଣ୍ଡ କି ଅଫ ଦି ଇଣ୍ଡିଆନ ଓସେନରେ…
ସପ୍ତାହରେ ୮ଘଣ୍ଟାରୁ ଅଧିକ ସମୟ କାମ କରନ୍ତି ଏହି ରାଜ୍ୟର ଲୋକ, ସରକାରୀ କର୍ମଚାରୀ କରନ୍ତି ଏତିକି ସମୟ, ଦେଖନ୍ତୁ ରାଜ୍ୟଓ୍ବାରୀ ଲିଷ୍ଟ
ନୂଆଦିଲ୍ଲୀ,୧୨।୩: ଗତ କିଛି ମାସ ହେଲା ଭାରତରେ କାର୍ଯ୍ୟ ସମୟକୁ ନେଇ ବିବାଦ ଉଠୁଛି। ଯେତେବେଳେ କିଛି କର୍ପୋରେଟ ମାଲିକ ସପ୍ତାହରେ 70 ଘଣ୍ଟା କିମ୍ବା ତା’ଠାରୁ ଅଧିକ କାମ କରିବାକୁ ସମର୍ଥନ କରିଥିଲେ, ସେତେବେଳେ ବହୁତ ହଙ୍ଗାମା ହୋଇଥିଲା। କୁହାଯାଇଥିଲା…
ଏଣିକି ଟଙ୍କା ପରି ATMରୁ କାଢିପାରିବେ ସୁନା, ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ…

