ଜାତୀୟ

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ ଭାଜପା ୟୁପିରେ ୨୦୨୭ ବିଧାନସଭା ନିର୍ବାଚନ ପାଇଁ ମୂଳଦୁଆ ପକାଇବାକୁ ଲକ୍ଷ୍ୟ ରଖିଛି…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ କେତେବେଳେ କୌଣସି ସରକାରୀ ଯୋଜନାର ବିବରଣୀ ସାମ୍ନାକୁ ଆସୁଛି। ଏହାରି ମଧ୍ୟରେ ନିକଟରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସାମିଲ ଅଛନ୍ତି। ଉତ୍ତର ପ୍ରଦେଶର ଆମେଠି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରନ୍ତି। ତାଙ୍କ ଜାତୀୟ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅଭିଜ୍ଞତା ଏବଂ ଉତ୍ସାହରେ ଭରା ନୂଆ ଟିମ ସଂଗଠନକୁ ଆଗକୁ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ ପରିବର୍ତ୍ତନ । ପ୍ରାୟ ୧୧ ବର୍ଷ ଧରି ଭାଜପା ଆଇଟି ସେଲ୍‌ର ଦାୟିତ୍ୱରେ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ ସିନ୍ଧିଆ, ତିରଥ…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିବାବେଳେ, ଏବେ ଏହାକୁ ଅଗଷ୍ଟ ୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ ଘୋଷଣା କରିଛନ୍ତି । ଫଳରେ ୭୫ ହଜାର ପର୍ଯ୍ୟନ୍ତ ସମବାୟ କୃଷି ଋଣ…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନୀତିନ ନବୀନଙ୍କ ନୂତନ ଦଳ…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ ହତ୍ୟା ପାଇଁ ତାଙ୍କ ପ୍ରେମିକଙ୍କ ଉପରେ ଅଭିଯୋଗ ଲଗାଇଛନ୍ତି। ଅନ୍ୟପକ୍ଷରେ, ପୋଲିସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?