Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…
ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଗାମୀ ବର୍ଷ ମଧ୍ୟରେ ସରକାର ଏକ କୋଟି ଯୁବକଙ୍କୁ AI ଦକ୍ଷତାରେ ତାଲିମ…
ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!
ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର ମୁକାବିଲା ପାଇଁ କରାଯାଇଥିବା ପ୍ରସ୍ତୁତି ପ୍ରଭାବଶାଳୀ ପ୍ରମାଣିତ ହୋଇଛି। ପ୍ରଧାନମନ୍ତ୍ରୀ ଜୋର ଦେଇ…
ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ
ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଲାଲକିଲ୍ଲାରେ ‘ବନ୍ଦେ ମାତରମ’ ଗାନ କରାଯାଇଥିଲା। ଲାଲକିଲ୍ଲାରେ ପ୍ରାୟ…
୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର
ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର ଭାବେ ପ୍ରଦାନ କରାଯିବ। ଉକ୍ତ ପୁରସ୍କାର ମଧ୍ୟରେ ୯ଟି କୀର୍ତ୍ତି ଚକ୍ର, ୧୯…
ଲାଲ୍କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…
ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ ଯୁବଶକ୍ତିର ଅବଦାନ ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ…
ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…
ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ଜାତୀୟ ପର୍ବର ଶୁଭେଚ୍ଛା ଜଣାଇବା ସହ ଆମର ଜାତୀୟ ପତାକା ତ୍ରିରଙ୍ଗା ଆମର…
ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି
ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ରୁଜୁ ହୋଇଥିବା ଫୌଜଦାରୀ ମାମଲା ଏବଂ ସମ୍ପୃକ୍ତ ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ…
କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ
ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ ତାଙ୍କୁ ଅବଜରଭେଶନ ପାଇଁ ହୃଦରୋଗ ବିଭାଗରେ ଭର୍ତ୍ତି କରାଯାଇଛି। ଗୁରୁବାର (୧୩ ଅଗଷ୍ଟ)…
ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’
ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ ପାଇଁ। ସୌରଭଙ୍କ ଦ୍ୱାରା ପ୍ରକାଶିତ ଏକ ଭିଡିଓ ପରେ, ବାର କାଉନସିଲ ଅଧ୍ୟକ୍ଷ…
କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଆବଶ୍ୟକତା ପଡ଼ିଲେ ପରିଣାମକୁ ଖାତିର ନକରି ଭାରତ ବିପଦକୁ…
Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା
ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ରାହୁଲଙ୍କ ସହିତ…
ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ ଯୋଗଦେବେ। ଇରାନ ଶୁକ୍ରବାର ପେଜେସ୍କିଆନଙ୍କ ଭାରତ ଗସ୍ତକୁ ନିଶ୍ଚିତ କରିଛି। ଭାରତ ଏହି…

