ଜାତୀୟ

ବଡ଼ ଆକ୍ସନ: ପୂର୍ବତନ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କ ସେବା ଶେଷ

ନୂଆଦିଲ୍ଲୀ,୨୧।୨: ରାଜଧାନୀ ଦିଲ୍ଲୀର ଭାଜପା ସରକାର ଆଜି ଅର୍ଥାତ୍‌ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନୂଆ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ ଏବଂ ମନ୍ତ୍ରୀମାନଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କ ସେବାକୁ ସମାପ୍ତ କରିଛନ୍ତି। କେବଳ ଏତିକି ନୁହେଁ, ପୂର୍ବ ସରକାରମାନଙ୍କ ଦ୍ୱାରା…

ହଠାତ୍‌ ବିଗିଡିଲା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୧।୨: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଛି। ଗୁରୁବାର ରାତିରେ ତାଙ୍କୁ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍‌ ଅଛି। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ନଜର…

ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ‘ମାଆମାନଙ୍କ ଗୋପନୀୟତା ସୁନିଶ୍ଚିତ କର’

ନୂଆଦିଲ୍ଲୀ,୨୧।୨: ବୁଧବାର ସୁପ୍ରିମକୋର୍ଟ ସାର୍ବଜନୀନ ସ୍ଥାନରେ ଶିଶୁ ଯତ୍ନ ଏବଂ ଶିଶୁମାନଙ୍କୁ ସ୍ତନ୍ୟପାନ କରାଇବା ପାଇଁ ପୃଥକ ସ୍ଥାନର ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି ଏବଂ ରାଜ୍ୟଗୁଡ଼ିକୁ ଏପରି ସୁବିଧାର ଉପଲବ୍ଧତା ସୁନିଶ୍ଚିତ କରିବାକୁ କହିଛନ୍ତି। ଜଷ୍ଟିସ୍ ବି.ଭି. ନାଗରତ୍ନ ଏବଂ…

ସୌରଭ ଗାଙ୍ଗୁଲିଙ୍କ କାରକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବଞ୍ଚିଗଲେ ପୂର୍ବତନ କ୍ରିକେଟର

କୋଲକାତା,୨୧।୨: ଗୁରୁବାର ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌରଭ ଗାଙ୍ଗୁଲି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବର୍ଧବାନ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ, ଦାନ୍ତନପୁର ନିକଟରେ ହଠାତ୍ ଏକ ଟ୍ରକ…

ଅରୁଣାଚଳ ସୀମାରେ ଚାଇନା ବସାଉଛି ୯୦ ଗାଁ

ନୂଆଦିଲ୍ଲୀ,୨୦ା୨: ତିବ୍ବତରେ ୨ଟି ସଦ୍ୟ ଘଟଣାକ୍ରମ ଉପରେ ସୁରକ୍ଷା ବିଶେଷଜ୍ଞମାନେ ନଜର ରଖିଛନ୍ତି। ପ୍ରଥମଟି ହେଲା ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ସଂଲଗ୍ନ ଅଞ୍ଚଳ ଉପରେ ଚାଇନା ୯୦ଟି ନୂଆ ଗ୍ରାମ ସ୍ଥାପନ କରୁଛି। ଅନ୍ୟ ଏକ ପଦକ୍ଷେପ ସ୍ବରୂପ ତିବ୍ବତ ଓ…

ପ୍ରଥମ କ୍ୟାବିନେଟ ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ଭାଜପା ସରକାର ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା ଲାଗୁ କରିବ। ପ୍ରଥମ କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହା ଘୋଷଣା କରିଛନ୍ତି। ଏଥିସହିତ ପୂର୍ବର ଆପ୍‌ ସରକାର ବିଳମ୍ବିତ କରିଥିବା ୧୪ଟି ସିଏଜି…

ଦିଲ୍ଲୀ ସରକାରରେ ବିଭାଗ ବଣ୍ଟନ: ଅର୍ଥ ବିଭାଗ ନିଜ ପାଖରେ ରଖିଲେ ରେଖା

ନୂଆଦିଲ୍ଲୀ,୨୦।୨: ଭାଜପା ବିଧାୟିକା ରେଖା ଗୁପ୍ତା ଦିଲ୍ଲୀର ୯ମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିବା ସହ ସଚିବାଳୟ ଯାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥିସହ ଦିଲ୍ଲୀରେ ରେଖା ସରକାର ଆରମ୍ଭ ହୋଇଛି। ୨୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବଧାନ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ଟି ବଡ଼ ନିଷ୍ପତ୍ତି: ଦିଲ୍ଲୀରେ ଲାଗୁ ହେବ…

ନୂଆଦିଲ୍ଲୀ,୨୦।୨: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ରେଖା ଗୁପ୍ତାଙ୍କ ବଡ଼ ଆକ୍ସନ ନେଇଛନ୍ତି। ପ୍ରଥମ କ୍ୟାବିନେଟ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ୨ଟି ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା।ଏନେଇ କ୍ୟାବିନେଟ ବୈଠକରେ ମଞ୍ଜୁରୀ ଦିଆଯାଇଛି।…

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ…

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ମୋହନ ମାଝୀ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା…

ସ୍କୁଟି, ବାଇକ ଚଲାଉଥିବା ଲୋକେ ହୋଇଯାଆନ୍ତୁ ସତର୍କ, ଆଦୌ କରନ୍ତୁନି ଏହି ଭୁଲ୍‌, ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ନୂଆଦିଲ୍ଲୀ,୨୦।୨: ଭାରତରେ ରାସ୍ତାରେ ଚାଲୁଥିବା ସମସ୍ତ ଯାନବାହନ ପାଇଁ କିଛି ନିୟମ ସ୍ଥିର କରାଯାଇଛି। ତେଣୁ ସମସ୍ତ ଡ୍ରାଇଭରମାନଙ୍କୁ ଏହା ମାନିବାକୁ ପଡିବ। ଏହି ନିୟମ ଉଲ୍ଲଂଘନ କଲେ ଜରିମାନା ଆଦାୟ କରାଯାଏ । ଅନେକ ସମୟରେ ଲୋକମାନେ ନିୟମ ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?