ଅନ୍ଲାଇନରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯ା୨:ୟୁଟ୍ୟୁବ୍ ଏବଂ ଅନ୍ୟାନ୍ୟ ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକରେ ‘ଅଶ୍ଳୀଳ କଣ୍ଟେଣ୍ଟ’ ପୋଷ୍ଟ ହେଉଥିବାରୁ ସେଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ବିଚାର କରନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ଆହ୍ବାନ ଦେଇଛନ୍ତି। କେତେକ ଚ୍ୟାନେଲ୍ ଏହି ପ୍ଲାଟ୍ଫର୍ମଗୁଡ଼ିକର ଦୁରୁପଯୋଗ କରୁଥିବାରୁ ସର୍ବୋଚ୍ଚ…
କାମ ଦେଲାନି ମୋଦିଙ୍କ ଆଲୋଚନା: ଟ୍ରମ୍ପ ନେଲେ କଠୋର ନିଷ୍ପତ୍ତି, ବଡ଼ କ୍ଷତି ସହିବ ଭାରତ
ଓ୍ବାଶିଂଟନ୍.୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବରେ ଭାରତର ଚିନ୍ତା ବୃଦ୍ଧି କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ଭଲ ସମ୍ପର୍କ ବିଷୟରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ଟ୍ରମ୍ପଙ୍କୁ ନିଜର…
ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର
ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍ ତମିମ ବିନ୍ ହମଦ୍ ଅଲ୍-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ନିବେଶ, ଶକ୍ତି,…
ଅବସର ନେଲେ ସିଇସି ରାଜୀବ କୁମାର
ନୂଆଦିଲ୍ଲୀ,୧୯।୨: ୨୦୨୪ ଲୋକ ସଭା ନିର୍ବାଚନ ସମେତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରିଚାଳନାର ନେତୃତ୍ୱ ନେଇଥିବା ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ସେ ୨୦୨୦ ସେପ୍ଟେମ୍ବର ୧ରେ ନିର୍ବାଚନ କମିଶନର ଭାବେ…
Mamata Banerjee Controversial Remark: ମହାକୁମ୍ଭ ନା ମୃତ୍ୟୁକୁମ୍ଭ, ଯୋଗୀ ସରକାରଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ
କୋଲକାତା,୧୮।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭମେଳାର କଥିତ କୁପରିଚାଳନା ପାଇଁ କେନ୍ଦ୍ର ସରକାର ଏବଂ ଭାଜପା ୟୁପି ସରକାରଙ୍କୁ ସମାଲୋଚନା କରିଛନ୍ତି। ମହାକୁମ୍ଭ ମେଳାରେ ହୋଇଥିବା ବିଶୃଙ୍ଖଳା ବିଷୟରେ…
Kumbh Mela ପରେ ଗଙ୍ଗାପାଣିରେ ମିଳିଲା କ୍ଷତିକାରକ ବ୍ୟାକ୍ଟେରିଆ, ସ୍ନାନ କରିଥିଲେ ହୋଇପାରେ…ଚମକାଇଦେବ ରିପୋର୍ଟ
ନୂଆଦିଲ୍ଲୀ,୧୮।୨: ନିକଟରେ କୁମ୍ଭମେଳା ସରିଥିବାବେଳେ ଗଙ୍ଗା-ଯମୁନାରେ ପ୍ରଦୂଷଣ ବୃଦ୍ଧି ପାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନଜିଟି)କୁ ଏହାର ରିପୋର୍ଟ ଦାଖଲ କରିଛି। ଏହି ରିପୋର୍ଟରେ କୁହାଯାଇଛି ଯେ ମହାକୁମ୍ଭ ସମୟରେ ପ୍ରୟାଗରାଜରେ ମଳ କୋଲିଫର୍ମ…
ମନି ଲଣ୍ଡରିଂ ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ରୁଜୁ ହେବ ମାମଲା, ମଞ୍ଜୁରୀ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୮।୨: ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ମୁସ୍କିଲ ବଢ଼ିଯାଇଛି। ଏବେ ତାଙ୍କ ବିରୋଧରେ କୋର୍ଟରେ ମାମଲା ରୁଜୁ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଏହାକୁ ଅନୁମୋଦନ କରିଛନ୍ତି। ଗୃହ ମନ୍ତ୍ରଣାଳୟ ଗତ ଶୁକ୍ରବାର…
Video:ପ୍ରଥମଥର ବିମାନରେ ବସିଲେ ମୋନାଲିସା: ଷ୍ଟାଇଲିସ୍ ଲୁକ୍ ଦେଖି ଲୋକେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୮।୨: ମହାକୁମ୍ଭର ଭାଇରାଲ ଗାର୍ଲ ମୋନାଲିସାଙ୍କ ଭାଗ୍ୟ ଫିଟିଛି। ସେ ଖୁବଶୀଘ୍ର ଫିଲ୍ମ ଜଗତରେ ପାଦ ଦେବାକୁ ଯାଉଛନ୍ତି। ପ୍ରତିଦିନ ମୋନାଲିସାଙ୍କ ନୂଆ ନୂଆ ଭିଡିଓ ସୋସିଆଲ ମିଡିଆରେ ଆସୁଛି। ଏବେ ତାଙ୍କର ଆଉ ଏକ ଭିଡିଓ ଚର୍ଚ୍ଚାରେ ଅଛି। ଏହି…
Indian Politics: ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ରାହୁଲ ଖପ୍ପା, କହିଲେ, ‘ମଧ୍ୟରାତ୍ରିରେ ନିଷ୍ପତ୍ତି ନେବା…’
ନୂଆଦିଲ୍ଲୀ,୧୮।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସରକାର ନିର୍ବାଚନ କମିଶନରଙ୍କ ଚୟନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ କମିଶନର ଏବଂ ମୁଖ୍ୟ…
ୟୁଟ୍ୟୁବରେ ବ୍ୟାପୁଥିବା ଅଶ୍ଳୀଳତାକୁ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ: କେନ୍ଦ୍ର ସରକାରଙ୍କୁ କଲେ ଏମିତି ପ୍ରଶ୍ନ
ନୂଆଦିଲ୍ଲୀ,୧୮।୨: ଏକ ୟୁଟ୍ୟୁବ ଶୋ’ରେ ରଣବୀର ଆଲ୍ଲାହାବାଦିଆ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ୟୁଟ୍ୟୁବ ପ୍ଲାଟଫର୍ମରେ ପ୍ରସାରିତ ଅଶ୍ଳୀଳତା ସମ୍ପର୍କରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଶୁଣାଣି ସମୟରେ, ସୁପ୍ରିମକୋର୍ଟ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍ କଲା ଆପ୍
ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ ଏହାର ସମୟ ଅପରାହ୍ନ ୪.୩୦ ରେ ସ୍ଥିର କରାଯାଇଥିଲା। ଦିଲ୍ଲୀର ରାମଲୀଳା ମଇଦାନରେ…
ମହାରାଷ୍ଟ୍ରରେ ଟଣାଭିଡା! ଶିନ୍ଦେ କରୁଛନ୍ତି ଅଲଗା ବୈଠକ, ସେପଟେ ଫଡନଭିସ ନେଲେଣି ୨୦ ବିଧାୟକଙ୍କୁ ନେଇ…
ମୁମ୍ବାଇ,୧୮।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ସବୁକିଛି ଠିକ ନାହିଁ। ଫଡନଭିସ ସରକାରଙ୍କ ସାମ୍ପ୍ରତିକ ନିଷ୍ପତ୍ତିରୁ ଏହା ଅନୁମାନ କରାଯାଇପାରିବ। ସୋମବାର ଫଡନଭିସ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀର ୨୦ ଜଣ ଶିବସେନା ବିଧାୟକଙ୍କ ସୁରକ୍ଷାକୁ…

