ଭାରତ ଫେରିଲେ ମୋଦି, ହଟିବ ଦିଲ୍ଲୀ ସସ୍ପେନ୍ସ: ଶାହା-ନଡ୍ଡାଙ୍କ ସହ ହେବ ମନ୍ଥନ
ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଏବଂ ଆମେରିକା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଖୁବ ଶୀଘ୍ର ଅନ୍ତ ହେବ। ନୂତନ ମୁଖ୍ୟମନ୍ତ୍ରୀ ଏବଂ ନୂତନ ସରକାରଙ୍କ ଶପଥ ଗ୍ରହଣ ତାରିଖ ଘୋଷଣା…
ମଦ ପିଇବାରେ ଏହି ରାଜ୍ୟର ମହିଳା ସବୁଠୁ ଆଗରେ: ସର୍ଭେ ରିପୋର୍ଟରେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୫।୨: ଦେଶରେ ମଦ୍ୟପାନକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏକ ସର୍ଭେ କରାଯାଇଛି, ଯେଉଁଥିରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏହି ସର୍ଭେ ବହୁତ ଆକର୍ଷଣୀୟ, ଯାହା ଆଜିକାଲି ବହୁତ…
ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ
ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି…
ମମତା ପୁଣି ମହାମଣ୍ଡଳେଶ୍ୱର
ପ୍ରୟାଗରାଜ,୧୫ା୨: ଏକଦା ହିନ୍ଦୀ ଚଳଚ୍ଚିତ୍ର ଜଗତରେ ନିଜ ଅଭିନୟର ଚାତୁରୀ ଓ ଅଙ୍ଗ ପ୍ରଦର୍ଶନକୁ ନେଇ ବହୁଚର୍ଚ୍ଚିତ ଥିବା ମମତା କୁଲକର୍ଣ୍ଣୀ ଦୀର୍ଘ ୨୫ ବର୍ଷ ଧରି ବଲିଉଡ୍ରୁ ଉଭାନ ହୋଇଯାଇଥିଲେ। ନିକଟରେ ସେ କେନିଆରୁ ମୁମ୍ବାଇକୁ ଫେରିଥିଲେ। ଉତ୍ତରପ୍ରଦେଶର ପ୍ରୟାଗରାଜରେ…
ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ ସୁନୀତା ଓ୍ବିଲିୟମ୍ସ
ଓ୍ବାଶିଂଟନ,୧୫।୨: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)ରେ ଦୀର୍ଘ ୮ ମାସରୁ ଊର୍ଦ୍ଧ୍ୱ ସମୟ ରହିବା ପରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍ ଓ୍ବିଲ୍ମୋର ମାର୍ଚ୍ଚ ୧୯ରେ ପୃଥିବୀକୁ ଫେରିବେ। ମହାକାଶରୁ ସେମାନଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୧୨ରେ କ୍ରିଉ-୧୦…
ମଦ ପ୍ରେମୀଙ୍କ ପାଇଁ ଖୁସିଖବର! ଟ୍ରମ୍ପ-ମୋଦି ନେଲେ ବଡ଼ ନିଷ୍ପତ୍ତି, ଏଣିକି…
ନୂଆଦିଲ୍ଲୀ,୧୫।୨: ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ମଧ୍ୟରେ, ଆମେରିକାରୁ ଆମଦାନି ହେଉଥିବା ବର୍ବନ ହ୍ବିସ୍କି ପାଇଁ ମଧ୍ୟ ଏକ ପ୍ରମୁଖ…
ଡିଲ୍ ଫାଇନାଲ୍, ମୋଦିଙ୍କ ଆଗରେ ବଡ଼ ଘୋଷଣା କଲେ Trump, ପାକିସ୍ତାନ ଥରହର
ଓ୍ବାଶିଂଟନ୍,୧୪।୨: ଭାରତ ଏବଂ pakistan ମଧ୍ୟରେ ଦୀର୍ଘ ସମୟ ଧରି ଏକ ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ରହିଛି। ଭାରତ ବାରମ୍ବାର ପାକିସ୍ତାନ ଉପରେ ଆତଙ୍କବାଦୀ ସଂଗଠନଗୁଡ଼ିକୁ ସମର୍ଥନ କରୁଥିବା ଅଭିଯୋଗ କରିଆସୁଛି। ୨୦୦୮ ମସିହାରେ ମୁମ୍ବାଇ ଆକ୍ରମଣ ଏବଂ ପଠାନକୋଟ ଆକ୍ରମଣ ପରେ…
Valentine’s Day: ପ୍ରେମ ଦିବସରେ ନୂଆ ପ୍ରେମିକାଙ୍କ ନାଁ ଖୁଲାସା କଲେ Lalit Modi, ସୁସ୍ମିତା ସେନଙ୍କ ସହ ବ୍ରେକଅପ୍…
ନୂଆଦିଲ୍ଲୀ,୧୪।୨: IPL ପ୍ରତିଷ୍ଠାତା ତଥା ଏହାର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦିଙ୍କ ଲଭଷ୍ଟୋରୀରେ breakup । ଅଭିନେତ୍ରୀ Sushmita Sen ଓ ଲଲିତ ମୋଦିଙ୍କ ମଧ୍ୟରେ ଆଉ ପ୍ରେମ ସମ୍ପର୍କ ନାହିଁ । ଲଲିତ ମୋଦିଙ୍କୁ ମିଳିଛି ନୂଆ ପ୍ରେମିକା ।…
ଘରେ ଝୁଲୁଛି ତାଲା, ଦୁଇ ଦିନ ହେଲାଣି ଖୋଜୁଛି ପୋଲିସ, କେଉଁଠି ଅଛନ୍ତି Ranveer Allahabadia?
ନୂଆଦିଲ୍ଲୀ,୧୪।୨: କମେଡିଆନ୍ ସମୟ ରାଇନାଙ୍କ ଶୋ’ ’ଇଣ୍ଡିଆଜ ଗଟ ଲାଟେଣ୍ଟ’ରେ ପିତାମାତାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ରଣବୀର ଆଲ୍ଲାହାବାଦିଆ ବିବାଦରେ ଫସି ଯାଇଛନ୍ତି। ତାଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ କରାଯାଇଛି। ପୋଲିସ ତାଙ୍କୁ ତାଙ୍କ ବୟାନ ରେକର୍ଡ କରିବା ପାଇଁ…
ମୋଦିଙ୍କ ଆଗରେ ଏତେ ବଡ଼ ମିଛକଥା କହିଦେଲେ Donald Trump , ଧରାପଡିଲା ସତ… ଦେଶରେ ଚହଳ
ଓ୍ବାଶିଂଟନ୍,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନି ତାଙ୍କର ୨ ଦିନିଆ ଆମେରିକା ଗସ୍ତରୁ ଫେରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଅନେକ ଲୋକପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ କରିଥିଲେ। ତଥାପି, ସମସ୍ତଙ୍କ ନଜର ଯେଉଁ ସାକ୍ଷାତ ଉପରେ ଥିଲା ତାହା ହେଉଛି…
ଖୁସି ଖବର: ଚଳିତ ବର୍ଷ 40% ବଢିଯିବ ଏମାନଙ୍କ ଦରମା
ନୂଆଦିଲ୍ଲୀ,୧୪।୨: କର୍ପୋରେଟ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ପାଇଁ ୨୦୨୫ ବର୍ଷ ପାଇଁ ଖୁସି ଖବର। ଏହି ବର୍ଷ, ଦରମା ପ୍ରାୟ ୬ ରୁ ୧୫ ପ୍ରତିଶତ ବୃଦ୍ଧି ପାଇବାର ଆଶା କରାଯାଉଛି। ବିଶ୍ୱସ୍ତରୀୟ ନିଯୁକ୍ତି ପରାମର୍ଶଦାତା କମ୍ପାନୀ ମାଇକେଲ ପେଜର…

