ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା
ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ ନୁହେଁ, ବରଂ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ନିଜର ସ୍ପଷ୍ଟ ମତାମତ ରଖିବା…
ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ ବିଚାର ପାଇଁ ପଠାଯିବା ନେଇ ଗତ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ଏକ ବିଭାଜିତ ରାୟ…
ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ
ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫାରେ ବିକ୍ଷୋଭ ବନ୍ଦ ହୋଇଯିବ ନାହିଁ ବୋଲି ସିଜେପି ବୁଧବାର ଚେତାବନୀ ଦେଇଛି।…
ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’
ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ…
ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….
ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ ଏବଂ ସେପ୍ଟେମ୍ବର ୮…
ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….
ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ହିମନ୍ତ ରାହୁଲ ଗାନ୍ଧୀଙ୍କୁ ଚେତାବନୀ ଦେଇ କହିଛନ୍ତି, ଭାରତରେ ଯେପର୍ଯ୍ୟନ୍ତ ସନାତନର ଶକ୍ତି…
ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….
ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ ମଧ୍ୟ ଦବି ରହିଥିବା ଆଶଙ୍କା କରାଯାଉଛି । କହିରଖୁଛୁ କି, ମଙ୍ଗଳବାର ରାତିରେ…
ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ରସୌଲୀ ରେଲୱେ ଷ୍ଟେଶନରେ ଅଯୋଧ୍ୟା-ଲକ୍ଷ୍ନୌ ଟ୍ରେନରେ ଚେକିଂ ସମୟରେ…
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ ସାଂସ୍କୃତିକ ବ୍ୟାପାର ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି ଏବଂ ତାଙ୍କୁ କ୍ୟାବିନେଟ୍…
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟ ନେତାଙ୍କ ସାକ୍ଷାତର ଏକ ଫଟୋ…
ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ
ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’ ମେଣ୍ଟର ଏମପିମାନେ ଦିଲ୍ଲୀରେ ଏକାଠି ହୋଇଥିଲେ। ମଲ୍ଲିକାର୍ଜୁନ ଖାର୍ଗେ, ବିରୋଧୀ ଦଳ ନେତା…
କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ
ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଗତକାଲି ଦେଶର ରାଜଧାନୀ ଦିଲ୍ଲୀର ଆକାଶବାଣୀ ଭବନ ନିକଟରେ ମୁଖ୍ୟ ନିର୍ୱାଚନ କମିଶନର…

