ଜାତୀୟ

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି ପଡ଼ିଛି। ଆଶଙ୍କା କରାଯାଉଛି ଯେ ୧୫ ରୁ ୨୦ ଜଣ ଶ୍ରମିକ ଭଗ୍ନାବଶେଷ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩ ରେ ୫୭ ଦିନ ଧରି ଚାଲିଥିବା ଏହି ତୀର୍ଥଯାତ୍ରା ଆରମ୍ଭ ହେବାର ମାତ୍ର…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ ନାହିଁ, କାରଣ ସେ ତାଙ୍କ କାର୍ଯ୍ୟ ପାଇଁ ଦଣ୍ଡ ପାଇବାକୁ ଯୋଗ୍ୟ। ଗଣମାଧ୍ୟମ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ ଅନୁଯାୟୀ, ଗାଡି ଚଲାଇବା ଶିଖୁଥିବା ଜଣେ ମହିଳା ସ୍କୁଲ ଗାଡ଼ି ପାଇଁ ଅପେକ୍ଷା…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା। ବଙ୍ଗଳାରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଘଟଣା ଯେ…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ ଏକ ସମ୍ଭାବ୍ୟ ରନଓ୍ବେ ଦୁର୍ଘଟଣାକୁ ଅଳ୍ପକେ ଏଡ଼ାଇ ଦେଇଥିଲା। ଏୟାର ଇଣ୍ଡିଆର ଜଣେ…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି ସିଲିଣ୍ଡରକୁ ଘରକୁ ମଗାଇଲେ ଗ୍ରାହକଙ୍କୁ ଅଧିକ ଶୁଳ୍କ ଦେବାକୁ ହେବ। ଆସନ୍ତୁ ଜାଣିବା…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ ସ୍ବାମୀ କେତନଙ୍କୁ ହତ୍ୟା କରିବାର ୪ ମାସ ପୂର୍ବରୁ ପ୍ରେମିକ ଚେତନ ଚୌଧରୀଙ୍କୁ…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ ‘ସ୍ମାର୍ଟ ଆଲଗାଲ୍‌ ଲିକ୍ୱିଡ ଟ୍ରି’(ଏସ୍‌ଏଏଲ୍‌ଟି) ବିକଶିତ କରିଛନ୍ତି। ଏହା ଏକ ବାୟୁ ବିଶୋଧନ…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର କରାଇବାରେ ସହାୟକ ହୋଇଥିଲା ବୋଲି ସେ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କଡ଼ା ଆଭିମୁଖ୍ୟ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri