ଜାତୀୟ

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗ ଆଣିଛନ୍ତି। ତାଙ୍କ ଦାବି ଅନୁସାରେ,…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏହା କହିଛନ୍ତି। ଜଣେ ୧୬ ବର୍ଷୀୟ ବଳାତ୍କାର ପୀଡ଼ିତାଙ୍କ…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ ଗ୍ରହଣ କରି କହିଛି ଯେ, ଉଭୟ ଦେଶ ମଧ୍ୟରେ ସୀମା ପରିସ୍ଥିତି ବର୍ତ୍ତମାନ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର ଉଭୟ ଗୃହକୁ ଅଚଳ କରି ରଖିଥିବାବେଳେ ଶେଷ ମୁହୂର୍ତ୍ତରେ ଶାହା ଆଲୋଚନାରେ ଭାଗ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ରାଜପଥ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ବିରୋଧୀଙ୍କୁ ଜବାବ ଦେଇ କହିଛନ୍ତି, ଆପଣ ଆଲୋଚନା ଚାହାଁନ୍ତି ବୋଲି ଏକ ଲିଖିତ…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଏବେ ଭାଜପା ଏମପି ତଥା ଅଭିନେତ୍ରୀ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି ହତ୍ୟାକାଣ୍ଡର ଷଡ଼ଯନ୍ତ୍ର ସ୍ୱୟଂ ସ୍ତ୍ରୀ ହିଁ ରଚିଥିଲେ । ସ୍ୱାମୀଙ୍କୁ ନିଦ ବଟିକା…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି ପଚାରୁଥିଲେ ଯେ ‘ଯନ୍ତର-ମନ୍ତର ସିଜିନ୍-୨’ କେବେ ଆରମ୍ଭ ହେବ? ମୁଁ ସେମାନଙ୍କୁ କହିବାକୁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ସରକାର ଏହି ଯୋଜନାର ଅବଧିକୁ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ ବର୍ତ୍ତି ଯାଇଛି। କିନ୍ତୁ ଦିଲ୍ଲୀ ଏୟାରପୋର୍ଟ ପରି ଆଜି ଚେନ୍ନାଇ ଏୟାରପୋର୍ଟରେ ମଧ୍ୟ…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର ଏକ ନିଚ୍ଛକ ଉଦାହରଣ ଜବଲପୁରରେ ଦେଖିବାକୁ ମିଳିଛି। ଟଙ୍କା ପାଇଁ ବିବାଦ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?