ଜାତୀୟ

ଟ୍ରମ୍ପ ଆସିଲା ପରେ ଭାରତକୁ ବଡ଼ ସଫଳତା: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଦୋଷୀଙ୍କ ହେବେ ପ୍ରତ୍ୟର୍ପଣ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୫।୧: ଆମେରିକାର ସୁପ୍ରିମକୋର୍ଟ ଶନିବାର ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଦୋଷୀ ତହୱୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଭାରତ ଦୀର୍ଘ ଦିନ ଧରି ପାକିସ୍ତାନୀ ବଂଶୋଦ୍ଭବ କାନାଡିଆନ ନାଗରିକ ରାଣାଙ୍କ ପ୍ରତ୍ୟର୍ପଣ ପାଇଁ ଦାବି କରିଆସୁଥିଲା। ୨୦୦୮…

ଶିଶୁ ସ୍ବାସ୍ଥ୍ୟ, ଶିକ୍ଷାକୁ ପ୍ରଭାବିତ କରୁଛି ପ୍ରଦୂଷଣ, ଗ୍ରୀଷ୍ମଲହର

ନୂଆଦିଲ୍ଲୀ,୨୫।୧: ଗ୍ରୀଷ୍ମ ଲହର ଏବଂ ବାୟୁ ପ୍ରଦୂଷଣ ଭଳି ପରିବେଶ ସମସ୍ୟା ଯୋଗୁ ଭାରତରେ ଶିଶୁମାନେ ଉଲ୍ଲେଖନୀୟ ଆହ୍ବାନର ସମ୍ମୁଖୀନ ହେଉଛନ୍ତି। ଏହା ପିଲାମାନଙ୍କ ସ୍ବାସ୍ଥ୍ୟ ଓ ଶିକ୍ଷା ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବା ୟୁନିସେଫ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି।…

କାର୍ଯ୍ୟସ୍ଥଳରେ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଯୌନ ନିର୍ଯାତନା: ହାଇକୋର୍ଟ

ଚେନ୍ନାଇ,୨୫।୧: କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଏବଂ ଯେକୌଣସି ଅପ୍ରିୟ ବ୍ୟବହାର ଯୌନ ନିର୍ଯାତନା ବୋଲି ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଟିପ୍ପଣୀ ଦେଇଛନ୍ତି। ପୋସ୍‌ ଆଇନ ଅନୁଯାୟୀ, ଉତ୍ପୀଡ଼ନର ଶିକାର ହୋଇଥିବା ମହିଳାଙ୍କ…

ସଂସଦୀୟ କମିଟି ବୈଠକରେ ପ୍ରବଳ ହଟ୍ଟଗୋଳ: ୧୦ ଏମ୍‌ପି ନିଲମ୍ବିତ

ନୂଆଦିଲ୍ଲୀ,୨୪।୧: ୱାକଫ ସଂଶୋଧନ ବିଲ ଉପରେ ସଂସଦୀୟ କମିଟି ବୈଠକରେ ଶୁକ୍ରବାର ପ୍ରବଳ ହଟ୍ଟଗୋଳ ହୋଇଥିଲା। ହଟ୍ଟଗୋଳ ଥମି ନଥିବା ଦେଖି, କମିଟିର ୧୦ ଜଣ ଏମ୍‌ପିଙ୍କୁ ପୂରା ଦିନ ପାଇଁ କମିଟିର ସଦସ୍ୟତାରୁ ନିଲମ୍ବିତ କରାଯାଇଥିଲା। ବୈଠକ ପୂର୍ବରୁ ବିରୋଧୀ…

ଏହିଦିନ ମହାକୁମ୍ଭରେ ବୁଡ ପକାଇବେ ମୋଦି

ନୂଆଦିଲ୍ଲୀ,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଫେବୃଆରୀରେ ମହାକୁମ୍ଭରେ ସ୍ନାନ କରିବେ। ତାଙ୍କର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସେହି ଦିନ କଂଗ୍ରେସ ରାଜ୍ୟ ସଭାପତି ଅଜୟ ରାୟ ମଧ୍ୟ ତ୍ରିବେଣୀରେ ବୁଡ଼ ପକାଇବେ। କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷଙ୍କ ସହ ଦଳର ଆଉ…

ସ୍ତ୍ରୀଙ୍କୁ ମନାଇବାକୁ ଆସିଥିଲେ ସ୍ବାମୀ, ବୁଝିଲେନି ସ୍ତ୍ରୀ: ଶେଷରେ ନିଜକୁ ଜାଳିଦେଲେ …

ବେଙ୍ଗାଲୁରୁ,୨୪।୧: ବଢି ଚାଲଇଛି ଘରୋଇ ହିଂସା। ହାଇଦ୍ରାବାଦରେ ଜଣେ ପୂର୍ବତନ ସୈନିକ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ଖଣ୍ଡ ଖଣ୍ଡ କରି ପ୍ରସରକୁକର୍‌ରେ ସିଝାଇବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ବେଙ୍ଗାଲୁରୁ…

ଅସ୍ତ୍ର କାରଖାନାରେ ବଡ଼ ବିସ୍ଫୋରଣ: ୫ ମୃତ, ଅନେକ ଆହତ

ପୁଣେ,୨୪।୧: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଅସ୍ତ୍ର କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ…

ବାପାଙ୍କୁ ହରାଇଲେ ରାଜପାଲ ଯାଦବ, ୨ ଦିନ ପୂର୍ବେ ମିଳିଥିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧: ଅଭିନେତା ରାଜପାଲ ଯାଦବଙ୍କ ବାପାଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କର ଅନ୍ତିମ ସଂସ୍କାର ଶାହାଜାହାଁପୁରରେ କରାଯିବ ବୋଲି ଜଣାପଡ଼ିଛି। ବାପାଙ୍କ ଅସୁସ୍ଥତାକୁ ନେଇ ରାଜପାଲ ଗୁରୁବାର ଥାଇଲାଣ୍ଡରୁ ଦିଲ୍ଲୀ ଫେରିଥିଲେ।…

ମନ୍ଦିରରେ ନନ-ଭେଜ ବିରିଆନି ଖାଇଲେ ଏମ୍‌ପି: ମୁଣ୍ଡ ଟେକିଲା ବିବାଦ

ଚେନ୍ନାଇ,୨୪।୧: ତାମିଲନାଡୁରେ ବିରିୟାନି ଖାଇବାକୁ ନେଇ ଏକ ନୂତନ ବିବାଦ ଦେଖାଦେଇଛି। ଭାଜପା ରାଜ୍ୟ ସଭାପତି ଆନ୍ନାମଲାଇ ଏବଂ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ(ଆଇୟୁଏମ୍‌ଏଲ୍‌) ଏମ୍‌ପି ନଭାସାକାନି ପରସ୍ପର ବିରୋଧରେ ଅଭିଯୋଗ ଆଣିଥିଲେ। ଆନ୍ନାମଲାଇ ଅଭିଯୋଗ କରିଛନ୍ତି, ନଭାସାକାନି ମାଦୁରାଇର ତିରୁପାରଙ୍ଗୁନରାମ…

କର୍ନାଟକରେ ମୁଖ୍ୟମନ୍ତ୍ରୀ ବଦଳାଇବ କଂଗ୍ରେସ? ସିଦ୍ଧରମୈୟାଙ୍କ ବୟାନକୁ ନେଇ ରାଜନୀତି ସରଗରମ

ବେଙ୍ଗାଲୁରୁ,୨୪।୧: କର୍ନାଟକରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରିପାରେ। ଯଦିଓ ଦଳ ପକ୍ଷରୁ ଏ ସମ୍ପର୍କରେ ଆନୁଷ୍ଠାନିକ ଭାବରେ କିଛି କୁହାଯାଇ ନାହିଁ, କିନ୍ତୁ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଦ୍ୱାରା ଦିଆଯାଇଥିବା ବୟାନକୁ ନେଇ ଅନୁମାନ କରାଯାଉଛି। ରାଜ୍ୟରେ ନିର୍ବାଚନ ଜିତିବା ପରେ, ଅଢ଼େଇ…

ମାତା ବୈଷ୍ଣୋ ଦେବୀଙ୍କ ଭକ୍ତିରେ ଲୀନ ଫାରୁକ ଅବଦୁଲ୍ଲା: ଗାଇଲେ ଭଜନ

ଶ୍ରୀନଗର,୨୪।୧: ନ୍ୟାଶନାଲ କନଫରେନ୍ସ ମୁଖ୍ୟ ଏବଂ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଜଣେ ଦମ୍‌ଦାର ରାଜନେତା। ରାଜନୀତି ସହିତ, ଧାର୍ମିକ ପ୍ରସଙ୍ଗରେ ତାଙ୍କର ଭିନ୍ନ ଭିନ୍ନ ଦୃଷ୍ଟିକୋଣ ସମୟ ସମୟରେ ଦେଖିବାକୁ ମିଳେ। ପୁଣିଥରେ ଫାରୁକ ଅବଦୁଲ୍ଲାଙ୍କୁ ବୈଷ୍ଣୋ ଦେବୀ…

ଆକ୍ରମଣର ଦେଢ ଘଣ୍ଟା ପରେ ହସ୍ପିଟାଲରେ ପହଞ୍ଚିଥିଲେ ସୈଫ, ଇବ୍ରାହିମ ନୁହେଁ ଏହି ବ୍ୟକ୍ତି…

ମୁମ୍ବାଇ.୨୪।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଛୁରୀରେ ହୋଇଥିବା ଆକ୍ରମଣ ମାମଲାରେ ଏକ ନୂଆ ଏବଂ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଭିନେତାଙ୍କ ସହ ଘଟିଥିବା ଘଟଣା ପରେ, ତାଙ୍କୁ ଜାନୁଆରୀ ୧୬, ଗୁରୁବାର ସକାଳ ୪ଟା୧୧ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?