ଜାତୀୟ

ମହାକୁମ୍ଭ ମେଳାର ସାଟେଲାଇଟ ଫଟୋ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ, ୨୨ା୧: ପ୍ରତି ୧୨ ବର୍ଷରେ ଥରେ ଆୟୋଜନ ହେଉଥିବା ବିଶ୍ୱର ସବୁଠୁ ବଡ଼ ଧାର୍ମିକ ସମାରୋହ ମହାକୁମ୍ଭ ମେଳା ଗତ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଛି। ତେବେ ଉନ୍ନତ ଜ୍ଞାନ କୌଶଳର ବ୍ୟବହାର କରି ଭାରତୀୟ ମହାକାଶ…

‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ପ୍ରକୃତ ‘BOSS“

ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଫିଜି ଗଣରାଜ୍ୟର ପ୍ରଧାନମନ୍ତ୍ରୀ ସିଟେନି ଲିଗାମାମାଡ଼ା ରାବୁକା। ସେ ମୋଦିଙ୍କୁ ବିଶ୍ୱର ପ୍ରକୃତ ବସ୍‌(ମାଲିକ) ବୋଲି କହିଛନ୍ତି। ଏଥିସହ ସେ ମୋଦିଙ୍କ ସବ୍‌କା ସାଥ୍‌, ସବ୍‌କା ବିକାଶର ମଧ୍ୟ ପ୍ରଶଂସା କରିଛନ୍ତି।…

ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ ଭାରତୀୟ ସଂସ୍କୃତି ପ୍ରତି ତାଙ୍କର ପ୍ରେମ ଏବଂ ସମ୍ମାନ ଜଣାଇଛନ୍ତି। ଏବେ ଦେଶ ଛାଡିବା…

ମହାରାଷ୍ଟ୍ରରେ ବଡ ଦୁର୍ଘଟଣା: ଟ୍ରେନରୁ ଓହ୍ଲାଇଲା ବେଳେ ମାଡ଼ିଗଲା ଆଉ ଏକ ଟ୍ରେନ, ୧୦ ମୃତ

ମହାରାଷ୍ଟ୍ର,୨୨।୧: ମହାରାଷ୍ଟ୍ରର ଜଳଗାଁଓର ପରଣ୍ଡା ରେଳ ଷ୍ଟେସନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଷ୍ପକ ଏକ୍ସପ୍ରେସର ଯାତ୍ରୀମାନଙ୍କ ଉପରେ କର୍ଣ୍ଣାଟକ ଏକ୍ସପ୍ରେସ ମାଡି ଯାଇଛି। ଖବର ଅନୁଯାୟୀ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଗୁଜବ ବ୍ୟାପିଥିଲା, ଯାହା ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ…

ଏନଡିଏକୁ ଶକ୍ତ ଝଟ୍‌କା ଦେଲେ ନୀତିଶ କୁମାର! ଫେରାଇନେଲେ ସମର୍ଥନ

ନୂଆଦିଲ୍ଲୀ,୨୨।୧:ମୋଦି ସରକାରଙ୍କୁ ବଡ଼ ଝଟ୍‌କା ଦେଲେ ନୀତିଶ କୁମାର। ବୁଧବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଜନତା ଦଳ (ୟୁନାଇଟେଡ) ନିଜ ସମର୍ଥନ ପ୍ରତ୍ୟାହାର କରିଛି। ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ନେତୃତ୍ୱରେ ଭାଜପା ସରକାର ଅଛି। ଏକ…

କୃଷକଙ୍କୁ ଖୁସିଖବର ଦେବେ ମୋଦି ସରକାର! ବୃଦ୍ଧି ହେବ…

ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ମୋଦି କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଚାଷୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇପାରେ। ଯଦି ସୂତ୍ରଗୁଡ଼ିକୁ ବିଶ୍ୱାସ କରାଯାଏ, ତେବେ ଆଜିର ବୈଠକରେ ୨୦୨୫-୨୬ ସିଜିନ୍‌ ପାଇଁ (କଞ୍ଚା ମାଲ)ର ସର୍ବନିମ୍ନ ସହାୟକ…

ଆମେରିକାରେ ଜୟଶଙ୍କରଙ୍କୁ ଅପମାନ! ପଛଧାଡିକୁ ଯିବାକୁ କହିଲେ…ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌,୨୨।୧:ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେଇ ସାରିଛନ୍ତି। ତାଙ୍କ ଶଫଥ ସମାରୋହରେ ଭାରତ ସମେତ ଅନେକ ଦେଶ ଏଥିରେ ଯୋଗ ଦେଇଥିଲେ। ବିଶେଷ କଥା ହେଉଛି ଭାରତକୁ ପ୍ରତିନିଧିତ୍ୱ କରୁଥିବା ବୈଦିଶିକ ମନ୍ତ୍ରୀ ଜୟଶଙ୍କରଙ୍କୁ ପ୍ରଥମ ଧାଡିରେ…

ସ୍କୁଲରେ ପ୍ରଧାନଶିକ୍ଷକ-ଶିକ୍ଷୟିତୀ କରୁଥିଲେ ଏମିତି କାମ, ସିସିଟିଭିରେ ଧରାପଡିବା ପରେ…

ନୂଆଦିଲ୍ଲୀ,୨୨।୧: ରାଜସ୍ଥାନର ଜଣେ ସରକାରୀ ସ୍କୁଲର ପ୍ରଧାନଶିକ୍ଷକ ଏବଂ ଜଣେ ମହିଳା ଶିକ୍ଷୟିତ୍ରୀ ସ୍କୁଲର କାର୍ଯ୍ୟାଳୟ ଭିତରେ ଅଶାଳୀନ କାର୍ଯ୍ୟ କରୁଥିବାର ଏକ ଭିଡିଓ ଭାଇରାଲ ହେବା ପରେ ସେମାନଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ତୋରଗଡ଼ ସ୍କୁଲର ପ୍ରଧାନଶିକ୍ଷକ ଜଣେ ମହିଳା କର୍ମଚାରୀଙ୍କ…

ମୃତ୍ୟୁ ପର୍ଯ୍ୟନ୍ତ ମୋଦିଙ୍କ ହାତ ଛାଡିବି ନାହିଁ: କାହିଁକି ଏମିତି କହିଲେ ମାନଝୀ

ପାଟନା,୨୨।୧: ମୋଦି କ୍ୟାବିନେଟ ଛାଡିବା ଗୁଜବ ଉପରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାନଝୀ ମୁହଁ ଖୋଲିଛନ୍ତି। ସେ ମିଥ୍ୟା ଖବର ପ୍ରସାରଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବିଷୟରେ ମଧ୍ୟ କହିଛନ୍ତି। ଜିତନ ରାମ…

ଭୟରେ ଟ୍ରମ୍ପ! ଚାଇନାର ଉଡିଲା ହୋସ୍‌, ମୋଦି ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୨।୧: ଦାୟିତ୍ୱ ନେବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବ୍ରିକ୍ସ (ବ୍ରାଜିଲ, ଋଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା) ଦେଶଗୁଡ଼ିକ ଉପରେ ୧୦୦ପ୍ରତିଶତ ଆମଦାନୀ ଶୁଳ୍କ ଲାଗୁ କରିବାକୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଯଦି ବ୍ରିକ୍ସ…

ରାଶନ କାର୍ଡରୁ ନାଁ କଟାଯାଇଥିଲେ ଆଉଥରେ ହୋଇପାରିବ କି ଆବେଦନ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୨୨।୧: ଭାରତରେ ଆଜି ମଧ୍ୟ ଏପରି ଅନେକ ଲୋକ ଅଛନ୍ତି। ଯେଉଁମାନେ ଦିନକୁ ଦୁଇଥର ଖାଇବାର ବ୍ୟବସ୍ଥା ମଧ୍ୟ କରିପାରନ୍ତି ନାହିଁ। ଏପରି ଲୋକଙ୍କୁ ଭାରତ ସରକାରଙ୍କ ଦ୍ୱାରା ସହାୟତା ଦିଆଯାଇଥାଏ। ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଏହି…

ଦଣ୍ଡାଦେଶ ବିରୋଧରେ ଅପିଲ୍‌ କରିପାରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨୨।୧: ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ କୋର୍ଟ ଆଜୀବନ ଜେଲ ଦଣ୍ଡାଦେଶ ଦେଇଥିବାବେଳେ ଏହାର ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?