ଜାତୀୟ

ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରତିରକ୍ଷା ମନ୍ତ୍ରୀ

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ଏବେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ମହାକୁମ୍ଭରେ ପହଞ୍ଚି ସାରିଛନ୍ତି। ସେ କହିଛନ୍ତି, ଯେ ଏହା ମୋର ସୌଭାଗ୍ୟ ଯେ…

କେଜରିଓ୍ବାଲଙ୍କ ଉପରେ ପଥରମାଡ଼, ଏଏପି କହିଲା ହାରିବା ଭୟରେ ଭାଜପା…

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟି (ଏଏପି) ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ଏକ ବଡ଼ ଅଭିଯୋଗ ଆଣିଛି। ଆମ ଆଦମୀ ପାର୍ଟି କହିଛି ଯେ ଭାଜପା ଦିଲ୍ଲୀ ବିଧାନସଭା ନିର୍ବାଚନରେ ହାରିବାକୁ ନେଇ ଭୟଭୀତ। ଯେଉଁଥିବା ପାଇଁ ଭାଜପା ଏଏପିର…

‘ପାକିସ୍ତାନୀ ଆତଙ୍କବାଦ ଏକ କ୍ୟାନସର, ଯାହା ଏବେ ନିଜକୁ ଖାଇ ଚାଲିଛି,’ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୧୮।୧: ପଡ଼ୋଶୀ ଦେଶ ପାକିସ୍ତାନର ପରିସ୍ଥିତି ଉପରେ କଟାକ୍ଷ କରିଛନ୍ତି ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ ପାକିସ୍ତାନକୁ ଏହାର ବର୍ତ୍ତମାନର ସମସ୍ୟା ପାଇଁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ସର୍ବଦା ସୀମାପାର ଆତଙ୍କବାଦକୁ ସମର୍ଥନ କରିଆସିଛି…

ଜଜଙ୍କ ସାମ୍ନାରେ ଚମକାଇବା ଭଳି କଥା କହିଲେ ସଞ୍ଜୟ, ଏହି ମାମଲାରେ ଜଣେ ଆଇପିଏସ୍‌ ସମ୍ପୃକ୍ତ…

କୋଲକାତା,୧୮।୧: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦା କୋର୍ଟ ସଞ୍ଜୟ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, କୋର୍ଟ…

କୋଲକାତା ଆର.ଜି କର ବଳାତ୍କାର ହତ୍ୟା ମାମଲା: ସୋମବାର ଦଣ୍ଡ ଘୋଷଣା

କୋଲକାତା,୧୮।୧: ଆରଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ମହିଳା ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦା ସିଭିଲ ଏବଂ ଫୌଜଦାରୀ କୋର୍ଟ ଶନିବାର ତାଙ୍କ ରାୟ ପ୍ରକାଶ କରିଛନ୍ତି। କୋର୍ଟ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ…

କୋଲକାତା ଆର୍‌.ଜି କର ହସ୍ପିଟାଲ ଘଟଣା: ୧୬୧ ଦିନ ପରେ ମିଳିଲା ନ୍ୟାୟ, ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ

କୋଲକାତା,୧୮।୧: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୯ ଅଗଷ୍ଟ ୨୦୨୪ ସକାଳେ ଉତ୍ତର କୋଲକାତାର…

ଭଡ଼ାଟିଆଙ୍କୁ ମିଳିବ ମାଗଣା ବିଜୁଳି: କେଜ୍‌ରିଓ୍ବାଲ୍‌ଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଉ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ଦିଲ୍ଲୀରେ ବିଦ୍ୟୁତ ଏବଂ ପାଣି ମାଗଣା କରିଛୁ। ଦୁଃଖର ବିଷୟ, ଭଡାଟିଆମାନେ ଏହାର…

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ। EPFO ନିୟମ ଅନୁଯାୟୀ, ଯଦି ଆପଣ ୧୦ବର୍ଷ ପାଇଁ ଅବଦାନ ଦିଅନ୍ତି, ତେବେ ଆପଣ…

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ ପରେ ନିଜ ଘରୋଇ ମାଟିରେ ଟେଷ୍ଟ ସିରିଜ ହାରିଛି। ସେହି ସମୟରେ ପ୍ରାୟ ୧୦…

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ ସ୍ଥଳ ତ୍ରିବେଣୀ ସଙ୍ଗମରେ ଅନୁଷ୍ଠିତ ଏହି ମେଳାକୁ ବିଶ୍ୱର ସବୁଠୁ ବଡ଼ ଧର୍ମୀୟ ସମାବେଶ…

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର ୧୮ ବର୍ଷୀୟ ଛାତ୍ର ଅଭିଜିତ୍‌ ଗିରି ଗୁରୁବାର ରାତିରେ ନିଜ ହଷ୍ଟେଲ ରୁମ୍‌ ପଙ୍ଖାରେ…

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର ପଞ୍ଜାବର ସିନେମାହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇନାହିଁ। ଉକ୍ତ ଚଳଚ୍ଚିତ୍ରକୁ ବେଆଇନ ଘୋଷଣା କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?