ଜାତୀୟ

ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ୨୫ କୃଷକଙ୍କ ବିରୋଧରେ ଆରେଷ୍ଟ ଓ୍ବାରେଣ୍ଟ ଜାରି

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ମାମଲାରେ ଫିରୋଜପୁର କୋର୍ଟ ୨୫ଜଣ ଚାଷୀଙ୍କ ବିରୁଦ୍ଧରେ ଗିରଫ ପରୱାନା ଜାରି କରିଛନ୍ତି। ଏହି ମାମଲାରେ, IPCର ଧାରା ୩୦୭ ଏବଂ ହତ୍ୟା ଉଦ୍ୟମ ଧାରା ଯୋଡାଯାଇଛି। ୨୦୨୨ ମସିହାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାଫଲାକୁ…

ଭାଜପାର ବଡ଼ ଘୋଷଣା, ମହିଳା-ବରିଷ୍ଠ ନାଗରିକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀରେ ବିଧାନସଭା ନିର୍ବାଚନ ୫ ଫେବୃଆରୀରେ ଅନୁଷ୍ଠିତ ହେବ ଏବଂ ଫଳାଫଳ ୮ ଫେବୃଆରୀରେ ଘୋଷଣା କରାଯିବ। ଏବେ ଆମ ଆଦମୀ ପାର୍ଟି ଏବଂ କଂଗ୍ରେସ ପରେ, ଭାରତୀୟ ଜନତା ପାର୍ଟି(ଭାଜପା)ମଧ୍ୟ ଶୁକ୍ରବାର ତାର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି।…

ମହାକୁମ୍ଭ ଛାଡିବେ ସୁନ୍ଦରୀ ସାଧ୍ୱୀ ହର୍ଷା ରିଛାରିଆ

ପ୍ରୟାଗରାଜ,୧୭।୧: ସଙ୍ଗମ ସହରରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭରେ, ବହୁ ସଂଖ୍ୟକ ଭକ୍ତ ସ୍ନାନ ପାଇଁ ପହଞ୍ଚୁଛନ୍ତି। ଏହି ସମୟରେ ଭାଇରାଲ ସାଧ୍ୱୀ ହର୍ଷା ରିଛାରିଆ ମହାକୁମ୍ଭ ଛାଡିବାକୁ ଘୋଷଣା କରିଛନ୍ତି। ମହାକୁମ୍ଭ ପୂର୍ବରୁ ଅମୃତ ସ୍ନାନରେ ହର୍ଷାଙ୍କୁ ସାମିଲ କରିବା ଏବଂ…

ଏମିତି ଏକ ବଡ଼ ଦାବି ନେଇ ମୋଦିଙ୍କୁ ଚିଠି ଲେଖିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ବଡ଼ ବାଜି ଖେଳିଛନ୍ତି। ଯୁବ ଭୋଟରଙ୍କୁ ନିଜ ପାଖରେ ରଖିବା ପାଇଁ କେଜରିୱାଲ କେନ୍ଦ୍ର ନିକଟରେ ଏକ ବଡ଼ ଦାବି କରିଛନ୍ତି। ଏଥିପାଇଁ ସେ…

ସୈଫଙ୍କୁ ଛୁରାମାଡ଼ ଘଟଣା: ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ମୁମ୍ବାଇ,୧୭।୧: ଅଭିନେତା ସୈଫ ଅଲ୍ଲି ଖାନ୍‌ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧ ଯୁବକକୁ ମୁମ୍ବାଇ ପୋଲିସର ସ୍ପେଶାଲ ଟିମ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫଙ୍କୁ ସନ୍ଦିଗ୍ଧ ଯୁବକ ଜଣଙ୍କ ଛୁରାମାଡ଼ କରିଥିଲେ।…

ଚିନ୍ତାରେ କରିନା! ସୈଫଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ବେବୋ କହିଲେ…

ମୁମ୍ବାଇ,୧୭।୧: ଜାନୁଆରୀ ୧୫ ରାତି ପ୍ରାୟ ୩.୩୦ ସମୟରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଜଣେ ଚୋର ଛୁରୀରେ ଆକ୍ରମଣ କରିଥିଲେ। ରିପୋର୍ଟ ଅନୁଯାୟୀ, ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୁଅ ଜାହାଙ୍ଗୀରଙ୍କ କୋଠରୀକୁ ଚୋରି କରିବା ଉଦ୍ଦେଶ୍ୟରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଓଲଟି ପଡିଲା ଯାତ୍ରୀବାହୀ ବସ୍‌, ୪ ମୃତ

ଆନ୍ଧ୍ରପ୍ରଦେଶ,୧୭।୧: ତ୍ରିଚିରୁ ତିରୁପତି ଯାଉଥିବା ଏକ ଘରୋଇ ଟ୍ରାଭେଲ୍ସ ବସ୍‌ ଚିତୋର ଜିଲାର ଗଙ୍ଗାସାଗରମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀମାନେ ମନ୍ଦିରରେ ପୂଜା କରି ତିରୁପତିରୁ ଫେରୁଥିଲେ।…

ନିର୍ବାଚନ ପ୍ରଚାରରେ ରାଜନୈତିକ ଦଳଗୁଡ଼ିକୁ ସତର୍କ ରୁହନ୍ତୁ: ଇସି

ନୂଆଦିଲ୍ଲୀ,୧୬।୧: ନିର୍ବାଚନ ପ୍ରଚାରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗ ବଢ଼ୁଥିବା ଏବଂ ଏହା ଭୋଟରଙ୍କ ମତାମତକୁ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ନିର୍ବାଚନ କମିଶନ (ଇସି) ଗୁରୁବାର ରାଜନୈତିକ ଦଳଗୁଡ଼ିକ ପାଇଁ ଆଡଭାଇଜରି ଜାରି କରିଛନ୍ତି। ଏଆଇ ସୃଷ୍ଟି କଣ୍ଟେଣ୍ଟର ବ୍ୟବହାରରେ ସ୍ବଚ୍ଛତା…

କେନ୍ଦ୍ର କ୍ୟାବିନେଟ୍‌ରରେ ବଡ଼ ନିଷ୍ପତ୍ତି: ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍‌ପ୍ୟାଡ୍‌

ନୂଆଦିଲ୍ଲୀ,୧୬।୧: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍‌ପ୍ୟାଡ୍‌ (ଟିଏଲ୍‌ପି) ନିର୍ମାଣ ହେବାକୁ ଯାଉଛି। ଉକ୍ତ ଲଞ୍ଚ୍‌ପ୍ୟାଡ୍‌ ସମେତ ଆନୁଷଙ୍ଗିକ ସୁବିଧା ପାଇଁ ୩,୯୮୫ କୋଟି ଟଙ୍କା ନିବେଶ ହେବ। ପ୍ରଧାନମନ୍ତ୍ରୀ…

ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍‌ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର କପି ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଆକ୍ରମଣ ସମୟରେ ଅଭିଯୁକ୍ତ ୧ କୋଟି ଟଙ୍କା…

ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା

ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ) ରେ ଗୋଟିଏ ଦିନ ଏବଂ ଗୋଟିଏ ସିଫ୍ଟରେ କରାଯିବ। ଏହି ନିଷ୍ପତ୍ତି ନ୍ୟାସନାଲ ମେଡିକାଲ୍…

ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ ଦୁଇଟି ଆସନ ଦେଇଛି। ଏହିପରି, ଦିଲ୍ଲୀର ସମସ୍ତ ୭୦ଟି ଆସନରେ ଆମ ଆଦମୀ ପାର୍ଟି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?