ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଭାବମୂର୍ତ୍ତି ସୁଧାରିବାରେ ବ୍ୟସ୍ତ ଥିଲେ ରେଳମନ୍ତ୍ରୀ, ସେଥିପାଇଁ ଘଟିଲା ରେଳ ଦୁର୍ଘଟଣା: କଂଗ୍ରେସର ୯ ପ୍ରଶ୍ନ…

ନୂଆଦିଲ୍ଲୀ,୪।୬ : କଂଗ୍ରେସ ନେତା ରଣଦୀପ ସୁରଜୱାଲା ରବିବାର ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନଅଟି ପ୍ରଶ୍ନ ପଚାରିଛନ୍ତି। ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରି ସେ କରିଛନ୍ତି । ଏକ ସାକ୍ଷାତକାରରେ ସେ...

ଭୁବନେଶ୍ୱରକୁ ବିମାନ ଚଳାଚଳ ନେଇ ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ,୪।୬: ବାଲେଶ୍ୱର ବାହାନଗାରେ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବାବେଳେ ୧୦୦୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ମରାମତି କାମ ଜୋରସୋରରେ ଚାଲିଛି। କ୍ଷତିଗ୍ରସ୍ତ କୋଚ୍‌ଗୁଡ଼ିକୁ ହଟାଇବା ସହ ଦୁର୍ଘଟଣାସ୍ଥଳରେ ଟ୍ରାକ୍‌ଗୁଡିକର ମରାମତି କାର୍ଯ୍ୟ ଜାରି...

ଫିଟ୍‌ ହେଲା ଗୋଟିଏ ଟ୍ରାକ୍‌

ଭୁବନେଶ୍ୱର/ନୂଆଦିଲ୍ଲୀ,୪ା୬: ବାଲେଶ୍ୱର ଜିଲା ବାହାନଗା ରେଳ ଷ୍ଟେଶନରେ ହୋଇଥିବା ଭୟାନକ ଟ୍ରେନ୍‌ ଦୁର୍ଘଟଣାର ସ୍ଥିତି ସଜାଡ଼ିବାରେ ପ୍ରଶାସନ ପକ୍ଷରୁ ଜୋରଦାର ଉଦ୍ୟମ ଜାରି ରହିଛି। ତେବେ ରବିବାର ଗୋଟିଏ ଟ୍ରାକ୍‌ ଫିଟ୍‌ ହୋଇଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।...

ବସ୍ତିରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୪।୬: ଦିନକୁ ଆଗରୁ ଭୟାବହ ଟ୍ରେନ୍‌ ଦୁର୍ଘଟଣାର ଛାତିଥରା ଦୃଶ୍ୟ ଦେଶ ଦେଖିଥିବାବେଳେ ରବିବାର ଦିଲ୍ଲୀର ଏକ ବସ୍ତିରେ ଅଗ୍ନିକାଣ୍ଡ ଘଟିଛି। ଦିଲ୍ଲୀର ଜାହାନଗିରାପୁରି ବସ୍ତିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଦିଲ୍ଲୀ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ...

ବଜାରରେ ଏଚ୍‌ଏମ୍‌ଏସ୍‌ଆଇର ନୂଆ ଇଞ୍ଜିନ ଅଏଲ

ନୂଆଦିଲ୍ଲୀ,୩।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ନୂଆ ଇଞ୍ଜିନ ଅଏଲ ‘ପ୍ରୋ ହୋଣ୍ଡା’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏହାର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି, ଯାହାକୁ ଭାରତୀୟ...

ସୁପ୍ରିମକୋର୍ଟ ପହଞ୍ଚିଲା ରେଳ ଦୁର୍ଘଟଣା ଯାଞ୍ଚ ମାମଲା

ନୂଆଦିଲ୍ଲୀ,୪।୬: ଓଡ଼ିଶାର ବାଲେଶ୍ୱରରେ ହୋଇଥିବା ବଡ ଧରଣର ରେଳ ଦୁର୍ଘଟଣା ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ବିଶାଲ ତିଓ୍ବାରୀ ନାମକ ଜଣେ ଓକିଲ ଏହି ମାମଲାକୁ ନେଇ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏହି ଆବେଦନରେ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ‘କବଚ’...

ରାମ ଜନ୍ମଭୂମି ରାୟ ବିଳମ୍ବ କରିବାକୁ ଚାପ ପକାଯାଉଥିଲା: ପୂର୍ବତନ ବିଚାରପତି

ନୂଆଦିଲ୍ଲୀ, ୪।୬(ପି.ଟି.): ବଳାତ୍କାରର ସମ୍ମୁଖୀନ ହୋଇଥିବା ଜଣେ ମହିଳା ମାଙ୍ଗଳିକ କି ନୁହେଁ, ତାହା ଉପରେ ନିଷ୍ପତ୍ତି ନେବା ଲାଗି ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ଆଲ୍ଲାହାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ଏଭଳି ଅସ୍ବାଭାବିକ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ...

ମୁଖ୍ୟମନ୍ତ୍ରୀ ଶିନ୍ଦେ ଗ୍ରୁପର ଜନତା ଶିଖାଇବେ ବୁଦ୍ଧି: ସଞ୍ଜୟ ରାଉତ

ମୁମ୍ବାଇ,୪।୬: ମହାରାଷ୍ଟ୍ରର ନାଶିକରେ ଭଗବାନ ଶ୍ରୀ ତ୍ରୟମ୍ବକେଶ୍ୱରଙ୍କ ଦର୍ଶନ କରିବା ପରେ ଖବରଦତାଙ୍କ ସହ କଥା ହୋଇ ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କି ଶିନ୍ଦେ ଗ୍ରୁପ ଶିବସେନାକୁ...

ଅଲ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡର ନୂଆ ଜେନରାଲ ସେକ୍ରେଟାରୀ ହେଲେ ମୌଲାନା ଫଜଲୁର୍ରହିମ ମୁଜଦ୍ଦିଦି

ଇନ୍ଦୋର,୪।୬: ଅଲ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ ମୌଲାନା ଖାଲିଦ ସୈଫୁଲ୍ଲାହ ରହମାନିଙ୍କୁ ନିଜର ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ କରିଛନ୍ତି। ଇନ୍ଦୋରରେ ଅନୁଷ୍ଠିତ ହାଇଥିବା ୨ ଦିବସୀୟ ବୈଠକରେ ବୋର୍ଡର ଅଧ୍ୟକ୍ଷଙ୍କ ବ୍ୟତୀତ ଉପାଧ୍ୟକ୍ଷ, ଜେନରାଲ ସେକ୍ରେଟାରୀ...

ଶିଶୁ ଆରିହାଙ୍କୁ ଭାରତ ଫେରାଅ

ନୂଆଦିଲ୍ଲୀ, ୪।୬: ବର୍ଲିନ୍‌ର ଏକ ଶିଶୁ କଲ୍ୟାଣ ସଂସ୍ଥା ତତ୍ତ୍ୱାବଧାନରେ ୨୦ ମାସ ହେଲା ରହିଥିବା ଶିଶୁକନ୍ୟା ଆରିହା ଶାହାଙ୍କୁ ତାଙ୍କ ମାଆବାପାଙ୍କ ସହ ମିଶିବା ପାଇଁ ଭାରତ ଫେରାଇ ଦେବାକୁ ୧୯ଟି ରାଜନୈତିକ ଦଳର ୫୯ ଜଣ ଏମ୍‌ପି...

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣା ସମ୍ପର୍କରେ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ...

ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିଛି: ରେଳ ମନ୍ତ୍ରୀ

ବାଲେଶ୍ୱର,୪।୬:ବାଲେଶ୍ୱର ବାହାନଗା ଦୁର୍ଘଟଣାର କାରଣ ଜଣାପଡିଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇଲୋକ୍ଟ୍ରନିକ୍‌ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏପରି ଦୁର୍ଘଟଣା ଘଟିଛି। କବଚ ସହିତ ଏହି ଦୁର୍ଘଟଣା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri