କେନ୍ଦ୍ର ମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣାରେ ଆହତଙ୍କର ହେବ କ୍ୟାସଲେସ୍ ଚିକିତ୍ସା, ଜାଣନ୍ତୁ ଯୋଜନା ନେଇ ସବୁକିଛି…
ନୂଆଦିଲ୍ଲୀ,୯।୧: ମୋଦି ସରକାର ସଡକ ଦୁର୍ଘଟଣାରେ ପୀଡ଼ିତଙ୍କୁ ଆଶ୍ୱସ୍ତି ଦେବାର ଯୋଜନା କରୁଛନ୍ତି। ଏନେଇ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ବଡ଼ ଘୋଷଣା କରିଛନ୍ତି। ସରକାର ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ଲାଗି କ୍ୟାଶଲେସ୍ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନା ଅଧିନରେ…
ସମଲିଙ୍ଗୀ ବିବାହ ଆବେଦନ ଖାରଜ, ସୁପ୍ରିମକୋର୍ଟ କହିଲେ…
ନୂଆଦିଲ୍ଲୀ,୯।୧: ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହ ମାମଲାରେ ଦେଇଥିବା ରାୟର ପୁନର୍ବିଚାର କରିବାକୁ ମନା କରିଦେଇଛନ୍ତି। ଏହାସହିତ କୋର୍ଟ ପୁନର୍ବିଚାର ଆବେଦନକୁ ଖାରଜ କରିଛନ୍ତି। ସୁପ୍ରିମକୋର୍ଟ କହିଥିଲେ ପୂର୍ବ ରାୟରେ କୌଣସି ତ୍ରୁଟି ନାହିଁ ଏବଂ ନିଷ୍ପତ୍ତିରେ କରାଯାଇଥିବା ବିଚାର ଆଇନ ଅନୁସାରେ…
ମାସକ ମଧ୍ୟରେ ହିଟ୍ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ…
ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ ଅଧିକ ରେଜିଷ୍ଟ୍ରେଶନ ହୋଇଥିବା ଏଲ୍ଆଇସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ଏହି ଯୋଜନା…
‘ଇଣ୍ଡିଆ ଗଠବନ୍ଧନ ଶେଷ ହୋଇଗଲା’, କଂଗ୍ରେସ ନେତା ପଓ୍ବନ ଖେରାଙ୍କ ବଡ଼ ବୟାନ, କହିଦେଲେ ଭିତିରିକଥା..
ନୂଆଦିଲ୍ଲୀ,୯।୧: ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରଙ୍କୁ କ୍ଷମତାରୁ ହଟାଇବା ଉଦ୍ଦେଶ୍ୟରେ ଗଠିତ ଅଖିଳ ଭାରତୀୟ ମେଣ୍ଟ କ’ଣ ଶେଷ ହୋଇଗଲା? ଏହି ପ୍ରଶ୍ନ ବର୍ତ୍ତମାନ ଲୋକଙ୍କ ମନରେ ଉଙ୍କି ମାରୁଛି। କାରଣ ଆରଜେଡି…
ଛତିଶଗଡ଼ ପ୍ଲାଣ୍ଟରେ ଚିମିନି ଖସି ବଡ଼ ଦୁର୍ଘଟଣା, ଫସିଛନ୍ତି ୨୫ ରୁ ଅଧିକ ଶ୍ରମିକ
ନୂଆଦିଲ୍ଲୀ,୯।୧: ଛତିଶଗଡ଼ର ମୁଙ୍ଗେଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୁଶୁଡ଼ି ପଡ଼ିଥିବା ଏକ ପ୍ଲାଣ୍ଟର ଚିମିନି ତଳେ ଦୁଇ ଡଜନରୁ ଅଧିକ ଶ୍ରମିକ ପୋତି ହୋଇରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। କୁହାଯାଉଛି ଯେ ଫସି…
୩୦୦ ୟୁନିଟ ବିଜୁଳି, ଲାଡଲୀ ବେହେନ ଯୋଜନା, ବିଶୁଦ୍ଧ ପାଣି…ଦିଲ୍ଲୀରେ ଭାଜପା ଦେଇପାରେ ଏହି ସବୁ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୯।୧: ଦିଲ୍ଲୀରେ ଆସନ୍ତା ମାସରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଜିତିବାକୁ ଭାରତୀୟ ଜନତା ପାର୍ଟି ଏଥର ଅଣ୍ଟା ଭିଡିଛି। ଖବର ମୁତାବକ ଦିଲ୍ଲୀବାସୀଙ୍କୁ ମାଗଣା ବିଜୁଳି ଘୋଷଣା କରିପାରେ ଭାଜପା। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଭାଜପା ଦିଲ୍ଲୀରେ…
ଇଣ୍ଡିଆ ମେଣ୍ଟ ଭାଙ୍ଗିବାକୁ ପାଟନାରେ ଲେଖାଯାଇଥିଲା ସ୍କ୍ରିପ୍ଟ! ଲାଲୁ ଥିଲେ ମୁଖ୍ୟ ଖଳନାୟକ!
ପାଟନା,୯।୧: ଭାଜପା ବିରୋଧରେ ଗଠିତ ଇଣ୍ଡିଆ କିମ୍ବା ଇଣ୍ଡି ମେଣ୍ଟ ଏବେ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ବୋଲି କହିବାରେ କୌଣସି ଦ୍ୱିଧା ନାହିଁ। ତେଜସ୍ବୀ ଯାଦବ ନିଜେ ନିଶ୍ଚିତ କରିଛନ୍ତି ଯେ ସମ୍ପୂର୍ଣ୍ଣ ମେଣ୍ଟ କେବଳ ଲୋକ ସଭା ନିର୍ବାଚନ ପାଇଁ…
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଭାଙ୍ଗିଲା ଇଣ୍ଡିଆ ମେଣ୍ଟ! ଓମାର ଅବଦୁଲ୍ଲା କହିଲେ ଶେଷ କରିଦିଅ
ଶ୍ରୀନଗର,୯।୧: ରାଜଧାନୀ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସାରିଛନ୍ତି। ଦିଲ୍ଲୀରେ ଫେବୃଆରୀ ୫ରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଫେବୃଆରୀ ୮ରେ ଫଳାଫଳ ଘୋଷଣା କରାଯିବ। ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସ…
ଫଡ଼ନାଭିସଙ୍କୁ ପୁଣି ଭେଟିଲେ ଆଦିତ୍ୟ ଠାକରେ, ୩୫ ଦିନରେ ୩ ଥର
ମୁମ୍ବାଇ,୯।୧: ଗତ ବର୍ଷ ଡିସେମ୍ବରରେ ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ମହାୟୁତି ସରକାର ଗଠନ ହୋଇଥିଲେ ମଧ୍ୟ, ମହାରାଷ୍ଟ୍ର ରାଜନୀତିରେ ପରିସ୍ଥିତି ଶାନ୍ତ ହୋଇନାହିଁ। ମହାୟୁତି ସରକାରରେ, ଦେବେନ୍ଦ୍ର ଫଡନାଭିସ ତାଙ୍କର ଉଭୟ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଏକନାଥ ଶିନ୍ଦେଙ୍କ ସହିତ…
ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି
ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଗସ୍ତରେ ଅଛନ୍ତି। ଗୁରୁବାର ଭୁବନେଶ୍ୱରରେ ସେ ୧୮ତମ ପ୍ରବାସୀ…
ଫେରିବ ଶୀଲା ଦିକ୍ଷିତଙ୍କ ‘ସ୍ବର୍ଣ୍ଣିମ ଯୁଗ’, ବିଧାନସଭା ନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ କଂଗ୍ରେସ ନେତା
ନୂଆଦିଲ୍ଲୀ,୯।୧: ରାଜ୍ୟ ସଭାର ଉପନେତା ଏବଂ ବରିଷ୍ଠ କଂଗ୍ରେସ ନେତା ପ୍ରମୋଦ ତିୱାରୀ ଦିଲ୍ଲୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ବୟାନ ଦେଇଛନ୍ତି। ଭାଜପା ଏବଂ ଆମ ଆଦମୀ ପାର୍ଟି (ଏଏପି) ଉଭୟକୁ କଂଗ୍ରେସର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ବୋଲି ବର୍ଣ୍ଣନା…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ୍, କହିଲେ ତୁମେ ବିଶ୍ୱାସଘାତକତା କରିଛ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯ା୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ରର ଓବିସି ତାଲିକାରେ ଦିଲ୍ଲୀର ଜାଟ୍ ସମ୍ପ୍ରଦାୟକୁ ସାମିଲ କରିବା ସମ୍ପର୍କରେ ଏହି ଚିଠି ଲେଖିଛନ୍ତି।…

