ଜାତୀୟ

୧,୦୦୦ କିଲୋମିଟର ଦୌଡ଼ିବା ପରେ ଅଯୋଧ୍ୟା ପହଞ୍ଚିଲେ ୬ ବର୍ଷର ବାଳକ

ପଞ୍ଜାବ,୯।୧: ରାମ ଲଲାଙ୍କ ‘ପ୍ରାଣ ପ୍ରତିଷ୍ଠା’ ସମାରୋହର ପ୍ରଥମ ବାର୍ଷିକୀ ପୂର୍ବରୁ, ଅଯୋଧ୍ୟାରେ କେତେଜଣ ଅସାଧାରାଣ ଆଗନ୍ତୁକ ପହଞ୍ଚିଛନ୍ତିି, ଯେଉଁଥିରେ ଜଣେ ଛଅ ବର୍ଷର ବାଳକ ଏବଂ ଜଣେ ଦେଶୀ ‘ଟାର୍ଜନ’ ମଧ୍ୟ ସାମିଲ ଅଛନ୍ତି। ଏହି ଆଗନ୍ତୁକମାନଙ୍କ ଗସ୍ତ ଅଯୋଧ୍ୟାରେ…

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି ସେଠିକାର…

HMPV କୁ ନେଇ ଆସିଲା ଚମକାଇଲା ଭଳି ତଥ୍ୟ, WHO ଦେଲା ବଡ଼ ବୟାନ!

ନୂଆଦିଲ୍ଲୀ,୯।୧: ସମ୍ପ୍ରତି ହ୍ୟୁମାନ ମେଟାପ୍ନ୍ୟୁମୋଭାଇରସ (HMPV) ସଂକ୍ରମଣର ମାମଲା ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଏହି ଭାଇରସକୁ ଭୟ କରିବାର କୌଣସି ଆବଶ୍ୟକତା ଅଛି କି? ଆଗାମୀ ଦିନରେ ଭାଇରସ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବ କି? ଏନେଇ…

ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ରାଙ୍କିଂ: ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୯।୧: ୨୦୨୫ ବର୍ଷର ପ୍ରଥମ ଛଅ ମାସ ପାଇଁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ରାଙ୍କିଂ ପ୍ରକାଶ ପାଇଛି। ଏହି ରାଙ୍କିଂ ପ୍ରତିଷ୍ଠିତ ସଂଗଠନ ହେନଲି ଆଣ୍ଡ ପାର୍ଟନର୍ସ ଦ୍ୱାରା ପ୍ରକାଶିତ ହୋଇଛି। ଏହି ସୂଚକାଙ୍କ ପାସପୋର୍ଟର ରାଙ୍କିଂ ଏହି ଆଧାରରେ…

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି…

ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ ବାଂଲାଦେଶ ସହିତ ଭାରତର ସମ୍ପର୍କ ମଧ୍ୟ ଖରାପ ହୋଇଥିଲା। ଏଥିରେ କୌଣସି ସ୍ଥାନରେ ଚାଇନା…

ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ ତେଲେଙ୍ଗାନା ବେଭରେଜ୍ କର୍ପୋରେସନ୍ ଲିମିଟେଡ୍ (TGBCL) କୁ ବିୟର ଯୋଗାଣ ବନ୍ଦ କରିବାକୁ ଘୋଷଣା…

Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…

ଷଷ୍ଠ ପିଢ଼ିର ଲଢୁଆ ଜାହାଜ ପରୀକ୍ଷା କଲା ଚାଇନା, ଦୁଃଖ ପ୍ରକଶ କଲେ ଭାରତୀୟ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୮ା୧: ତେଜସ ଲଢୁଆ ବିମାନ ମିଳିବାରେ ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ବାୟୁସେନାର ମୁଖ୍ୟ ମାର୍ଶାଲ ଏପି ସିଂହ। ମଙ୍ଗଳବାର ଏକ ସେମିନାରରେ ଯୋଗ ଦେଇ ସେ ଭାରତୀୟ ବାୟୁସେନାକୁ ଆବଶ୍ୟକୀୟ ଲଢୁଆ ବିମାନ ମିଳିବାରେ ହେଉଥିବା…

ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ।…

ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍‌ ଦୂରକୁ ଫିଙ୍ଗିଲା…

ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍‌ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ ପାକ୍କାଟୁ ଶ୍ରୀକୁଟନ୍‌ ନାମକ ହାତୀ ଆକ୍ରାମକ ହୋଇଯାଇଥିଲା। ସେ ସେଠାରେ ଉପସ୍ଥିତ ଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?