ଜାତୀୟ

ଆଶାରାମଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍‌ ଏମ୍‌. ଏମ୍‌. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍‌ ରାଜେଶ ବିନ୍ଦଲଙ୍କୁ ନେଇ…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ କରିବେ କେନ୍ଦ୍ର ସରକାର; ଝିଅ PM ମୋଦିଙ୍କୁ କହିଲେ ଥ୍ୟାଙ୍କ ୟୁ…

ନୂଆଦିଲ୍ଲୀ,୭।୧: ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମାଣ କରିବା ଲାଗି କଂଗ୍ରେସ ଦାବି କରିଆସୁଛି। ଏହାକୁ ନେଇ ଗତ ଦୁଇ ସପ୍ତାହ ଧରି ବିବାଦ ଲାଗି ରହିଛି। ଏସବୁ ମଧ୍ୟରେ କେନ୍ଦ୍ର…

ପୁଣି ଆରଜି କର ମେଡିକାଲ ଭଳି ଘଟଣା! ଜୁନିୟର ଡାକ୍ତରଙ୍କୁ ହସ୍ପିଟାଲରେ ବଳାତ୍କାର

ଗଓ୍ବାଲିଅର,୭।୧: ମଧ୍ୟପ୍ରଦେଶ ଗୱାଲିଅରରେ ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। କୋଲକାତା ଆରଜି ମେଡିକାଲ ଘଟଣା ପରେ ଗଓ୍ବାଲିଅରର ଏହି ଘଟଣା ସମସ୍ତଙ୍କର ଛାତି ଥରେଇ ଦେଇଛି। କୋଲକାତାରେ ଜଣେ ମହିଳା ଡାକ୍ତରଙ୍କୁ ଜଣେ ନିଶାସକ୍ତ ପାଗଳ ବ୍ୟକ୍ତି ବଳାତ୍କାର ପରେ…

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି। ସମସ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ମାଗଣାରେ ବଣ୍ଟା ଯାଉଥିବା ଟଙ୍କା ଓ ମାଗଣା ଯୋଜନାକୁ…

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କର ୨୭୦୦ କୋଟିର ଏକ ରାଜମହଲ…

୧୮୦ ସ୍ପିଡ୍‌ରେ ପିଟିହେଲା ଅଭିନେତା ଅଜିତଙ୍କ କାର୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧: ଦୁର୍ଘଟଣାର ଶିକାର ହୋଇଛନ୍ତି ତାମିଲ ଅଭିନେତା ଅଜିତ କୁମାର। ଦୁବାଇର ୨୪ ହାୱାର ରେସ୍ ୨୦୨୫ ପାଇଁ ପ୍ରସ୍ତୁତି କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଏଥିରେ ତାଙ୍କର ବିଶେଷ କିଛି କ୍ଷତି ହୋଇ ନ ଥିବା କୁହାଯାଉଛି।…

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ (ଏଚଏମ୍ପିଭି) ଏବେ…

ନେପାଳ ପରେ ଭାରତରେ ବଡ଼ ଧରଣର ଭୂକମ୍ପ ଝଟ୍‌କା! ଲୋକେ ଛାନିଆ…

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଛନ୍ତି। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର…

ମହାମାରୀ ରୂପ ନେବ HMPV ଭାଇରସ! ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୭।୧: HMPV ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ସମୟରେ, ଭାରତରେ ମଧ୍ୟ ୬ଟିି ମାମଲା ଚିହ୍ନଟ ହେବା ପରେ ଲୋକେ ଭୟଭୀତ ଅଛନ୍ତି। ଏହାପୂର୍ବରୁ, ୨୦୨୦ରୁ ୨୦୨୩ପର୍ଯ୍ୟନ୍ତ, କରୋନା ଭାଇରସ ଯୋଗୁଁ ଦେଶ ତଥା ବିଶ୍ୱରେ ଧନଜୀବନ…

କୋର୍ଟଙ୍କ ବଡ଼ ରାୟ, ଶାଶୁଙ୍କୁ ରକ୍ଷଣାବେକ୍ଷଣ ଭତ୍ତା ଦେବେ ବୋହୂ

ନୂଆଦିଲ୍ଲୀ,୭।୧:ଅନୁକମ୍ପାମୂଳକ ନିଯୁକ୍ତି ପ୍ରସଙ୍ଗରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କୋର୍ଟ କହିଛନ୍ତି ଯେ ଯେଉଁ ମହିଳା ସ୍ବାମୀଙ୍କ ମୃତ୍ୟୁ ପରେ ଅନୁକମ୍ପା ଚାକିରି ପାଆନ୍ତି, ତାଙ୍କୁ ତାଙ୍କ ଶାଶୁଙ୍କୁ ରକ୍ଷଣାବେକ୍ଷଣ ଭତ୍ତା ଦେବାକୁ ପଡିପାରେ। କୋର୍ଟ…

ଚୋରି ପାଇଁ ଘରେ ପଶିଥିଲେ ଚୋର;ମୂଲ୍ୟବାନ ସାମଗ୍ରୀ ନ ମିଳିବାରୁ ମହିଳାଙ୍କୁ…

ମୁମ୍ବାଇ,୭।୧: ମୁମ୍ବାଇର ଉପାନ୍ତ ସହର ମାଲାଡରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଚୋରି କରିବାକୁ ଯାଇଥିବା ଚୋର କୌଣସି ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ ପଶିଥିବା ଘରେ ଉପସ୍ଥିତ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇ ଆସିଥିଲେ। ସୂଚନା ପାଇବା…

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?