ଜାତୀୟ

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ହାୱଡ଼ା ଓ ଗୁୱାହାଟୀ ମଧ୍ୟରେ ଏହି ଟ୍ରେନର ଶୁଭାରମ୍ଭ…

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି…

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ କୋର୍ଟଙ୍କ ମନ୍ତବ୍ୟକୁ ନେଇ ମେନକା ଦେଇଥିବା ପ୍ରତିକ୍ରିୟା ଏବଂ ତାଙ୍କର “ବଡି ଲାଙ୍ଗୁଏଜ୍‌”କୁ ନେଇ…

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଜଣେ ବ୍ୟକ୍ତି ଯେତେବେଳେ ଲୋକଙ୍କ ଭାବନା ସହିତ ଯୋଡ଼ି ହୁଅନ୍ତି ସେତେବେଳେ ସେ…

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ ମଧ୍ୟ ବହୁତ ଅସୁବିଧା ସୃଷ୍ଟି କରିପାରେ । ନିକଟରେ  ଭାରତୀୟ ରେଳବାଇ ଟ୍ରେନରେ ଲଗେଜ…

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ ଦଳ ଯେଉଁଠାରେ ଲୋକମାନେ ବିଶ୍ୱାସ କରିପାରନ୍ତି, ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ। ସେ ତୃତୀୟ…

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସୃଷ୍ଟି କରିଛି। ମାତ୍ର ୪୫ ବର୍ଷ ବୟସରେ ନବୀନ ଜଣେ ବିଧାୟକରୁ ଦେଶର ସର୍ବବୃହତ…

ଧୋକାବାଜ ବାହାରିଲେ ସ୍ବାମୀ, ୩-୩ଟା ବିବାହ କରିଥିବା ଜାଣିବା ପରେ ଦ୍ୱିତୀୟ ସ୍ତ୍ରୀ କଲେ ଏମିତି…

ପାଟନା, ୨୦।୧: ବିହାରର ବାଙ୍କାରୁ ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚାଟମାଡିହ ଗାଁର ବାସିନ୍ଦା ନୀଲୁ କୁମାରୀ ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ ଦାୟର କରିବାକୁ ଶମ୍ଭୁଗଞ୍ଜ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ସେ ତାଙ୍କ ସ୍ବାମୀଙ୍କ ଉପରେ ଯୌତୁକ…

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ ଭାବରେ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇଥିଲା। ସେ ପୂର୍ବରୁ ଭାଜପାର ଜାତୀୟ ସଭାପତି ଭାବରେ…

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ ଜୋହରୀ ତାଙ୍କ ଝିଅର ବିବାହକୁ ସ୍ୱତନ୍ତ୍ର କରିବା ପାଇଁ ଏକ ପଦକ୍ଷେପ ନେଇଛନ୍ତି, ସମସ୍ତଙ୍କୁ…

Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…

ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା। ସେ ଏହି ଉଚ୍ଚ ପଦବୀରେ ଜଗତ ପ୍ରକାଶ ନଡ୍ଡାଙ୍କ ସ୍ଥାନ ନେଇଛନ୍ତି। ଏହି…

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ ସୁପ୍ରିମକୋର୍ଟକୁ ମଧ୍ୟ ଆଶ୍ଚର୍ଯ୍ୟ କରିଛି। ନିର୍ବାଚନ କମିଶନ ସୋମବାର ସୁପ୍ରିମକୋର୍ଟକୁ ସୂଚନା ଦେଇଛନ୍ତି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri